ମଧ୍ୟାହ୍ନ ଭୋଜନ ଖାଇ ୨୦ଛାତ୍ରୀଛାତ୍ର ଅସୁସ୍ଥ

ବରଗଡ଼ ଅଫିସ,୨୮।୬: ବରଗଡ଼ ବ୍ଲକ ଅନ୍ତର୍ଗତ ଖଲିଆପାଲି ସେବାଶ୍ରମ ସ୍କୁଲର ଛାତ୍ରୀଛାତ୍ର ଅସୁସ୍ଥ ହୋଇ ପଡିଛନ୍ତି। ମଧ୍ୟାହ୍ନ ଭୋଜନ ପରେ ଛାତ୍ରୀଛାତ୍ରଙ୍କ ପେଟବ୍ୟଥା ହୋଇଥିଲା। ଉକ୍ତ ସ୍କୁଲର ୨୦ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ଏଭଳି ଅସୁସ୍ଥ ହୋଇ ପଡିଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମ ପ୍ରବାହକୁ ଖାତିର ନାହିଁ: ମାରାଥନ ପ୍ରଚାରରେ ପ୍ରାର୍ଥୀ

କେସିଙ୍ଗା,୩।୫(ତୁମେଶ୍ୱର ସାହୁ): ମେ’ ୧୩ରେ ଓଡ଼ିଶରେ ପ୍ରଥମ ପର୍ଯ୍ୟାୟ ଭୋଟ। ନିଜ ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେବେ କଳାହାଣ୍ଡି ଲୋକସଭା ଏବଂ ବିଧାନସଭା ନିର୍ବାଚନ...

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା...

ନାମାଙ୍କନପତ୍ର ଦାଖଲ କଲେ ବିଧାନସଭା ପ୍ରାର୍ଥିନୀ ଲତିକା ପ୍ରଧାନ

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶେଷଦିନରେ କବିସୂର୍ଯ୍ୟନଗର ବିଧାନସଭା ଆସନ ନିମନ୍ତେ ବିଜୁ ଜନତା ଦଳର ବିଧାୟିକା...

ଜୋରଦାର ହେବ ବାରବାଟୀ-କଟକ ନିର୍ବାଚନ ଲଢ଼େଇ

କଟକ, ୩ା୫(ଶିଳ୍ପା ପ୍ରିୟଦର୍ଶିନୀ):ନିର୍ବାଚନକୁ ମାତ୍ର ଅଳ୍ପଦିନ ବାକି ରହିଥିବାବେଳେ ସରଗରମ ହେବାରେ ଲାଗିଛି କଟକ ରାଜନୀତି। ଏପରି କି ସମସ୍ତ ନିର୍ବାଚନମଣ୍ଡଳୀ ଅପେକ୍ଷା ଏବେ ରୋଚକ...

ପ୍ରାର୍ଥତ୍ପତ୍ର ଦାଖଲ ନ କରି ଫେରିଗଲେ ନଳିନୀକାନ୍ତ

ଆଠମଲ୍ଲିକ, ୩ା୫(ଉଦୀପ୍ତ ପୁରୋହିତ)/ ଅନୁଗୋଳ (ଅମିତ କୁମାର ସାମଲ):ଅନୁଗୋଳ ଜିଲା ଆଠମଲ୍ଲିକ ବିଜେଡି ବିଧାୟକ ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ ଗୁରୁବାର ପ୍ରାର୍ଥିପତ୍ର ଦାଖଲ ପାଇଁ ବିରାଟ...

ଫେସ୍‌ବୁକ୍‌ରେ ପୁତନା ବଧ ଶେୟାର କରି ଜେଲ୍‌ ଗଲେ ଯୁବକ

ନୟାଗଡ଼,୩ା୫(ଲୋକନାଥ ମିଶ୍ର):ଫେସ୍‌ବୁକ୍‌ର ଆମ ପାଇଁ ବଡ଼ ଆମ ନୟାଗଡ଼ ଚ୍ୟାନେଲରେ ପୁତନା ବଧ ଫଟୋ ଶେୟାର କରି ନୟାଗଡ଼ ସଦର ଥାନା ହରିପୁର ଗଁାର ରମାକାନ୍ତ...

ନାମାଙ୍କନପତ୍ର ଦାଖଲ କଲେ ଦୀପାଳି

ଭୁବନେଶ୍ୱର,୩।୫: ଝାରସୁଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଶନିବାର ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସରବାହଲରୁ ବହୁ ସମର୍ଥକଙ୍କୁ ନେଇ ବିରାଟ...

ନାମାଙ୍କନପତ୍ର ଦାଖଲ କଲେ ନିପନ

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ନିପନ କୁମାର ଦାଶ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri