ନନ୍ଦିନୀ ଭୂମିକାରେ ନଜର ଆସିବେ ଐଶ୍ୱର୍ଯ୍ୟା

ମୁମ୍ବାଇ: ବଲିଉଡ ନାୟିକା ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ଅପକମିଂ ଫିଲ୍ମ ‘ପୋନିୟିନ ସେଲଭମ’ ପାର୍ଟ-୧’ ଏବେ ଖୁବ ଚର୍ଚ୍ଚାରେ । ମଣି ରତ୍ନମଙ୍କ ଅପକମିଂ ଫିଲ୍ମ ‘ପୋନିୟିନ ସେଲଭମ ପାର୍ଟ -୧’ରେ ଐଶ୍ୱର୍ଯ୍ୟା ରାୟଙ୍କ ଫାଷ୍ଟ ଲୁକ ସାମ୍ନାକୁ ଆସିଛି । ଫିଲ୍ମର ପୋଷ୍ଟରରେ ଐଶ୍ୱର୍ଯ୍ୟା ଖୁବ୍ ସୁନ୍ଦର ଲାଗୁଛନ୍ତି । ଏହି ପୋଷ୍ଟରକୁ ଦେଖି ଦର୍ଶକେ ଫିଲ୍ମ ଯୋଦ୍ଧା ଆକବରରେ ଯୋଦ୍ଧା ଚରିତ୍ରକୁ ମନେପକାଉଛନ୍ତି । କାରଣ ଏହି ପୋଷ୍ଟରରେ ଐଶ୍ୱର୍ଯ୍ୟାଙ୍କ ଲୁକ ବି ସେମିତି ରହିଛି ।
‘ପୋନିୟିନ ସେଲଭମ ପାର୍ଟ -୧’ରେ ଐଶ୍ୱର୍ଯ୍ୟା ରାଣୀ ନନ୍ଦିନୀ ଭୂମିକାରେ ନଜର ଆସିବେ । ପୋଷ୍ଟରରେ ଅଭିନେତ୍ରୀ ସିଲ୍କ ଶାଢି ସହ ଟ୍ରାଡିଶନାଲ ଲୁକରେ ନେକପିସ, ମାଙ୍ଗଟିକା, ବିନ୍ଦି ଲଗାଇଥିବା ଦେଖାଯାଇଛି । ଐଶ୍ୱର୍ଯ୍ୟା ଏଥିରେ ତାଙ୍କ କେଶ ଖୋଲା ରଖିଛନ୍ତି । ଏଥିରେ ସେ ଐଶ୍ୱର୍ଯ୍ୟା ନନ୍ଦିନୀ ଭୂମିକାରେ ନଜର ଆସିବେ । ସେ ପାଜୁଭୁରର ରାଣୀ । ଫିଲ୍ମର ପୋଷ୍ଟରକୁ ଲାୟକା ପ୍ରଡକଶନର ଅଫିସିଆଲ ଇନଷ୍ଟାଗ୍ରାମରେ ଶେୟାର କରାଯାଇଛି । ମଣିରତ୍ନମଙ୍କ ଏହି ଫିଲ୍ମ ଚଳିତ ବର୍ଷ ୩୦ ସେପ୍ଟେମ୍ବରରେ ରିଲିଜ ହେବ । ଫିଲ୍ମକୁ ତାମିଲ, ତେଲଗୁ, ମାଲୟଲମ, କନ୍ନଡ ଓ ହିନ୍ଦି ଭାଷାରେ ରିଲିଜ୍ କରାଯିବ । ଐଶ୍ୱର୍ଯ୍ୟା ରାୟ ଶେଷ ଥର ପାଇଁ ୨୦୧୮ରେ ‘ଫନ୍ନେ ଖାଁ’ରେ ନଜର ଆସିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri