Posted inଜାତୀୟ

ସମର୍ଥକ ମୁହାଁମୁହିଁ

ଚେନ୍ନାଇ, ୧୨ା୭: ଏଆଇଏଡିଏମ୍‌କେ ସାଧାରଣ ପରିଷଦ ବୈଠକରେ ଦଳର ସାଧାରଣ ସମ୍ପାଦକ ନିଯୁକ୍ତ ହେବା ପରେ ପାଲାନିସ୍ବାମୀ ଓପିଏସ୍‌ଙ୍କୁ ଟାର୍ଗେଟ କରିଥିଲେ। ଇପିଏସ୍‌ କହିଥିଲେ, ପନିରସେଲଭମ୍‌ ସର୍ବଦା ଦଳ ପାଇଁ ତ୍ୟାଗ କରିଥିବା ପ୍ରଚାର କରୁଛନ୍ତି। କିନ୍ତୁ ସେ କ’ଣ କରିଛନ୍ତି। ପାର୍ଟି ପାଇଁ ଆମେ ହିଁ ବଳିଦାନ ଦେଇଛୁ ବୋଲି ଇପିଏସ୍‌ କହିଥିଲେ। ପାଲାନିସ୍ବାମୀଙ୍କ ଏହି ମନ୍ତବ୍ୟକୁ ନେଇ ଦୁଇ ନେତାଙ୍କ ସମର୍ଥକ ମୁହାଁମୁହିଁ ହୋଇଥିଲେ। ରୋୟାପେଟ୍ଟା ସ୍ଥିତ ଦଳୀୟ କାର୍ଯ୍ୟାଳୟ ମଧ୍ୟକୁ ପଶି ସେମାନେ ଭଙ୍ଗାରୁଜା କରିବା ସହ ପରସ୍ପର ଉପରକୁ ଚେୟାର, ଢେଲାମାଡ଼ କରିଥିଲେ। ଏଥିରେ ଓପିଏସ୍‌ଙ୍କ ସମର୍ଥକ ତଥା କୋଲଥପୁର ଜିଲା ସମ୍ପାଦକ କ୍ରିଷ୍ଣାମୂର୍ତ୍ତିଙ୍କ ସମେତ ଅନେକ ଆହତ ହୋଇଛନ୍ତି। ଉଭୟଙ୍କ ସମର୍ଥକ ସେଠାରେ ପୋଷ୍ଟର, ବ୍ୟାନର ଆଦି ଚିରିବା ସହ ସେଥିରେ ନିଆଁ ଲଗାଇ ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିଥିଲା। ଆଇନଶୃଙ୍ଖଳା ଦୃଷ୍ଟିରୁ ସ୍ଥାନୀୟ ପ୍ରଶାସନ ଏଆଇଏଡିଏମ୍‌କେ ମୁଖ୍ୟାଳୟକୁ ସିଲ୍‌ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri