ଶୁଣିଲାନି ପ୍ରଶାସନ, ବାଧ୍ୟହୋଇ ନାଳ ସଫା କଲେ ଦୋକାନୀ

ପାପଡ଼ାହାଣ୍ଡି, ୪ା୭(ଡି.ଏନ୍‌.ଏ.): ପ୍ରଶାସନ ପକ୍ଷରୁ ସଫା କରାଯାଉନି ନାଳ। ଫଳରେ ସାମାନ୍ୟ ବର୍ଷାରେ ମଧ୍ୟ ଡ୍ରେନ୍‌ ପାଣି ରାସ୍ତାରେ ଭାସିବା ସହ ଦୋକାନରେ ପଶିଯାଉଛି। ଶେଷରେ ବାଧ୍ୟହୋଇ ଦୋକାନୀମାନେ ନାଳ ସଫା କରିଛନ୍ତି। ଏପରି ଘଟଣା ନବରଙ୍ଗପୁର ଜିଲା ପାପଡାହାଣ୍ଡିରେ ଦେଖିବାକୁ ମିଳିଛି। ଶନିବାର ସକାଳୁ ପାପଡ଼ାହାଣ୍ଡିରେ ବର୍ଷା ହୋଇଥିଲା। ବର୍ଷା ଯୋଗୁ ଉମରକୋଟ ରାସ୍ତାର ବହୁ ଦୋକାନରେ ପାଣି ପଶିଯାଇଛି। ପାଣିରେ ଭିଜି ଦୋକାନର ବହୁ ଆସବାବ ପତ୍ର ନଷ୍ଟ ହୋଇଛି। ସ୍ଥାନୀୟ ଦୋକାନୀ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଏହାପରେ ସେମାନେ ନିଜେ ନାଳ ସଫା କରିଥିଲେ। ପ୍ରତ୍ୟେକ ବର୍ଷ ବର୍ଷା ହେଲେ ଏପରି ହଇରାଣ ହେଉଛୁ। ନାଳଗୁଡିକୁ ପ୍ରଶାସନ ସଫା କରୁନାହିଁ। ନାଳରେ କାଗଜ, ଜରି, ପଲିଥିନ ଆଦି ପଡି ପୋତି ହୋଇଯାଇଥିଲା। ଫଳରେ ଟିକିଏ ବର୍ଷା ହେଲେ ମଧ୍ୟ ନାଳପାଣି ଦୋକାନରେ ପଶିଯାଏ । ତେଣୁ ବାଧ୍ୟହୋଇ ନିଜେ ନାଳ ସଫା କରିଛୁ ବୋଲି ଦୋକାନୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବରଙ୍ଗପୁରରେ ନବୀନଙ୍କ ହାଇଭୋଲଟେଜ ପ୍ରଚାର

ନବରଙ୍ଗପୁର,୪।୫: ନବରଙ୍ଗପୁର ମାଝୀଗୁଡ଼ାରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାଇଭୋଲଟେଜ ପ୍ରଚାର। ଦକ୍ଷିଣ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ଦଳୀୟ ପ୍ରାର୍ଥୀଙ୍କ ଲାଗି ବ୍ୟାକ୍‌ ଟୁ...

ନବରଙ୍ଗପୁରରେ ମାରାଥନ ପ୍ରଚାର: ସଭାରେ ଲୋକଙ୍କୁ ପ୍ରଶ୍ନ ପଚାରିଲେ ପାଣ୍ଡିଆନ

ନବରଙ୍ଗପୁର,୪।୫: ଜୟପୁର ପରେ ନବରଙ୍ଗପୁରରେ ଜୋରଦାର ପ୍ରଚାର କରିଛନ୍ତି ଉଭୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନ । ଏଠାରେ ଆୟୋଜିତ ବିଶାଳ ଜନସଭାକୁ...

ବିଜେଡିରେ ଫାଟ: ପ୍ରଦୀପ-ରମେଶ ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଝରିଗାଁ,୧।୫(ସଦାଶିବ ପ୍ରହରାଜ/କିଶୋର ଚନ୍ଦ୍ର ମଣ୍ଡଳ):ନିର୍ବାଚନ ଯେତିକି ପାଖେଇ ଆସୁଛି, ଝରିଗାଁ ନିର୍ବାଚନମଣ୍ଡଳୀରେ ବିଜେଡି ଟେନ୍‌ସନ ସେତିକି ବଢ଼ିବାରେ ଲାଗିଛି। ବିଜେଡିରେ ଫାଟ ଥିବା ଅଭିଯୋଗ ହେଉଛି।...

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଅଟୋ ଉପରେ ଚଢିଗଲା ଟ୍ରକ: ୩ ଘଟଣାସ୍ଥଳରେ ମୃତ, ୯ ଗୁରୁତର ଆହତ

ରାଇଘର,୨୧/୪: ନବରଙ୍ଗପୁର ଜିଲା ରାଇଘର ଥାନା ଅନ୍ତର୍ଗତ ଜୋଡେଙ୍ଗା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଅଟୋ ଓ ଟ୍ରକ ମୁହମୁହି ଧକ୍କା ହେବା ଫଳରେ...

ମାଣ୍ଡିଆ କିଣାର ଭିଜିଲାନ୍ସ ତଦନ୍ତ ଦାବି କଲେ ଚାଷୀ

ନବରଙ୍ଗପୁର,୨୧।୪,(ସଦାଶିବ ପ୍ରହରାଜ)ନବରଙ୍ଗପୁରରେ କର୍ନାଟକରୁ ଆସିଥିବା ଏକ ମାଣ୍ଡିଆ ବୋଝେଇ ଗାଡ଼ି ଶୁକ୍ରବାର ଜବତ ହୋଇଛି। ଏହାପରେ ଜିଲାରେ ମିଲେଟ ମିଶନ କିପରି କାର୍ଯ୍ୟକାରୀ ହେଉଛି ତାହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri