ମାନସ ସ୍ବାଇଁ ହତ୍ୟା ଘଟଣା: ୮ ଅଭିଯୁକ୍ତଙ୍କ ନାଁରେ ଚାର୍ଜସିଟ ଦାଖଲ

ଚାନ୍ଦବାଲି ୯।୭(ଡି.ଏନ୍‌.ଏ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ଚାନ୍ଦବାଲି ଜେଏମ୍‌ଏଫ୍‌ସି କୋର୍ଟରେ ୮ ଜଣ ଅଭିଯୁକ୍ତଙ୍କ ନାଁରେ ଚାର୍ଜସିଟ ଦାଖଲ ହୋଇଛି । ସେଥିରେ ୩୪ ଜଣ ସାକ୍ଷୀ ରହିଛନ୍ତି । ଏହି ସାକ୍ଷୀଙ୍କ ମଧ୍ୟରେ ଜଣେ ନାବାଳକ ଥିବା ଜଣାପଡ଼ିଛି। ତେବେ କ୍ରାଇମବ୍ରାଞ୍ଚ ଡିଏସପିଙ୍କ ନେତୃତ୍ୱରେ ୪ ଜଣିଆ ଟିମ ଚାନ୍ଦବାଲି କୋର୍ଟରେ ଚାର୍ଜସିଟ ଦାଖଲ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲାର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ...

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri