କହ୍ନେୟାଲାଲ୍‌ ହତ୍ୟା ଘଟଣାର ପ୍ରତିବାଦ

କେନ୍ଦୁଝର,୩୦ା୬(ସ୍ବ.ପ୍ର.): ରାଜସ୍ଥାନର ଉଦୟପୁରଠାରେ କହ୍ନେୟାଲାଲ୍‌ ହତ୍ୟା ଘଟଣା ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ ପ୍ରତିବାଦରେ ବିଶ୍ୱ ହିନ୍ଦୁ ପରିଷଦ ବଜରଙ୍ଗ ଦଳ ପକ୍ଷରୁ ଗୁରୁବାର ଜିଲା ମୁଖ୍ୟାଳୟରେ ଏକ ରାଲି ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହିନ୍ଦୁ ହତ୍ୟାକାରୀଙ୍କୁ ଫାଶୀ ଦେବାକୁ ଦାବି କରିବା ସହ ଜୟ ଶ୍ରୀରାମ, ଜୟ ଛତ୍ରପତି ଶିବାଜୀ ସ୍ଲୋଗାନ ଦେଇ ପ୍ରତିବାଦ ଜଣାଇଥିଲେ। ଦେଶରେ ସାଧୁ ସନ୍ଥ,ନିରୀହ ଲୋକଙ୍କୁ ଆକ୍ରମଣକୁ ନିନ୍ଦା କରିଥିଲେ। ସଭାପତି ତୁଷାର କାନ୍ତ ସାମନ୍ତ, ସମ୍ପାଦକ ସ୍ବପ୍ନେଶ୍ୱର ସାହୁ ଓ ସହ ସମ୍ପାଦକ କେଦାର ନାଥ ଦାଶ, ରମେଶ ହୋତାଙ୍କ ସମେତ ବହୁ ଲୋକ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାରାଥନ ପ୍ରଚାର କଲେ ବିଧାନସଭା ପ୍ରାର୍ଥିନୀ ଲଳିତା ନାଏକ

କେସିଙ୍ଗା,୨ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୩ଟି ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥିନୀ ଲଳିତା ନାଏକ ଗୁରୁବାର ମାରାଥନ ପ୍ରଚାର କରିଛନ୍ତି।...

କୋରେଇରୁ ଲଢ଼ିବେ ବବିଙ୍କ ମା’ ସନ୍ଧ୍ୟାରାଣୀ ଦାସ

ଭୁବନେଶ୍ୱର,୨।୫: ବିଜେଡି ପକ୍ଷରୁ ଏହାର ଶେଷ ତିନି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ...

ନାମାଙ୍କନପତ୍ର ଦାଖଲ କଲେ ଅପରାଜିତା

ଖୋର୍ଦ୍ଧା,୨ା୫: ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଗୁରୁବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ହଜାର ହଜାର ସମର୍ଥକଙ୍କ ସହ ଆସି ଖୋର୍ଦ୍ଧା...

ନଦୀରେ ବୁଡ଼ି ଶିଶୁକନ୍ୟାଙ୍କ ଜୀବନ ଗଲା

ଯାଜପୁର,୨ା୫: ଗୁରୁବାର ମା’ଙ୍କ ସହ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ବୁଡ଼ି ଜଣେ ଶିଶୁକନ୍ୟାଙ୍କ ଜୀବନ ଯାଇଛି। ଏପରି ଦୁଃଖଦ ଘଟଣା ଘଟିଛି ଯାଜପୁର...

ନାମାଙ୍କନ ଦାଖଲ ବେଳେ ଅପରାଜିତା-ମନ୍ମଥଙ୍କ ସମର୍ଥକ ମୁହାଁମୁହିଁ

ଖୋର୍ଦ୍ଧା,୨ା୫: ଗୁରୁବାର ନାମାଙ୍କନପତ୍ର ଦାଖଲ ବେଳେ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ମୁହାଁମୁହିଁ ହୋଇଛନ୍ତି ଏମ୍‌ପି ତଥା ଭାଜପା ଲୋକ ସଭା ପ୍ରାର୍ଥିନୀ ଅପରାଜିତା ଷଡ଼ଙ୍ଗୀ ଏବଂ...

ପୁଣି ଏକ ମାଈ ହାତୀର ଜୀବନ ଗଲା

କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ବସନ୍ତପୁର ଗ୍ରାମ ନିକଟରେ ଗୁରୁବାର ଏକ ହାତୀର ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ପ୍ରସବ ବେଦନା ଯୋଗୁ...

ନାମାଙ୍କନପତ୍ର ଦାଖଲ କଲେ ନବକୁମାର, ସରୋଜ

ବୌଦ୍ଧ,୨ା୫(ଅଜିତ କୁମାର ବାରିକ): ବୌଦ୍ଧ କଂଗ୍ରେସ ପକ୍ଷରୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ସରୋଜ ପ୍ରଧାନ ଏବଂ ବୌଦ୍ଧ କଂଗ୍ରେସ ପ୍ରାର୍ଥୀ ନବକୁମାର...

ହଠାତ ଢେଙ୍କାନାଳ ସହରରେ ଅବତରଣ କଲା ହେଲିକପ୍ଟର, ତଦନ୍ତ କରୁଛି ପୋଲିସ

ଢେଙ୍କାନାଳ,୨।୫: ଗୁରୁବାର କୌଣସି ପୂର୍ବ ସୂଚନା ନଦେଇ ଏକ ହେଲିକପ୍ଟର ଢେଙ୍କାନାଳ ସହରରେ ଅବତରଣ କରିଛି। ଏହା କେଉଁଠୁ ଆସିଛି ଓ କାହିଁକି ଆସିଛି ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri