ଆତ୍ମହତ୍ୟା କଲେ ରଶ୍ମିରେଖାଙ୍କ ପୁରୁଷବନ୍ଧୁ ସନ୍ତୋଷ

ଭୁବନେଶ୍ୱର,୬।୭(ବ୍ୟୁରୋ): ବହୁ ଚର୍ଚ୍ଚିତ ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ମୃତ୍ୟୁ ମାମଲା ଉପରେ ପରଦା ଉଠି ନଥିବା ବେଳେ ତାଙ୍କ ପୁରୁଷବନ୍ଧୁ ସନ୍ତୋଷ ପାତ୍ର ଆତ୍ମହତ୍ୟା କରିଛନ୍ତି। ରାଉରକେଲା ବାସନ୍ତୀକଲୋନୀରେ ସନ୍ତୋଷ ଆତ୍ମହତ୍ୟା କରିଥିବା ଜଣାପଡିଛି। ହେଲେ ସେ କାହିଁକି ଆତ୍ମହତ୍ୟା କଲେ ତାହାର କାରଣ ଜଣାପଡ଼ିନାହିଁ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ସୂଚନାଯୋଗ୍ୟ, ଗତ ମାସ ୧୮ ତାରିଖରେ ଅଭିନେତ୍ରୀ ରଶ୍ମି ରେଖା ଆତ୍ମହତ୍ୟା କରିଥିଲେ। ନୟାପଲ୍ଲୀ ସ୍ଥିତ ଭଡା ଘରୁ ତାଙ୍କର ଝୁଲନ୍ତା ମୃତଦେହ ଜବତ ହୋଇଥିଲା। ତେବେ ତାଙ୍କ ମୃତ୍ୟୁ ଘଟଣାରେ ତାଙ୍କ ପୁରୁଷବନ୍ଧୁ ସନ୍ତୋଷଙ୍କୁ ପୋଲିସ ପଚରାଉଚରା କରିଥିଲା। ଦୁହେଁ ନୟାପଲ୍ଲୀ ଥାନା ଅଞ୍ଚଳରେ ସନ୍ତୋଷ ରଶ୍ମିରେଖ ସ୍ବାମୀ-ସ୍ତ୍ରୀ ପରିଚୟ ଦେଇ ରହୁଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

କୃଷି ବିଭାଗର ଚଢାଉ: ୧୭୭ ବସ୍ତା ନକଲି ସାର ଜବତ

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଗୋଡଫୁଲା ଗାଁ ନିକଟ ରାସ୍ତା କଡରେ ବେଆଇନ ଭାବରେ ନକଲି ରାସାୟନିକ ସାର ଓ ଔଷଧ ବିକ୍ରୟ କରାଯାଉଥିବା...

Gold Price Today : ୨୪ ଶହ ଟଙ୍କା ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ସୁନା ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ଡିସେମ୍ବର ୨୨ ତାରିଖରେ ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ...

ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ପଶୁବଳି

ବଲାଙ୍ଗିର,୨୩/୧୨ (ସୁନିଲ କୁମାର ମହାନ୍ତି): ଆଜି ପ୍ରସିଦ୍ଧ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା ଓ ସାନଖଳାରେ ପାରମ୍ପରିକ...

ଚଳନ୍ତା ଟ୍ରକକୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର

ପଟ୍ଟାଙ୍ଗି, ୨୩।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ପଡାଲଗୁଡା ଛକ ଉପରେ ଚଳନ୍ତା ଟ୍ରକକୁ ଅନ୍ୟ ଏକ ଟ୍ରକ ପଛ...

ଟ୍ରାକ୍ଟରକୁ ଧକ୍କାଦେଲା ପିକ୍‌ନିକ୍‌ ବସ୍, ୨୦ ଆହତ

ସୋନପୁର: କୁହୁଡି ପାଇଁ ଦୁର୍ଘଟଣା । ସକାଳୁ ସକାଳୁ ବିନିକାରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଏନ୍‌ଏଚ୍ ୧୨୬ (A)ରେ ପିକ୍‌ନିକ୍‌ ବସ୍...

ପାକିସ୍ତାନୀଙ୍କୁ ଔକାତ୍‌ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ, ରାଗିଗଲେ ନକ୍‌ଭି, ICC ନିକଟରେ କରିବେ ଅଭିଯୋଗ

ନୂଆଦିଲ୍ଲୀ,୨୩।୧୨: ପାକିସ୍ତାନ ୧୯ ବର୍ଷରୁ କମ୍‌ ଏସିଆ କପ ଫାଇନାଲରେ ଭାରତ ବିପକ୍ଷରେ ବିଜୟୀ ହୋଇଛି। ରବିବାର ମ୍ୟାଚ ସମୟରେ ଦଳର ପରାମର୍ଶଦାତା ସରଫରାଜ ଅହମ୍ମଦ...

ପୋଲିସ ଷ୍ଟେଶନକୁ ଚାଲି ଚାଲି ଗଲେ ମୃତକ, ଯାହାଙ୍କ ୬୧ ଦିନ ପୂର୍ବରୁ ହୋଇଥିଲା ଶେଷକୃତ୍ୟ, ସମ୍ପୂର୍ଣ୍ଣ ଖବର ଜାଣିଲେ…

ରାୟପୁର,୨୩।୧୨: ଛତିଶଗଡ଼ର ଜଶପୁର ଜିଲାରେ ପଞ୍ଜିକୃତ ଏକ ହତ୍ୟା ମାମଲା ପୋଲିସ ଷ୍ଟେଶନରେ ପହଞ୍ଚିବା ପରେ ସମ୍ପୂର୍ଣ୍ଣ ମୋଡ଼ ନେଇଥିଲା। ମୃତ ବୋଲି ଧରି ଦାହ...

ଶୀତ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବାଚସ୍ପତି, ଆଜି ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri