୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୨ କରୋନା ପଜିଟିଭ୍‌

ଭୁବନେଶ୍ୱର,୨୫।୬(ବ୍ୟୁରୋ) : ରାଜ୍ୟରେ ବଢୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ପିଲା ୪ ଜଣ ଆକ୍ରାନ୍ତ ହୋଇଛନ୍ତି। ସେହିପରି କ୍ୱାରାଣ୍ଟାଇନ୍‌ରୁ ୩୭ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୨୫ ଜଣ ଲୋକାଲ କେସ ରହିଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱରରୁ ୨ଜଣ, କଟକରୁ ୮ଜଣ, ଜଗତସିଂହପୁରରୁ ଜଣେ, ଝାରସୁଗୁଡ଼ାରୁ ଜଣେ, ଖୋର୍ଦ୍ଧାରୁ ୩୭ଜଣ, କୋରାପୁଟ ଜିଲାରୁ ଜଣେ, ପୁରୀରୁ ଜଣେ, ସୁନ୍ଦରଗଡ଼ରୁ ୨ଜଣ, ଷ୍ଟେଟ ପୁଲ୍‌ ୯ଜଣ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ୬ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୮।୫: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି। ଏଥିପାଇଁ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସା ୬ଟାରୁ ରାତି ୧୨ଟା ଯାଏ ସାଧାରଣ ଦର୍ଶନ...

ରାସ୍ତା ପାର୍‌ ହେବାବେଳେ ଘୋଷାଡି ନେଲା ଟ୍ରକ୍‌: ଚାଲିଗଲା ୨ ଜୀବନ

ଭୁବନେଶ୍ୱର,୮।୫:ରାଜଧାନୀ ଭୁବନେଶ୍ୱରରେ ବୁଧବାର ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା ପାର୍‌ ବେଳେ ୨ ଜଣଙ୍କୁ ଘୋଷାଡ଼ି ନେଇଛି ଟ୍ରକ। ଫଳରେ ଘଟଣାସ୍ଥଳରେ...

ଏହି କଥା କହି ଭାବପ୍ରବଣ ହୋଇଗଲେ ପାଣ୍ଡିଆନ୍‌

ଭୁବନେଶ୍ୱର,୮।୫: ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବୁଧବାର ଭୋରରୁ ଏକ ପ୍ରେସ୍‌ମିଟ୍‌ ଡକାଇଛନ୍ତି। ଏହି ପ୍ରେସ୍‌ମିଟ୍‌ରେ ସେ ବିରୋଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି।...

ରାତି ନ ପାହୁଣୁ ପ୍ରେସ୍‌ମିଟ୍‌ ଡକାଇଲେ କାର୍ତ୍ତିକ ପାଣ୍ଡିଆନ୍‌: କହିଲେ ଏସବୁ କଥା…

ଭୁବନେଶ୍ୱର,୮।୫: ଆଗାମୀ ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ଭାଜପାର ହେଭିଓ୍ବେଟ୍‌ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି...

ଆଜି ଓଡ଼ିଶା ଆସିବେ ପ୍ରତିରକ୍ଷା ମନ୍ତ୍ରୀ, ଛତିଶଗଡ ମୁଖ୍ୟମନ୍ତ୍ରୀ, ଏହି ସବୁ ଜିଲାରେ କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୮।୫: ଆଜି ଓଡ଼ିଶା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଏହି ଗସ୍ତ ସମୟରେ ପ୍ରତିରକ୍ଷା ମନ୍ତ୍ରୀ ଭବାନୀପାଟଣା ଏବଂ ତା’ ପରେ ରାୟଗଡା ଭାଜପା...

‘ବିଜେଡିର ପ୍ରଚାର କରୁଛନ୍ତି ମିଶନ ଶକ୍ତି ମହିଳା’

ଭୁବନେଶ୍ୱର, ୭।୫(ସୁନିତ୍‌ ମିଶ୍ର): ମହିଳାଙ୍କୁ ସାମାଜିକ ଓ ଆର୍ଥତ୍କ କ୍ଷେତ୍ରରେ ସଶକ୍ତ କରିବା ପାଇଁ ସ୍ବୟଂ ସହାୟକ ଗୋଷ୍ଠୀର ସୃଷ୍ଟି କରାଯାଇଥିଲା। କିନ୍ତୁ ବିଜେଡି ଓଲଟା...

Featured Video Play Icon

ଏମ୍ସର ସଫଳତା,ଖପୁରୀରୁ ବାହାରିଲା ୭କେଜି ଟ୍ୟୁମର

ଭୁବନେଶ୍ୱର,୭।୫(ଅସମାପିକା ସାହୁ)- ଏମ୍ସ ଭୁବନେଶ୍ୱରରେ ଏକ ବିରଳ ସିନୋଭିଆଲ ସାର୍କୋମା ଟ୍ୟୁମରର ସଫଳ ଅସ୍ତ୍ରୋପଚାର କରାଯାଇଛି। ଜଣେ ୫୧ବର୍ଷୀୟ ବ୍ୟକ୍ତିଙ୍କ ଖପୁରୀର ଉପର ଅଂଶରୁ ପ୍ରାୟ...

ବୁଧବାର ଏହି ୭ ଜିଲାରେ ପ୍ରବଳ ବର୍ଷିବ, ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୭।୫(ଅସମାପିକା ସାହୁ)- ତାତିରୁ ମିଳିଛି ଆଶ୍ୱସ୍ତି। ରାଜ୍ୟର ଅଧିକାଂଶ ସହରରେ କାଳବୈଶାଖୀ ବର୍ଷା ଯୋଗୁ ତାପମାତ୍ରା ହ୍ରାସ ପାଇଥିବା ଦେଖାଯାଇଛି। ଦକ୍ଷିଣ ଝାଡ଼ଖଣ୍ଡରୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri