ଫିଲ୍ମ ‘କାଳୀ’ ପୋଷ୍ଟରକୁ ନେଇ ଚାଲିଥିବା ବିବାଦ ଉପରେ ତୃଣମୂଳ କଂଗ୍ରେସ (ଟିଏମ୍ସି) ଏମ୍ପି ମହୁଆ ମୋଇତ୍ରା ମଙ୍ଗଳବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ‘କାଳୀ ମୋ ପାଇଁ ମାଂସଖିଆ, ମଦ ଗ୍ରହଣ କରୁଥିବା ଦେବୀ। ଜଣେ କିପରି ନିଜ ଦେବୀଙ୍କୁ ନିଜ ଇଚ୍ଛାରେ ସ୍ବାଧୀନ ଭାବେ କଳ୍ପନା କରିପାରିବେ। ସିକିମ ଭଳି ଅନେକ ସ୍ଥାନ ରହିଛି ଯେଉଁଠି ଦେବଦେବୀଙ୍କ ପାଖରେ ମଦ ମଧ୍ୟ ଅର୍ପଣ କରାଯାଏ। ଯଦି ଉତ୍ତରପ୍ରଦେଶରେ କେହି ମଦ ଭୋଗ ଲଗାଏ ତେବେ ତାହାକୁ ଧର୍ମନିନ୍ଦା ବୋଲି ଧରାଯିବ’ ବୋଲି ଏକ ଜାତୀୟ ଗଣମାଧ୍ୟମରେ ପ୍ରସାରିତ ଏକ କାର୍ଯ୍ୟକ୍ରମରେ ଭାଗ ନେଇ ମହୁଆ କହିଛନ୍ତି।
ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’
ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...
କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….
ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...
ଫସିଗଲେ କପିଲ ଶର୍ମା: ମାମଲା ରୁଜୁ
ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...
ଶ୍ରୀମୟୀଙ୍କ ପୋଷ୍ଟକୁ ନେଇ କଡ଼ା କାଉଣ୍ଟର କଲେ ସ୍ନେହାଙ୍ଗିନୀ: ରାଜ୍ୟ ରାଜନୀତିରେ ହଇଚଇ
ଭୁବନେଶ୍ୱର,୨୩।୧୨: ଶଙ୍ଖ ଭବନରେ ମହିଳା ନେତ୍ରୀଙ୍କ ବୈଠକ ପରେ ବିଜେଡିରେ ସୁଜାତା ଏଣ୍ଟ୍ରି କଲେ କି ପ୍ରଶ୍ନରେ ଉତ୍ତର ରଖିଲେ ସ୍ନେହାଙ୍ଗିନୀଙ୍କ ଛୁରିଆ। ସେ କହିଛନ୍ତି,ନବୀନ...
ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ
ନୂଆ ବର୍ଷ ଆରମ୍ଭ ହେବାକୁ ଆଉ ମାତ୍ର ଅଳ୍ପ ଦିନ ବାକି ରହିଛି ଏନେଇ ବିଭିନ୍ନ ଜ୍ୟୋତିଷ ବିସାରଦ ବିଭିନ୍ନ ଗ୍ରହ ନକ୍ଷତ୍ରର ଚାଲିକୁ ଦେଖି ନୂଆ ବର୍ଷର ଭବିଷ୍ୟବାଣୀ କରିବା ଜାରି ରଖିଛନ୍ତି ଏହାରି ମଧ୍ୟରେ ଶନିଙ୍କ ଚାଲି ଯୋଗୁଁ ନୂଆ ବର୍ଷରେ ଉପୁଜିବାକୁ ଥିବା ବିପଦ ପ୍ରାୟ ସମସ୍ତ ରାଶିର ବ୍ୟକ୍ତି ବିସେଷଙ୍କ ଧ୍ୟାନ ଆକର୍ଷଣ କରିଛି । ଜ୍ୟୋତିଷ ଗଣନା ଅନୁସାରେ ୨୦୨୬ ମସିହାରେ ଶନିଙ୍କର କୈଣସି ଗୋଚର ଚାଲି ନାହିଁ । ଏଣୁ ୨୦୨୫ ଭଳି ୨୦୨୬ରେ ମଧ୍ୟ ମେଷ, କୁମ୍ଭ ଓ ମୀନ ରାଶିରେ ଶନିଙ୍କ ସାଢେ ସାତ ଚାଲି ଜାରି ରହିବ । ଏହି ସାଢେ ସାତ ଚାଲିର ପ୍ରଥମ ସୋପାନ ମେଷ ରାଶିରେ, ତୃତୀୟ ସୋପାନ କୁମ୍ଭ ରାଶିରେ ଓ ଦ୍ୱିତୀୟ ସୋପାନ ମୀନ ରାଶିରେ ସଂଗଠିତ ହେବାକୁ ଯାଉଛି । ମୀନ ରାଶିରେ ଶନିଦେବଙ୍କ ସାଢେ ସାତ ଚାଲିର ଦ୍ୱିତୀୟ ସୋପାନ ରହୁଥିବାରୁ ଏହି ରାଶିତ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରେ ଚାକିରି, ବ୍ୟବସାୟ ଓ କ୍ୟାରିୟର କ୍ଷେତ୍ରରେ ବଡ ବାଧା ଉପୁଜିବ । ବାରମ୍ୱାର ଅସପଳତା ଯୋଗୁଁ ମନ ସର୍ବଦା ନିରାଶ ରହିବ । ଏହାଛଡା ଆପଣ ମାନସିକ ଚାପ ଅନୁଭବ କରିପାରନ୍ତି । ସଫଳତା ପାଇଁ ଅପଣଙ୍କୁ ଅବଶ୍ୟକତାଠୁ ଢେର ଅଧିକ ପରିଶ୍ରମ କରିବାକୁ ପଡିବ । ଆର୍ଥିକ ମାମଲାରେ ଆପଣଙ୍କୁ ଅଧିକ କ୍ଷତି ସହିବାକୁ ପଡିବ । ଆପମଙ୍କ ଲାଭ ତଥା ଆୟ ତଲମୁହାଁ ହେବ । ଆପମଙ୍କର ଖର୍ଚ୍ଚ ବଢିବା ସହ ସଞ୍ଚୟର ପରିମାଣ କମିକମି ଯିବ । ଏହାଛଡା ଆପଣ ବିଭିନ୍ନ ସ୍ଥାନରେ କରିଥିବା ନିବେଶ ବୁଡିଯିବାର ଆଶଙ୍କା ମଧ୍ୟ ରହିଛି ।
ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…
ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...
ବୁଧଙ୍କ ବିରଳ ଗୋଚର; ବର୍ଷ ଶେଷରେ ମାଲାମାଲ ହୋଇଯିବେ ଏହି ରାଶି…
ଆସନ୍ତା ୨୯ ତାରିଖରେ ବୁଦ୍ଧିର ଦାତା ବୁଧ ଗୁରୁ ରାଶି ଧନୁରେ ପ୍ରବେଶ କରିବାକୁ ଯାଉଛନ୍ତି । ବୁଧଙ୍କ ଏହି ଗୋଚର ୨୦୨୫ ବର୍ଷ ଶେଷରେ...
ଯାଜପୁରରେ ରୁଦ୍ଧଦ୍ୱାର ବୈଠକ ପରେ ମୁହଁ ଖୋଲିଲେ ମୋକିମ୍: କହିଲେ…
ଯାଜପୁର,୨୩।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆରେ ବନ୍ଧୁମିଳନ ପରେ ପ୍ରତିକ୍ରିୟା ରଖିଲେ ମୋକିମ। କହିଲେ, କଂଗ୍ରେସରେ ଅନେକ ନେତା ଓ କର୍ମୀ...
Archives


