କାରଣ ଖୋଜୁଛି ପୋଲିସ: ରାଇମୋହନଙ୍କ ଝିଅ, ଜ୍ୱାଇଁ, ପୁତୁରାଙ୍କୁ ପୋଲିସର ପଚରାଉଚରା

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଓଡ଼ିଶା ସିନେ ଓ ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ, ତିନି ଦଶନ୍ଧିର ଲୋକପ୍ରିୟ ଅଭିନେତା ରାଇମୋହନ ପରିଡ଼ା ଆତ୍ମହତ୍ୟା କରିଥିବା କୁହାଯାଉଛି। ହେଲେ ତାଙ୍କର ଏଭଳି ଚରମ ନିଷ୍ପତ୍ତି ପଛରେ କି କାରଣ ରହିଛି ସେ ନେଇ ନାନା କଳ୍ପନା ଜଳ୍ପନା ଲାଗି ରହିଛି। ଏସବୁ ଭିତରେ ଶନିବାର କମିଶନରେଟ ପୋଲିସର ୪ ଜଣିଆ ଟିମ ଦିବଂଗତ ରାଇମୋହନଙ୍କ ପ୍ରାଚୀ ବିହାର ସ୍ଥିତ ଘରେ ପହଞ୍ଚିଥିଲେ। ସେଠାରେ ପୋଲିସ ଅଭିନେତାଙ୍କ ଦୁଇ ଝିଅ ଓ ସ୍ତ୍ରୀ, ଜ୍ୱାଇଁ ଏବଂ ପୁତୁରାଙ୍କୁ ପଚରାଉଚରା କରିଛି। କୌଣସି ପାରିବାରିକ ଅଶାନ୍ତି ଯୋଗୁ ସେ ଆତ୍ମହତ୍ୟା କରିଛନ୍ତି କି ଭଳି ଅନେକ ପ୍ରଶ୍ନ ପୋଲିସ ପଚାରିଥିବା ଚର୍ଚ୍ଚା ହେଉଛି।

ପ୍ରକାଶ ଯେ, ଶୁକ୍ରବାର ରାଇମୋହନଙ୍କ ଝୁଲନ୍ତା ମୃତଦେହ ତାଙ୍କ ଘରୁ ଜବତ କରାଯାଇଥିଲା। ସେ ଆତ୍ମହତ୍ୟା କରିଥିବା ନେଇ ଆଲୋଚନା ହେଉଛି। ତେବେ ଜଣେ ବରିଷ୍ଠ କଳାକାରଙ୍କ ଆତ୍ମହତ୍ୟା ପଛର କାରଣ ଜାଣିବାକୁ ପ୍ରଶଂସକଙ୍କଠାରୁ ଆରମ୍ଭ କରି ସାଥୀ କଳାକାର ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri