ଓଡିଶା: ଆଜିର ଫଟୋ ( ଜୁଲାଇ ୨, ୨୦୨୨ )

ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ରାଇମୋହନ ପରିଡ଼ାଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଓଡ଼ିଶା ସଂଗୀତ ମହାବିଦ୍ୟଳୟର ଛାତ୍ରୀଛାତ୍ର ଏବଂ ଅଧ୍ୟାପକଙ୍କ ଭୁବନେଶ୍ୱରରେ କ୍ୟାଣ୍ଡେଲ ରାଲି

 

 

ଭୁବନେଶ୍ୱର ପ୍ରଦର୍ଶନୀ ପଡିଆରେ ‘କଟନ ଫ୍ୟାବ-୨୦୨୨’ର ଉଦଘାଟନ

 

ବନ ମହୋତ୍ସବ ଉପଲକ୍ଷେ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ ପୁରୀ ରାଜଭବନରେ ବୃକ୍ଷରୋପଣ କରୁଛନ୍ତି

 

ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ସ୍କୁଲରେ ଖେଳସାମ୍ବାଦିକମାନଙ୍କ ଦ୍ୱାରା ‘ବିଶ୍ୱ ଖେଳ ସାମ୍ୱାଦିକ ଦିବସ’ ପାଳିତ

 

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନ୍ଫରେନ୍ସିଂ ମାଧ୍ୟମରେ ଓଡ଼ିଶା ବିଧାନସଭାରେ ବିଜେଡି ବିଧାୟକ ଦଳ ବୈଠକରେ ଯୋଗ ଦେଇଛନ୍ତି

 

 

ଓଡ଼ିଶା ବିଧାନସଭାରେ ମୌସୁମୀ ଅଧିବେଶନ ଲାଗି କଂଗ୍ରେସ ବିଧାୟକଙ୍କ ଦଳୀୟ ବୈଠକ

 

ଭୁବନେଶ୍ୱର ସ୍ଥିତ ବିଜେପି କାର୍ଯ୍ୟାଳୟରେ ମୌସୁମୀ ଅଧିବେଶନ ଲାଗି ବିରୋଧୀ ବିଜେପି ଦଳ ବିଧାୟକଙ୍କ ବୈଠକ

 

ଓଡ଼ିଶା ବିଧାନସଭାରେ ମୌସୁମୀ ଅଧିବେଶନ ଆରମ୍ଭ


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୧୬ ଡିସେମ୍ବର, ୨୦୨୫ )

ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲିଭୋଗ ନୀତି         ବାଣୀବିହାରରେ ଉତ୍ତେଜନା, ପୋଲିସ ମୁତୟନ, ପିଲାମାନେ ନ୍ୟାୟ ପାଇଁ ଗେଟ ଆଗରେ...

ଓଡ଼ିଶା: ଆଜିର ଫଟୋ (୧୪ ଡିସେମ୍ବର, ୨୦୨୫ )

ନାୟୀକା, ବାଲେଶ୍ୱରର କଳାକାର ରବିନ୍ଦ୍ର ମଣ୍ଡପରେ ‘ନାଟ୍ୟଧାରା’ ଆୟୋଜିତ ରବିବାର ଦିନ ‘ଭକ୍ତ ଝୋଲିଆ’ ନାଟକରେ ଅଭିନୟ ପ୍ରଦର୍ଶନ କରିଥିଲେ।

ଓଡ଼ିଶା: ଆଜିର ଫଟୋ ( ୧୩ ଡିସେମ୍ବର, ୨୦୨୫ )

ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ଶ୍ୱେତପଦ୍ମ ପକ୍ଷରୁ ନାଟକ ‘ନାଗ ବଂଶମ’ ପରିବେଷଣ       ଓଡ଼ିଶା ହାଇକୋର୍ଟରେ ଅନୁଷ୍ଠିତ ୪ର୍ଥ ଜାତୀୟ ଲୋକ ଅଦାଲତ

ଓଡ଼ିଶା: ଆଜିର ଫଟୋ ( ୧୨ ଡିସେମ୍ବର, ୨୦୨୫ )

୧୬ତମ ଭାରତ ମୁନି ମହୋତ୍ସବ କାଲିଙ୍ଗାୟନ ତୌର୍ୟତ୍ରିକମ୍ ଦ୍ୱାରା GKCMରେ ଶୁକ୍ରବାର ଆୟୋଜିତ ହୋଇଛି ପୁରୀ ବେଳାଭୂମିରେ ବେଲ୍ ଅନୁଷ୍ଠାନ ପକ୍ଷରୁ ମହୋଦଧି ଦିବସ ପାଳନ...

ଓଡ଼ିଶା: ଆଜିର ଫଟୋ (୧୨ ଡିସେମ୍ବର, ୨୦୨୫ )

ଜିକେସିଏମରେ ଆୟୋଜିତ ୧୬ତମ ଭାରତ ମୁନି ଉତ୍ସବରେ ଅଂଶଗ୍ରହଣକାରୀମାନେ ନୃତ୍ୟ ପ୍ରଦର୍ଶନ

ଓଡ଼ିଶା: ଆଜିର ଫଟୋ ( ୧୦ ଡିସେମ୍ବର, ୨୦୨୫ )

ବାରବାଟୀ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ବିଜୟ ହାସଲ କରିବାର ଗୋଟିଏ ଦିନ ପରେ, ଟିମ୍ ଇଣ୍ଡିଆ ଆଜି ଭୁବନେଶ୍ୱର ଛାଡିଛି      ...

ଓଡ଼ିଶା: ଆଜିର ଫଟୋ ( ୯ ଡିସେମ୍ବର, ୨୦୨୫ )

ଭାରତୀୟ କ୍ରିକେଟ ଦଳ ମହାପ୍ରଭୁଙ୍କ ଦର୍ଶନ କରି ଫେରୁଛନ୍ତି       ଜେ.ଏନ୍‌. ଇନଡୋର୍‌ ଷ୍ଟାଡିୟମ୍‌ରେ ଆରମ୍ଭ ହୋଇଥିବା ‘ଓଡିଶା ମାଷ୍ଟର୍ସ୍‌ BWF ଟୁର୍...

ଓଡ଼ିଶା: ଆଜିର ଫଟୋ (୮ ଡିସେମ୍ବର, ୨୦୨୫ )

ବାରବାଟୀ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକାର ଖେଳାଳି ମାନେ ଅଭ୍ୟାସ କରୁଛନ୍ତି

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri