ସାଇକେଲ କ୍ୟାରିଅରରୁ ମିଳିଲା ଅଖାରେ ଭର୍ତ୍ତି ହୋଇଥିବା ମୃତଦେହ

ଭବାନୀପାଟଣା,୪।୭(ସ୍ବ.ପ୍ର.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଚଞ୍ଚରାମୁଣ୍ଡା ଛକ ବିଜୁ ଏକ୍ସପ୍ରେସ ଓ୍ବେରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ସୋମବାର ଜବତ କରିଛି। ହେଲେ ବ୍ୟକ୍ତିଙ୍କ ପରିଚୟ ମିଳିପାରି ନାହିଁ।

ମିଳିଥିବା ସୂଚନା ମତାବକ, ସାଇକେଲ କ୍ୟାରିଅରରେ ଏକ ମୃତଦେହ ଥିବା ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ। ଥାନା ଅଧିକାରୀ ଯୁଗଳ ଶବର ପୋଲିସ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଥିଲେ। ଅନ୍ୟପକ୍ଷେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ହତ୍ୟା ପରେ ଅଖାରେ ପୁରାଇ ସାଇକେଲରେ ନେଉଥିବା ଜଣାପଡିଛି। ଏନେଇ ଗୋଲାମୁଣ୍ଡା ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଅଧିକ ତଦନ୍ତ ଚଳାଇଛି। ବର୍ତ୍ତମାନ ଜିଲା ସାଇଣ୍ଟିଫିକ ଟିମ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri