୫ ଲକ୍ଷ ମୂଲ୍ୟର ବ୍ରାଉନ୍‌ସୁଗାର ଜବତ, ମହିଳା ଗିରଫ

ଢେଙ୍କାନାଳ ଅଫିସ,୬।୭: ରାଜ୍ୟ ଅବକାରୀ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ଅବକାରୀ ବିଭାଗ ଫ୍ଲାାଇଙ୍ଗ୍‌ ସ୍କାର୍ଡ ଟିମ୍‌ ବୁଧବାର ଢେଙ୍କାନାଳ ବାଜି ଚୌକ ହାଉସିଂ ବୋର୍ଡ କଲୋନୀରେ ଚଢ଼ାଉ କରି ୪୩ ଗ୍ରାମ ବ୍ରାଉନ ସୁଗାର ଜବତ କରିଛି। ଏହି ଘଟଣାରେ ଭକ୍ତ ଅଞ୍ଚଳର ବଦାନି ନାୟକ ନାମକ ଜଣେ ମହିଳାଙ୍କୁ ଗିରଫ କରାଯାଇଛି। ଜବତ ବ୍ରାଉନ ସୁଗାରର ମୂଲ୍ୟ ୫ ଲକ୍ଷ ଟଙ୍କା ହେବ ବୋଲି ଅବକାରି ବିଭାଗ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଜାଲ୍‌ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ

ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ କରିଛି। ଜାଲ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri