୩ ସ୍କୁଲରେ ଶୂନ ରେଜଲ୍ଟ,୧୧୭୦ରେ ସବୁ ପାସ୍‌

କଟକ ଅଫିସ,୬।୭: ବୁଧବାର ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷାଫଳ। ଚଳିତ ବର୍ଷ ୫ ଲକ୍ଷ ୨୬ ହଜାର ୮୧୮ ପିଲା ପରୀକ୍ଷା ଦେଇଥିବା ବେଳେ କୃତକାର୍ଯ୍ୟ ହୋଇଛନ୍ତି ୫,୧୭,୮୪୭। ତଦନୁଯାୟୀ ପାସ ହାର ୯୦.୫୫% ରହିଛି। ତେବେ ୩ ସ୍କୁଲରେ କୌଣସି ପିଲା ପାସ କରିନାହାନ୍ତି। ମାଲକାନଗିରିର ୨ ଏବଂ ଅନୁଗୋଳର ଗୋଟିଏ ସ୍କୁଲରେ ଶୂନ ରେଜଲ୍ଟ ହୋଇଛି।

ରାଜ୍ୟରେ ୧୧୭୦ ସ୍କୁଲର ସମସ୍ତ ପିଲା ପରୀକ୍ଷାରେ ପାସ କରିଛନ୍ତି। ହେଲେ ଶୂନ ରେଜଲ୍ଟ ହୋଇଥିବା ୩ଟି ସ୍କୁଲ ମଧ୍ୟରୁ ମାଲକାନଗିରିର ୨ଟି ସ୍କୁଲରେ ମୋଟ ୨ଟି ପିଲା ପଢୁଥିବା ବେଳେ ଅନୁଗୋଳର ଉକ୍ତ ସ୍କୁଲରେ ମଧ୍ୟ ୨ଜଣ ପିଲା ପଢୁଥିଲେ ବୋଲି ମନ୍ତ୍ରୀ କହିଛନ୍ତି।

ପ୍ରକାଶ ଯେ, ଯେଉଁ ଛାତ୍ରୀଛାତ୍ର ନିଜ ପରୀକ୍ଷାଫଳରେ ସନ୍ତୁଷ୍ଟ ନୁହନ୍ତି, ସେମାନେ ରି-ଚେକିଂ ଲାଗି ଆବେଦନ କରିପାରିବେ। ଜୁଲାଇ ୧୧ରୁ ୨୫ ପର୍ଯ୍ୟନ୍ତ ସେମାନେ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜୋରଦାର ହେବ ବାରବାଟୀ-କଟକ ନିର୍ବାଚନ ଲଢ଼େଇ

କଟକ, ୩ା୫(ଶିଳ୍ପା ପ୍ରିୟଦର୍ଶିନୀ):ନିର୍ବାଚନକୁ ମାତ୍ର ଅଳ୍ପଦିନ ବାକି ରହିଥିବାବେଳେ ସରଗରମ ହେବାରେ ଲାଗିଛି କଟକ ରାଜନୀତି। ଏପରି କି ସମସ୍ତ ନିର୍ବାଚନମଣ୍ଡଳୀ ଅପେକ୍ଷା ଏବେ ରୋଚକ...

ପ୍ରାର୍ଥତ୍ପତ୍ର ଦାଖଲ ନ କରି ଫେରିଗଲେ ନଳିନୀକାନ୍ତ

ଆଠମଲ୍ଲିକ, ୩ା୫(ଉଦୀପ୍ତ ପୁରୋହିତ)/ ଅନୁଗୋଳ (ଅମିତ କୁମାର ସାମଲ):ଅନୁଗୋଳ ଜିଲା ଆଠମଲ୍ଲିକ ବିଜେଡି ବିଧାୟକ ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ ଗୁରୁବାର ପ୍ରାର୍ଥିପତ୍ର ଦାଖଲ ପାଇଁ ବିରାଟ...

ଫେସ୍‌ବୁକ୍‌ରେ ପୁତନା ବଧ ଶେୟାର କରି ଜେଲ୍‌ ଗଲେ ଯୁବକ

ନୟାଗଡ଼,୩ା୫(ଲୋକନାଥ ମିଶ୍ର):ଫେସ୍‌ବୁକ୍‌ର ଆମ ପାଇଁ ବଡ଼ ଆମ ନୟାଗଡ଼ ଚ୍ୟାନେଲରେ ପୁତନା ବଧ ଫଟୋ ଶେୟାର କରି ନୟାଗଡ଼ ସଦର ଥାନା ହରିପୁର ଗଁାର ରମାକାନ୍ତ...

ନାମାଙ୍କନପତ୍ର ଦାଖଲ କଲେ ଦୀପାଳି

ଭୁବନେଶ୍ୱର,୩।୫: ଝାରସୁଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଶନିବାର ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସରବାହଲରୁ ବହୁ ସମର୍ଥକଙ୍କୁ ନେଇ ବିରାଟ...

ନାମାଙ୍କନପତ୍ର ଦାଖଲ କଲେ ନିପନ

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ନିପନ କୁମାର ଦାଶ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି ।...

ଶନିବାର ଓଡ଼ିଶା ଆସିବେ ଜୟଶଙ୍କର, ନଡ୍ଡା

ଭୁବନେଶ୍ୱର,୩।୫: ଶନିବାର ଓଡ଼ିଶା ଆସିବେ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର। ବୈଦେଶିକ ମନ୍ତ୍ରୀ ୪ ଓ ୫ ଦୁଇଦିନ ରହିବେ। ଭୁବନେଶ୍ୱର, କଟକ ଏବଂ ସମ୍ବଲପୁରରେ ଏକ...

କଂଗ୍ରେସ ପ୍ରାର୍ଥୀ ପ୍ରତିଭା ଭରିଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ପ୍ରତିଭା ମଞ୍ଜରୀ ନାୟକ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେ ନିଜ ସମର୍ଥନ,...

ସମ୍ପତ୍ତି ତାଲିକା ଦାଖଲ କଲେ ଅପରାଜିତା: ଜାଣନ୍ତୁ ସମ୍ପତ୍ତି କେତେ…

ଭୁବନେଶ୍ୱର,୩।୫: ଭୁବନେଶ୍ୱର ଭାଜପା ଏମ୍‌ପି ପ୍ରାର୍ଥୀ ଅପରାଜିତା ଷଢ଼ଙ୍ଗୀ ସମ୍ପତ୍ତି ତାଲିକାର ସତ୍ୟପାଠ ଦାଖଲ କରିଛନ୍ତି। ତାଙ୍କର ମୋଟ ୨ କୋଟି ୫ ଲକ୍ଷ ଟଙ୍କାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri