ହବିବନଗର ବେଆଇନ କରତକଳ ଉପରେ ଚଢ଼ାଉ, ୩ ଲକ୍ଷରୁ ଉର୍ଦ୍ଧ୍ବ କାଠ…

ଧାମନଗର,୨୦।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଏନଏସି ଅଧିନ ହବିବନଗର ଠାରେ ଦୀର୍ଘ ଦିନ ଧରି ଚାଲି ଆସୁଥିବା ବେଆଇନ କରତକଳ ଉପରେ ସୋମବାର ଧାମନଗର ବନ ବିଭାଗ ଚଢ଼ାଉ କରି କାଠ ଓ ଯନ୍ତ୍ରାଂଶ ଜବତ…

ଦଳର ହିତ ପାଇଁ ବଡ଼ ନିଷ୍ପତ୍ତି ନେଲେ ନୀତୀଶ କୁମାର, ଶୁଣିଲେ ଖୁସି ହେବେ ଜେଡିୟୁ କର୍ମୀ

ନୂଆଦିଲ୍ଲୀ,୨୦।୪: ରାଜଧାନୀ ପାଟନାର ଏକ ଆନେ ମାର୍ଗରେ ସୋମବାର ଜେଡିୟୁ ବିଧାନସଭାର ବୈଠକ ବସିଥିଲା। ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଦଳ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦଳର ମୁଖ୍ୟ ମୁଖପାତ୍ର ନୀରଜ…

ଅବସର ନେବାକୁ ନେଇ ମୁହଁ ଖୋଲିଲେ ରିଜ୍‌ଓ୍ୱାନ

କରାଚୀ,୨୦ା୪: ପାକିସ୍ତାନ ସିନିୟର ଉଇକେଟ୍‌କିପର ବ୍ୟାଟର ମହମ୍ମଦ ରିଜ୍‌ଓ୍ୱାନ କହିଛନ୍ତି, ବର୍ତ୍ତମାନ ଯଦିଓ ସେ ଫର୍ମ ଫେରିପାଇବାକୁ ସଂଘର୍ଷ ଚଳାଇଛନ୍ତି, ନିକଟରେ ଟି୨୦ କ୍ରିକେଟରୁ ତାଙ୍କର ଅବସର ନେବାର କୌଣସି ଅଭିପ୍ରାୟ ନାହିଁ। ସେ…

ବଡ଼ ଧରଣର ଭୂକମ୍ପ ଝଟକା; ଘରୁ ବାହାରି ଆସିଲେ ଲୋକେ, ସୁନାମି ଚେତାବନୀ ଜାରି

ଟୋକିଓ,୨୦।୪: ଜାପାନରେ ପୁଣି ଥରେ ଏକ ଭୟଙ୍କର ଭୂମିକମ୍ପ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ରିପୋର୍ଟ ଅନୁଯାୟୀ, ଉତ୍ତର ଜାପାନର ଉପକୂଳରେ ଏହି ଭୂମିକମ୍ପ ଘଟିଛି…

ଗଞ୍ଜାମର ପ୍ରସିଦ୍ଧ ଚନ୍ଦନ ଯାତ୍ରା: ଉଠୁଛି ପଡୁଛି ସହର, ୨୧ ଦିନ ଧରି…

ଗଞ୍ଜାମ,୨୦ା୪(ବିଦ୍ୟାଧର ସାହୁ): ଦୀର୍ଘ ୨୧ଦିନ ଧରି ଭକ୍ତି, ପରମ୍ପରା ଓ ଆନନ୍ଦର ରଙ୍ଗରେ ରଙ୍ଗିତ ହେବ ଗଞ୍ଜାମ ସହର।  ସୋମବାର ଅକ୍ଷୟ ତୃତୀୟାରୁ ଆରମ୍ଭ ହୋଇଛି ଗଞ୍ଜାମ ପ୍ରସିଦ୍ଧ ଚନ୍ଦନ ଯାତ୍ରା। ଏଥିପାଇଁ ଚଳ…

ଗୋଟିଏ ପଟେ ଯୁଦ୍ଧକୁ ନେଇ ଆମେରିକା ଶାନ୍ତି ଆଲୋଚନା କରୁଥିବା ବେଳେ, ଅନ୍ୟପଟେ ଗୋଟିଏ ଟେବୁଲରେ ବସିବାକୁ ପ୍ରସ୍ତୁତ ଭାରତ-ଆମେରିକା

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ମଧ୍ୟରେ, ଭାରତ ଏବଂ ଆମେରିକା ସୋମବାର (ଏପ୍ରିଲ ୨୦) ୱାଶିଂଟନରେ ଏକ ନୂତନ ପର୍ଯ୍ୟାୟ ବାଣିଜ୍ୟ ଆଲୋଚନା ଆରମ୍ଭ କରିବାକୁ ଯାଉଛନ୍ତି। ଏପ୍ରିଲ ୨୦ ରୁ ୨୨ ପର୍ଯ୍ୟନ୍ତ…

ମୋଦି ଯିବା ପୂର୍ବରୁ ସବୁ ଜଳିପୋଡ଼ି ହୋଇଗଲା ପାଉଁଶ: ଗୋଟିଏ ଦିନ ପରେ କରିଥାନ୍ତେ…

ଜୟପୁର,୨୦।୪: ରାଜସ୍ଥାନର ବାଡ଼ମେରର ବାଲୋତ୍ରା ରିଫାଇନାରୀରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। CDU ୟୁନିଟରେ ଅଗ୍ନିକାଣ୍ଡ ଘଟିଥିଲା। ନିଆଁ ଲିଭାଇବା ପାଇଁ ବହୁ ସଂଖ୍ୟକ ଦମକଳ ଗାଡ଼ି ନିୟୋଜିତ ଅଛନ୍ତି। କାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରିଫାଇନାରୀ ଉଦଘାଟନ କରିବାର କାର୍ଯ୍ୟକ୍ରମ…

ଏହି ଯୁବତୀଙ୍କ ଆଗରେ ମୁଣ୍ଡ ନୁଆଁଇଲେ ଭ୍ଲାଦିମିର ପୁଟିନ: ବିଶ୍ୱରେ ପଡ଼ିଗଲା ଚହଳ

ମସ୍କୋ,୨୦।୪:ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରୁଷିଆରେ ତାଙ୍କ ବିରୋଧୀ ଏବଂ ସମାଲୋଚକମାନଙ୍କୁ ଆଗକୁ ବଢିବାକୁ ହେବାକୁ ଦିଅନ୍ତି ନାହିଁ। ପୁଟିନଙ୍କ ବିରୋଧରେ କହୁଥିବା ରାଜନେତା ଏବଂ ସାଧାରଣ ନାଗରିକମାନଙ୍କୁ ହତ୍ୟା କରାଯାଏ କିମ୍ବା ଅଦୃଶ୍ୟ କରିଦିଆଯାଏ। ତାଲିକାରେ ଆଲେକ୍ସି ନାଭାଲନି, ବୋରିସ ନେମତ୍ସୋଭ…

ହର୍ମୁଜରେ ଜାହାଜ ଉପରେ ଗୁଳିମାଡ଼ ଘଟଣା, ଆଡଭାଇଜରୀ ଜାରି କଲା ଭାରତ

ନୂଆଦିଲ୍ଲୀ,୨୦।୪: ୧୮ ଏପ୍ରିଲରେ ହର୍ମୁଜ୍ ପ୍ରଣାଳୀରେ ଦୁଇଟି ଭାରତୀୟ ଜାହାଜ ଉପରେ ଗୁଳିଚାଳନା ଘଟଣା ପରେ, ଭାରତୀୟ ନୌସେନା ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଛି । ଭାରତୀୟ ନୌସେନା ପାରସ୍ୟ ଉପସାଗରରେ କାର୍ଯ୍ୟରତ ଭାରତୀୟ ପତାକାଧାରୀ ଜାହାଜମାନଙ୍କ ପାଇଁ ଏକ ନୂତନ…

ବନ୍ଧୁ ନୁହେଁ

ଇରାନ୍‌ର ହର୍ମୁଜ ଜଳପଥ ଖୋଲାଯିବାର ଦିନକ ପରେ ପୁଣି ଏହାକୁ ବନ୍ଦ କରିଦିଆଗଲା। ଏପରିକି ଭାରତର ଦୁଇଟି ଜାହାଜ ଉପରେ ଇରାନ୍‌ ନୌସେନାର ଗୁଳିବର୍ଷଣ ଭାରତ ସରକାରଙ୍କୁ ଏକ ଝଟକା ଭାବେ ଲାଗିବା କଥା। ଦେଶ ଭିତରେ ଗଣମାଧ୍ୟମ ଦ୍ୱାରା ଅସତ୍ୟ…

ଆୟାତୋଲ୍ଲା ଖାମେନେଇଙ୍କୁ ଏଯାଏ କବର ଦିଆଯାଇନାହିଁ

ବିରୁଧୁନଗର,୨୦ା୪: ଗତ ଫେବୃଆରୀ ୨୮ରେ ଆମେରିକା ଏବଂ ଇସ୍ରାଏଲୀ ସେନାର ମିଳିତ ଆକ୍ରମଣରେ ଇରାନର ତତ୍କାଳୀନ ସୁପ୍ରିମ ଲିଡର ୮୬ ବର୍ଷୀୟ ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ଘଟିଥିଲା। ଇତିମଧ୍ୟରେ ଦେଢ଼ ମାସରୁ ଊର୍ଦ୍ଧ୍ୱ ସମୟ ବିତିଥିଲେ ମଧ୍ୟ ମୃତ ସୁପ୍ରିମ…

ହର୍ମୁଜ୍‌ରେ ଅଚଳାବସ୍ଥା, ପାକ୍‌ରେ ଶାନ୍ତି ପ୍ରସ୍ତୁତି

ଦୁବାଇ/ଓ୍ବାଶିଂଟନ୍‌/ଇସ୍‌ଲାମାବାଦ,୨୦ା୪(ଏ.ପି./ରଏଟର୍ସ): ଆମେରିକା-ଇରାନ୍‌ ଅସ୍ତ୍ରବିରତି ଅବଧି ଶେଷ ହେବାକୁ ବସିଲାଣି। ତେଣୁ ଇସ୍‌ଲାମାବାଦରେ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା ପାଇଁ ପାକିସ୍ତାନ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଆଲୋଚନା କେବେ ହେବ ସେନେଇ କୌଣସି ଆନୁଷ୍ଠାନିକ ଘୋଷଣା କରାଯାଇ ନ ଥିଲେ ମଧ୍ୟ ଦୁଇପକ୍ଷ…

ଡିଲ୍‌ ନ କଲେ ପାଓ୍ବାର ପ୍ଲାଣ୍ଟ ଉଡ଼ାଇଦେବୁ: ଟ୍ରମ୍ପ୍‌

ଓ୍ବାଶିଂଟନ୍‌/ ଇସ୍‌ଲାମାବାଦ,୨୦ା୪ (ଏ.ପି./ରଏଟର୍ସ): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ପ୍ରତିନିଧିମାନେ ଇରାନ୍‌ ସହ ଶାନ୍ତି ଆଲୋଚନାରେ ଯୋଗଦେବା ପାଇଁ ସୋମବାର ଇସ୍‌ଲାମାବାଦ ଯିବେ। ସେମାନେ ସନ୍ଧ୍ୟା ସୁଦ୍ଧା ପହଞ୍ଚିବେ ବୋଲି ଟ୍ରମ୍ପ୍‌ ଟ୍ରୁଥ୍‌ ସୋସିଆଲରେ ସୂଚନା ଦେଇଛନ୍ତି। ତେବେ ଏଥର ଯେପରି…

ଆମେରିକାର ଲୁଇସିଆନାରେ ହୃଦୟ ବିଦାରକ ଘଟଣା, ୮ ଛୁଆଙ୍କୁ ହତ୍ୟା

ଓ୍ବାଶିଂଟନ,୧୯ା୪: ଆମେରିକାର ଲୁଇସିଆନାରେ ଘରୋଇ ହିଂସା ସହିତ ଜଡିତ ଏକ ଭୟଙ୍କର ଗୁଳିକାଣ୍ଡ ଘଟଣାରେ ଅତି କମରେ ଆଠ ଜଣ ପିଲାଙ୍କ ମୃତ୍ୟୁ ହୋଇଛି । ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ଘଟଣାଟି ତିନୋଟି ପୃଥକ ସ୍ଥାନରେ ଘଟିଛି । ପୋଲିସ କହିଛି…

ପୁଣି ପାକିସ୍ତାନରେ ପହଞ୍ଚିଲା ଆମେରିକାର ବିମାନ, ଇସଲାମାବାଦରେ ହଲଚଲ୍

ଆମେରିକା ଏବଂ ଇରାନ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହାରି ଭିତରେ ଆମେରିକୀୟ ସାମରିକ ବିମାନ ପାକିସ୍ତାନରେ ପହଞ୍ଚିଛି। ଏହି ବିମାନଗୁଡ଼ିକ ରାୱଲପିଣ୍ଡିର ନୁର ଖାନ ଏୟାରବେସରେ ଅବତରଣ କରିଛି; ଏମାନଙ୍କ ସଂଖ୍ୟା ଚାରି…

ଟ୍ରମ୍ପଙ୍କ କଡ଼ା ଚେତାବନୀ, ଇରାନକୁ ଶେଷ କରିବାର ସମୟ ଆସିଯାଇଛି….

ଓ୍ବାଶିଂଟନ,୧୯ା୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦିନ ଇରାନକୁ ସମ୍ପୂର୍ଣ୍ଣ ଭାବରେ ନିଶ୍ଚିହ୍ନ କରିଦେବା ପାଇଁ ଧମକ ଦେଇଥିଲେ । ଟ୍ରମ୍ପ କହିଥିଲେ ଯେ ଇରାନ ପ୍ରତି ଆଉ କୌଣସି ଅନୁକମ୍ପା ଦେଖାଯିବ ନାହିଁ। ସେମାନେ ଶୀଘ୍ର ଏବଂ ସହଜରେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଏପ୍ରିଲ, ୨୦୨୬ )

View
Odisha: Today’s pics April 9, 2026

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri