ଗର୍ଭଗୃହ ସ୍ଥିତି ଅନୁଧ୍ୟାନ କରିବେ ଏକ୍ସପର୍ଟ ଟିମ୍‌

ପୁରୀ ଅଫିସ,୨।୭: ମହାପ୍ରଭୁ ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରିବା ପରେ ଶ୍ରୀମନ୍ଦିର ଗର୍ଭଗୃହର ସଫେଇ କାମ ଆରମ୍ଭ ହେବ । ଗର୍ଭଗୃହର ସ୍ଥିତି ଅନୁଧ୍ୟାନ ହେବ । ରତ୍ନସିଂହାସନ ସଫେଇ ସହ ଗର୍ଭଗୃହରୁ ଗରମ ହାୱା ନିଷ୍କାସନ ପ୍ରକ୍ରିୟା (ଭେଣ୍ଟିଲେଶନ) ଜାଲି ସ୍ଥିତି ଯାଞ୍ଚ କରାଯିବ । ୩ ତାରିଖ ଚେନ୍ନାଇ ଓ ରୁରର୍କୀର ବିଶେଷଜ୍ଞମାନେ ଶ୍ରୀମନ୍ଦିର ବୈଷୟିକ ବିଶାରଦ (ଏକ୍ସପର୍ଟ) କମିଟି ବୈଠକରେ ଯୋଗ ଦେବେ ।
ନାଟମଣ୍ଡପ ଫାଟ ଉପରେ ଏକ୍ସପର୍ଟ କମିଟି ତର୍ଜମା କରିବା ସହ ଫାଟର ସ୍ଥିତି ଓ ଏହାର ସୁରକ୍ଷା ସମ୍ପର୍କରେ ମତାମତ ଦେବେ ବୋଲି ସୂଚନା ମିଳିଛି । ବିଶେଷ କରି ଫାଟ ସୃଷ୍ଟି ହେବାର ସାଢ଼େ ତିନି ବର୍ଷ ପରେ ବି ଏହାର ମରାମତି ଅଟକି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ-ଅଭିଜ୍ଞଙ୍କ ମଧ୍ୟରେ କଡ଼ା ମୁକାବିଲା

ଯାଜପୁର,୩୦ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଏଯାଏ କେହି ମହିଳା ବିଧାୟିକା ହୋଇନାହାନ୍ତି। ଏପରି କି ଏହି ଆସନରେ କେବେ କେହି ମହିଳା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା...

ବିଜେଡିରେ ଫାଟ: ପ୍ରଦୀପ-ରମେଶ ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଝରିଗାଁ,୧।୫(ସଦାଶିବ ପ୍ରହରାଜ/କିଶୋର ଚନ୍ଦ୍ର ମଣ୍ଡଳ):ନିର୍ବାଚନ ଯେତିକି ପାଖେଇ ଆସୁଛି, ଝରିଗାଁ ନିର୍ବାଚନମଣ୍ଡଳୀରେ ବିଜେଡି ଟେନ୍‌ସନ ସେତିକି ବଢ଼ିବାରେ ଲାଗିଛି। ବିଜେଡିରେ ଫାଟ ଥିବା ଅଭିଯୋଗ ହେଉଛି।...

ଘସିପୁରାରେ ସୌମ୍ୟରଞ୍ଜନ: ଭାଜପା ବିଧାୟକ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା

ରାମଚନ୍ଦ୍ରପୁର,୧ା୫(ଗଣେଶ୍ୱର ସା):କେନ୍ଦୁଝର ଜିଲା ଘସିପୁରା ବିଧାନସଭା ନିର୍ବାଚନମଣ୍ଡଳୀର ବିଭିନ୍ନ ସ୍ଥାନରେ ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ ସ୍ବାଗତ ଜଣାଯାଇଛି। ମଙ୍ଗଳବାର ଅପରାହ୍ନ ୩ଟା ସମୟରେ...

‘ଧନୁ ସଂକ୍ରାନ୍ତି ପରେ ପଦ୍ମ ଫୁଟେନି’

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ସାଧାରଣ ନିର୍ବାଚନକୁ ନେଇ ଘଡ଼ିକୁ ଘୋଡ଼ା ଛୁଟୁଛି । ଏହାକୁ ନେଇ ଦଳୀୟ ନେତା, ପ୍ରାର୍ଥୀଙ୍କ ବୟାନବାଜି ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ...

ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଆନନ୍ଦପୁର,୩୦।୪: ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ଇସ୍ତଫାପତ୍ର...

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ସ୍ବାଧୀନ ପ୍ରାର୍ଥୀ ଘାସିରାମ ମାଝି

ନୂଆପଡ଼ା,୩୦ା୪ (ମକାରୁ ବେମାଲ): ନୂଆପଡ଼ା ନିର୍ବାଚନମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନୀ ମଇଦାନକୁ ଓହ୍ଲାଇଥିବା ଘାସିରାମ ମାଝି ମଙ୍ଗଳବାର ଆରାଧ୍ୟ ଦେବତା କଣାଭୈରା ମନ୍ଦିରରେ ପୂଜାପାଠ...

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ...

ଲୋକଙ୍କ ସ୍ନେହ ଶ୍ରଦ୍ଧା ମୋ ପାଇଁଁ ଆଶୀର୍ବାଦ: ସଞ୍ଜୀବ

ଭଣ୍ଡାରିପୋଖରୀ,୩୦।୪(ରବିନାରାୟଣ ଖିଲାର): ଲୋକଙ୍କ ସ୍ନେହ, ଶ୍ରଦ୍ଧା ତାଙ୍କ ପାଇଁଁ ଆଶୀର୍ବାଦ ବୋଲି ଭଣ୍ଡାରିପୋଖରୀ ବିଧାୟକ ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରାମଚନ୍ଦ୍ରପୁର ପଞ୍ଚାୟତରେ ଅନୁଷ୍ଠିତ  ବିଜେଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri