ଜଗନ୍ନାଥଙ୍କୁ ଆସି ଦର୍ଶନ କରିବେ ରାହୁଲ

ରାୟପୁର/ପୁରୀ ଅଫିସ,୨୫ା୬: ମହାପ୍ରଭୁ ଜଗନ୍ନାଥଙ୍କ ପାଇଁ ରାହୁଲଙ୍କୁ ମିଳିଛି ନୂଆ ଜୀବନ। ୮୦ ଫୁଟ ଗଭୀର ବୋରଓ୍ବେଲରେ ଖସିପଡ଼ିଥିବା ରାହୁଲ ୩ ଦିନ ପରେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଥିଲେ। ସେହି ମହାପ୍ରଭୁଙ୍କ ଦର୍ଶନରୁ ପୁଣି ଥରେ ରାହୁଲ ଆଗକୁ ବଢ଼ିବେ ବୋଲି ପିତା ରାମକୁମାର ସାହୁ କହିଛନ୍ତି। ସେ କହିଛନ୍ତି, ପରିବାର ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ। ରାହୁଲ ଶନିବାର ମେଡିକାଲରୁ ଡିସ୍‌ଚାର୍ଜ ହୋଇ ଘରେ ପହଞ୍ଚିବା ପରେ ଭାବବିହ୍ବଳ ହୋଇପଡ଼ିଥିଲେ ରାମକୁମାର। ପ୍ରଭୁ ଜଗନ୍ନାଥ ରାହୁଲଙ୍କୁ ଉଦ୍ଧାର କରିଥିବାରୁ ପ୍ରଥମେ ତାଙ୍କ ଦର୍ଶନ କରିବେ ବୋଲି ରାମକୁମାର କହିଛନ୍ତି।

ସୂଚନାଯୋଗ୍ୟ, ବିଳାସପୁରର ଆପୋଲ ହସ୍ପିଟାଲରୁ ଆଜି ଡିସଚାର୍ଜ ହୋଇ ନିଜ ଗାଁ ପିହିରିଦକୁ ଫେରିଛନ୍ତି ରାହୁଲ। ଗ୍ରାମବାସୀ ବାଜା, ରୋଷଣୀରେ ରାହୁଲଙ୍କୁ ଘରକୁ ପାଛୋଟି ନେଇଥିଲେ। ଖୁସିରେ ଆତ୍ମହରା ହୋଇଉଠିଛନ୍ତି ପରିବାର ଲୋକେ।

ସୂଚନାଯୋଗ୍ୟ, ବିଳାସପୁରର ଆପୋଲ ହସ୍ପିଟାଲରୁ ଆଜି ଡିସଚାର୍ଜ ହୋଇ ନିଜ ଗାଁ ପିହିରିଦକୁ ଫେରିଛନ୍ତି ରାହୁଲ। ଗ୍ରାମବାସୀ ବାଜା, ରୋଷଣୀରେ ରାହୁଲଙ୍କୁ ଘରକୁ ପାଛୋଟି ନେଇଥିଲେ। ଖୁସିରେ ଆତ୍ମହରା ହୋଇଉଠିଛନ୍ତି ପରିବାର ଲୋକେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri