ପହଞ୍ଚିଲେ ବଳଭଦ୍ର, ଗହଳି ଲଗାଇ ଆସୁଛନ୍ତି କାଳିଆ ସାଆନ୍ତ

ପୁରୀ ଅଫିସ,୧।୭: ଆଜି ପବିତ୍ର ଘୋଷଯାତ୍ରା। ଦୁଇ ବର୍ଷ ପରେ କରୋନା କଟକଣା ହଟିଥିବାରୁ ବଡ଼ଦାଣ୍ଡରେ ଭକ୍ତ ଏବଂ ଭଗବାନ ଏକାକାର ହୋଇଯାଇଥିବା ଭଳି ଦୃଶ୍ୟମାନ ହେଉଛି। ପହଣ୍ଡି, ଛେରାପହଁରା ପରେ ରଥଟଣା କାର୍ଯ୍ୟ ଜାରି ରହିଛି। ଭକ୍ତିମୟ ପରିବେଶରେ ବଡ଼ଦାଣ୍ଡରେ ଗଡ଼ି ଚାଲିଛି ତିନି ରଥ। ତେବେ ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଗୁଣ୍ଡିଚା ମନ୍ଦିର ନିକଟରେ ପହଞ୍ଚିଥିବା ବେଳେ ପଛରେ ରହିଛିି ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ। ଏହାପରେ ପ୍ରଭୁ ଶ୍ରୀଜଗନ୍ନାଥ ନନ୍ଦିଘୋଷ ରଥରେ ବସି ଗହଳି ଲଗାଇ ଆସୁଛନ୍ତି।

ପ୍ରଭୁଙ୍କ ଏହି ନବଦିନାତ୍ମକ ଯାତ୍ରାକୁ ନେଇ ପୁରୀ ଉତ୍ସବମୁଖର ହୋଇ ଉଠିଛି। ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri