Odisha Elections 2024
Posted inଖେଳ

ଇନ୍‌ଷ୍ଟାଗ୍ରାମରୁ ଚେନ୍ନାଇ ସୁପର କିଙ୍ଗ୍ସର ଫଟୋ ହଟାଇଲେ ଜାଡେଜା

ମୁମ୍ବାଇ ୯।୭ : ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ନିଜ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରୁ ଚେନ୍ନାଇ ସୁପର କିଙ୍ଗ୍ସ ଆଇପିଏଲ୍‌ ୨୦୨୧-୨୦୨୨ର ସମସ୍ତ ପୋଷ୍ଟକୁ ହଟେଇ ଦେଇଛନ୍ତି। ଯାହାକୁ ନେଇ ଜାଡେଜା ଚେନ୍ନାଇ ଛାଡିବା ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ସୋସିଆଲ ମିଡିଆରେ ବର୍ତ୍ତମାନ ଏହି ବାର୍ତ୍ତା ଭାଇରାଲ ହେବାରେ ଲାଗିଛି।

ମିଳିଥିବା ସୂଚନା ମୁତାବକ, ଆଇପିଏଲ୍‌ ୨୦୨୨ରେ ଜାଡେଜାଙ୍କୁ ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ କରାଯାଇଥିଲା। ହେଲେ ତାଙ୍କ ନେତୃତ୍ୱରେ ଦଳ ନୈରାଶ୍ୟଜନକ ପ୍ରଦର୍ଶନ କରିଥିଲା। ତାଙ୍କ ନେତୃତ୍ୱରେ ଦଳ ୮ ମ୍ୟାଚ୍‌ରୁ ୬ଟି ମ୍ୟାଚରେ ପରାଜୟ ସ୍ବୀକାର କରିଥିଲା। ପରେ ଜାଡେଜା ଅଧିନାୟକ ପଦ ଛାଡିଥିଲେ । ପରବର୍ତ୍ତୀ ସମୟରେ ଧୋନିି ଅଧିନାୟକ ମଙ୍ଗ ଧରିଥିଲେ। ଦଳର ଖରାପ ପ୍ରଦର୍ଶନ ଲାଗି ଚଳିତ ସିଜନ୍‌ରେ ଚେନ୍ନାଇ ପ୍ଲେଅଫ୍‌ରେ ପହଞ୍ଚି ପାରି ନ ଥିଲା।

ଅନ୍ୟପକ୍ଷେ ଆହତ ସମସ୍ୟା ଲାଗି ଆଇପିଏଲ ୨୦୨୨ର ବାକି ମ୍ୟାଚରୁ ବାଦ୍‌ ପଡିଥିଲେ ଜାଡେଜା। ବର୍ତ୍ତମାନ ଜାଡେଜା ଇନ୍‌ଷ୍ଟାଗ୍ରାମ୍‌ରୁ ଫଟୋ ହଠାଇବା ନିଷ୍ପତ୍ତି, ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏପରିକି ଆଗାମୀ ଦିନରେ ଜାଡେଜା ଚେନ୍ନାଇ ସହିତ ସମ୍ପର୍କ ଛିନ୍ନ କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ତୁମକୁ ଫାଇନାଲ୍‌ ଜିତିବାକୁ ପଡ଼ିବ…କୋହଲିଙ୍କୁ ଧୋନୀଙ୍କ ମେସେଜ୍‌

ନୂଆଦିଲ୍ଲୀ,୨୧।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମେ ୧୮ରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରି ପ୍ଲେ ଅଫରେ ସ୍ଥାନ ହାସଲ କରିଛି । ପ୍ଲେ ଅଫରେ...

ମୁଁ କାହାର ପାଦ ଛୁଏଁ ନାହିଁ, ସେଥିପାଇଁ ମୋତେ….କାହିଁକି ଏମିତି କହିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୨୧।୫: ପୂର୍ବତନ ଭାରତୀୟ କ୍ରିକେଟର ଗୌତମ ଗମ୍ଭୀର ତାଙ୍କର ତାଙ୍କ ବିବୃତ୍ତି ପାଇଁ ପ୍ରାୟତ ଚର୍ଚ୍ଚାରେ ଥାନ୍ତି। ନିକଟରେ ଟିମ ଇଣ୍ଡିଆର ଅଫ ସ୍ପିନର ରବି...

୪୦୦ ମିଟରରେ ଦୀପ୍ତିଙ୍କ ବିଶ୍ୱରେକର୍ଡ

କୋବ୍‌ (ଜାପାନ), ୨୧ା୫ (ପି.ଟି.): ଭାରତର ଦୀପ୍ତି ଜୀବନଜୀ ଏଠାରେ ଚାଲିଥିବା ବିଶ୍ୱ ପାରା ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ ମହିଳା ୪୦୦ମିଟର ଟି୨୦ କାଟେଗୋରିରେ ବିଶ୍ୱ ରେକର୍ଡ...

୧୫ତମ ଷ୍ଟେଜ୍‌ରେ ପୋଗାକାର ବିଜୟୀ

ରୋମ୍‌, ୨୧।୫: ଟାଡେଜ ପୋଗାକାର (ସ୍ଲୋଭାକିଆ/ ୟୁଏଇ ଟିମ୍‌ ଏମିରେଟ୍ସ) ଗିରୋ ଡି’ ଇଟାଲିଆ ସାଇକେଲ ରେସ୍‌ର ୧୫ତମ ଷ୍ଟେଜ୍‌ ଜିତିଛନ୍ତି। ସେ ୬ ଘଣ୍ଟା...

ଟିକେଟ୍‌ ବିକ୍ରି ବୃଦ୍ଧି ପାଇଁ କ୍ୟାମ୍ପେନ୍‌

ପ୍ୟାରିସ୍‌,୨୧ା୫(ପି.ଟି): ପ୍ୟାରିସ୍‌ ପାରାଲିମ୍ପିକ୍ସକୁ ଆଉ ୧୦୦ ଦିନ ବାକି ରହିଛି। ଅଗଷ୍ଟ ୨୮ରୁ ସେପ୍ଟେମ୍ବର ୮ ତାରିଖ ଯାଏ ଏହି ମେଗା ଇଭେଣ୍ଟ ଅନୁଷ୍ଠିତ ହେବ।...

ପାରାମାଉଣ୍ଟ ‘ଏ’ ଫାଇନାଲରେ

ଭୁବନେଶ୍ୱର, ୨୧ା୫ (ବିଜୟ ରଣା): ସ୍ଥାନୀୟ ପାରାମାଉଣ୍ଟ ସ୍ପୋର୍ଟିଙ୍ଗ୍ସ ଆନୁକୂଲ୍ୟରେ ଅରବିନ୍ଦମେମୋରିଆଲ ପାରାମାଉଣ୍ଟ କପ୍‌ କ୍ରିକେଟ ଟୁର୍ନାମେଣ୍ଟରେ ପ୍ରଥମ ଦଳ ଭାବେ ଫାଇନାଲରେ ପ୍ରବେଶ କରିଛି...

ନର୍ଥଇଷ୍ଟରେ ୬ ଇନ୍‌ଡୋର କ୍ରିକେଟ ଏକାଡେମୀ

ନୂଆଦିଲ୍ଳୀ,୨୧ା୫(ପି.ଟି): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ପକ୍ଷରୁ ନର୍ଥ ଇଷ୍ଟ ରାଜ୍ୟଗୁଡିକରେ ୬ଟି ଇନ୍‌ଡୋର କ୍ରିକେଟ ଏକାଡେମୀ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହି...

ଆଇପିଏଲ ଫାଇନାଲ ମ୍ୟାଚ ପାଇଁ ଟିକେଟ୍‌ ବିକ୍ରି ଆରମ୍ଭ: ଜାଣନ୍ତୁ ସବୁଠାରୁ ଶସ୍ତା ଟିକେଟ୍‌ର ଦାମ୍‌…

ନୂଆଦିଲ୍ଲୀ,୨୦।୫: ଆଇପିଏଲ ୨୦୨୪ର ପ୍ଲେ ଅଫ ପର୍ଯ୍ୟାୟ ୨୧ ମେ’ରୁ ଆରମ୍ଭ ହେଉଛି। ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ୍‌ ), କୋଲକାତା ନାଇଟ ରାଇଡର୍ସ (କେକେଆର୍‌), ରାଜସ୍ଥାନ ରୟାଲ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri