ପାକିସ୍ତାନର ୪ ଦୂତାବାସର ଟୁଇଟର ଆକାଉଣ୍ଟକୁ ବ୍ୟାନ କଲା ଭାରତ

ନୂଆଦିଲ୍ଲୀ,୨୮ ।୬: ଭାରତ ପକ୍ଷରୁ ପାକିସ୍ତାନର ୪ ଦୂତାବାସର ଟୁଇଟର ଆକାଉଣ୍ଟକୁ ବ୍ୟାନ କରାଯାଇଥିବା ସୂଚନା ମିଳିଛି । ମିଳିଥିବା ସୂଚନା ଅନୁଯାୟୀ, ପାକିସ୍ତାନ ଉପରେ ଅଭିଯୋଗ ରହିଛି କି ଏହାର ଟୁଇଟର ଆକାଉଣ୍ଟ ଦ୍ୱାରା ଭୁଲ ଖବର ଓ ଦୁଷ୍ପ୍ରଚାର କରାଯାଉଛି । କୁହାଯାଉଛି କି ଭାରତ ପକ୍ଷରୁ ଆଉ କିଛି ଦୂତାବାସ ଉପରେ ମଧ୍ୟ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ ।
ଏପଟେ ପାକିସ୍ତାନର ବୈଦଶିକ ମନ୍ତ୍ରଣାଳୟ ଟୁଇଟ କରି କହିଛି, ଭାରତ ଟୁଇଟର ଦ୍ୱାରା ଇରାନ, ତୁର୍କ୍ରି ,ମିଶ୍ର ଓ ସଂଯୁକ୍ତ ରାଷ୍ଟ୍ରରେ ଥିବା ପାକିସ୍ତାନୀ ଦୂତାବାସର ଟୁଇଟର ଆକାଉଣ୍ଟକୁ ବନ୍ଦ କରି ଦେଇଛି । ପାକିସ୍ତାନ ଆଶା ବ୍ୟକ୍ତ କରିଛି କି ତୁରନ୍ତ ଏହାକୁ କାର୍ଯ୍ୟକାରୀ କରାଯାଉ ।
ସୂଚନାଯୋଗ୍ୟ, ପୂର୍ବରୁ ବି ଟୁଇଟର ଦ୍ୱାରା ପାକିସ୍ତାନରେ ରାଷ୍ଟ୍ରୀୟ ସାର୍ବଜନିକ ପ୍ରସାରକ ରେଡିଓ ପାକିସ୍ତାନର ଆକାଉଣ୍ଟକୁ ବନ୍ଦ କର ଦିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଜନସଂଖ୍ୟା ନିୟନ୍ତ୍ରଣ ଉଦ୍ୟମକୁ ଝଟ୍‌କା: କଣ୍ଡୋମ୍‌ ଉପରୁ GST ଛାଡ଼ ମନା

ଇସଲାମାବାଦ,୧୯ା୧୨: ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ପାକିସ୍ତାନର ଜନ୍ମ ନିୟନ୍ତ୍ରଣ ସାମଗ୍ରୀ (କଣ୍ଡୋମ/ଗର୍ଭ ନିରୋଧକ) ଉପରେ ଲାଗୁ ହୋଇଥିବା ୧୮ ପ୍ରତିଶତ ସାଧାରଣ ବିକ୍ରୟ କର...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

IND vs SA 5th T20: ଆଜି ନିର୍ଣ୍ଣାୟକ ଲଢ଼େଇ, କେଉଁଠି କେମିତି ଦେଖିବେ ମ୍ୟାଚ ଜାଣନ୍ତୁ

ନୂଆଦିଲ୍ଲୀ,୧୯ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ଅନ୍ତର୍ଜାତୀୟ ସିରିଜ୍ ସବୁଠାରୁ ରୋମାଞ୍ଚକର ପର୍ଯ୍ୟାୟରେ ପହଞ୍ଚିଛି। ଆଜି ସିରିଜର...

ପାଟଣା ହାଇକୋର୍ଟ ମୁଖ୍ୟବିଚାରପତି ହେବେ ଓଡ଼ିଶାର ସଙ୍ଗମ କୁମାର ସାହୁ

କଟକ,୧୯ା୧୨: ସୁପ୍ରିମକୋର୍ଟ କଲେଜିୟମ୍ ଓଡିଶା ହାଇକୋର୍ଟ ବିଚାରପତି ସଙ୍ଗମ କୁମାର ସାହୁଙ୍କୁ ପାଟଣା ହାଇକୋର୍ଟ ମୁଖ୍ୟବିଚାରପତି ନିଯୁକ୍ତ ଦେବା ପାଇଁ ଗୁରୁବାର ସୁପାରିଶ କରିଛି। ମୁଖ୍ୟ...

ମହିଳାଙ୍କୁ ଯୌନ ଉତ୍ପୀଡନ ରକ୍ଷା କରିବା ସମସ୍ତଙ୍କ ଦାୟିତ୍ୱ

ଦିଗପହଣ୍ଡି, ୧୯।୧୨(ଅଶେଷ ନାଥ ମିଶ୍ର): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି-ବ୍ରହ୍ମପୁର ମୂଖ୍ୟ ରାସ୍ତାକଡ଼ରେ ଥିବା ପଦ୍ମନାଭପୁର ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାମନ୍ଦିର ପରିସରରେଠାରେ ଆଇନ...

କଳିଙ୍ଗା ଘାଟିରେ ଡ୍ରେନକୁ ଖସିଲା ବସ: ଘନ କୁହୁଡି ଯୋଗୁ…

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରେ ମାଟି ଓ ପଥର ଖସିବା ପରଠୁ ଘାଟିରେ କିଛି ଦିନ...

ପୌଷ ଅମବାସ୍ୟାରେ ଖୋଲିବ ଏହି 3 ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

ନୂଆଦିଲ୍ଲୀ,୧୯ା୧୨: ଆଜି ପବିତ୍ର ପୌଷ ଅମବାସ୍ୟା । ଆଜି ଭାବପ୍ରବଣ ଗଭୀରତା ଏବଂ ନବୀକରଣ ଶକ୍ତିର ଦିନ। ଆଜି ଶାନ୍ତ ଏବଂ ସଚ୍ଚୋଟ ଆଲୋଚନା, ଅତୀତର...

ରାମ ଜି ବିଲ୍ ପାସ୍ ବିରୋଧରେ ବିରୋଧୀଙ୍କ ରାତିସାରା ଧାରଣା

ନୂଆଦିଲ୍ଲୀ,୧୯ା୧୨: ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଅଧିନିୟମ (MGNREGA) ସ୍ଥାନରେ ଆସିଥିବା ‘ବିକଶିତ ଭାରତ ଗ୍ୟାରେଣ୍ଟି ଫର୍ ରୋଜଗାର ଏବଂ ଆଜୀବିକା ମିଶନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri