ଆଜି ରାଜ୍ୟରେ ୪୨୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୭।୭: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୫୧ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣ ୧୭୭ ରହିଛି। ସେହିପରି ୦-୧୮ ବର୍ଷ ମଧ୍ୟରେ ୫୬ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୧ ହଜାର ୯୪୬ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

କାମ ଦେଲାନି ଚାପି, ସମୀର ଦାସ ନିରାଶ

ଭୁବନେଶ୍ୱର,୨ା୫: ନିରାଶ ହେଲେ ସମୀର, ଶେଷ ପର୍ଯ୍ୟାୟ ଟିକେଟ ଘୋଷଣା ପରେ ମଧ୍ୟ ବଦଳିଲାଣି ଭାଗ୍ୟ। ଯେତେ କୌଶଳ ଆପଣାଇ ଚାପ ପଳେଇଲେ ମଧ୍ୟ ବିଜେଡି...

ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଅଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ...

ଦେବଗଡ଼ ପ୍ରାର୍ଥୀ ବଦଳାଇଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌…

ଭୁବନେଶ୍ୱର,୨।୫: ଦେବଗଡ଼ ବିଧାନସଭା ନିର୍ବାଚନ ଲାଗି ପ୍ରାର୍ଥୀ ବଦଳାଇଛି ବିଜୁ ଜନତା ଦଳ(ବିଜେଡି)। ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ଦଳ ପ୍ରାର୍ଥୀ କରିଛି। ସେ ଅରୁନ୍ଧତୀ ଦେବୀଙ୍କ...

କୋରେଇରୁ ଲଢ଼ିବେ ବବିଙ୍କ ମା’ ସନ୍ଧ୍ୟାରାଣୀ ଦାସ

ଭୁବନେଶ୍ୱର,୨।୫: ବିଜେଡି ପକ୍ଷରୁ ଏହାର ଶେଷ ତିନି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ...

୩ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ତା’ର ବାକି ଥିବା ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରେ...

ନାମାଙ୍କନପତ୍ର ଦାଖଲ କଲେ ଅପରାଜିତା

ଖୋର୍ଦ୍ଧା,୨ା୫: ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଗୁରୁବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ହଜାର ହଜାର ସମର୍ଥକଙ୍କ ସହ ଆସି ଖୋର୍ଦ୍ଧା...

ନାମାଙ୍କନ ଦାଖଲ ବେଳେ ଅପରାଜିତା-ମନ୍ମଥଙ୍କ ସମର୍ଥକ ମୁହାଁମୁହିଁ

ଖୋର୍ଦ୍ଧା,୨ା୫: ଗୁରୁବାର ନାମାଙ୍କନପତ୍ର ଦାଖଲ ବେଳେ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ମୁହାଁମୁହିଁ ହୋଇଛନ୍ତି ଏମ୍‌ପି ତଥା ଭାଜପା ଲୋକ ସଭା ପ୍ରାର୍ଥିନୀ ଅପରାଜିତା ଷଡ଼ଙ୍ଗୀ ଏବଂ...

ପୁଣି ଏକ ମାଈ ହାତୀର ଜୀବନ ଗଲା

କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ବସନ୍ତପୁର ଗ୍ରାମ ନିକଟରେ ଗୁରୁବାର ଏକ ହାତୀର ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ପ୍ରସବ ବେଦନା ଯୋଗୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri