ଆତ୍ମହତ୍ୟା କଲେ ବରିଷ୍ଠ ଅଭିନେତା ରାଇମୋହନ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ବରିଷ୍ଠ ସିନେ ଅଭିନେତା ରାଇମୋହନ ପରିଡ଼ା ଶୁକ୍ରବାର ଆତ୍ମହତ୍ୟା କରିଛନ୍ତି। ଭୁବନେଶ୍ୱର ମଞ୍ଚେଶ୍ୱରସ୍ଥିତ ପ୍ରାଚୀ ବିହାର ଘରୁ ତାଙ୍କର ଝୁଲନ୍ତା ଅବସ୍ଥାରେ ମୃତଦେହ ମିଳିଛି। ଏହି ଖବର ଜଣାପଡିବା ପରେ ଓଲିଉଡ୍‌ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି। ତେବେ ଆତ୍ମହତ୍ୟାର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ଅନ୍ୟପକ୍ଷେ, ରାଇମୋହନଙ୍କର ସ୍ତ୍ରୀ ଏବଂ ୨ ଝିଅ ଅଛନ୍ତି। ରାଇମୋହନ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଛାତ୍ର ଥିଲେ। ସେ ଦୀର୍ଘ ବର୍ଷ ଧରି ଫିଲ୍ମ ଜଗତରେ କାମ କରି ଲୋକପ୍ରିୟତା ହାସଲ କରିଥିଲେ। ଏପରିକି ତାଙ୍କର ଖଳନାୟକ ଚରିତ୍ରକୁ ଦର୍ଶକ ପସନ୍ଦ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଇନ୍‌ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା

କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩...

ନବଜାତ ଶିଶୁପତ୍ର, ପ୍ରସୂତିଙ୍କ ମୃତ୍ୟୁର ହେବ ତଦନ୍ତ, ଅଧିକାରୀ କହିଲେ…

କେସିଙ୍ଗା,୧୭ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ପଦାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ ପ୍ରସୂତି...

ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…

ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ...

ମୋକିମ ବହିଷ୍କାର ବିବାଦ, କଥାହେଲେ କେନ୍ଦ୍ରୀୟ ନେତା

ଭୁବନେଶ୍ୱର,୧୭।୧୨:  କଂଗ୍ରେସରୁ ମୋକିମଙ୍କୁ ବହିଷ୍କାର କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଅନେକ ନେତା ମୋକିମ ସପକ୍ଷରେ ବାହାରୁଥିବା ଦେଖାଯାଇଛି । ଏହାରି...

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri