ଆଜିଠୁ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଆଜିଠୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ବସିବ । ଗୃହରେ ୧୦ ଟି ଷ୍ଟାଣ୍ଡିଂ କମିଟି ରିପୋର୍ଟ ଉପସ୍ଥାପନ ହେବ। ୧୪ରୁ ୨୯ ତାରିଖ ଭିତରେ ବିଭିନ୍ନ ବିଭାଗର ଖର୍ଚ୍ଚଦାବି ଉପରେ ଆଲୋଚନା ହେବ। ଯେଉଁ ବିଭାଗର ଗୃହରେ ଆଲୋଚନା ହୋଇନପାରିବ, ୨୯ ତାରିଖରେ ଗିଲୋଟିନ ରେ ପାରିତ ହେବ। ୩୦ ତାରିଖରେ ବ୍ୟୟମଞ୍ଜୁରୀ ବିଲ ପାରିତ ହେବ। ଗୃହ କାର୍ଯ୍ୟ ଶୃଙ୍ଖଳିତ ଭାବେ ଚଳାଇବାକୁ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଅନୁରୋଧ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଡେଲିଭରୀ କର୍ମଚାରୀଙ୍କ ଦେଶବ୍ୟାପୀ ଧର୍ମଘଟ: ଏହି ଦୁଇଦିନ ହେବ ସେବା ପ୍ରଭାବିତ

ନୂଆଦିଲ୍ଲୀ,୨୬।୧୨: ସ୍ୱିଗି (Swiggy), ଜୋମାଟୋ (Zomato), ଜେପ୍ଟୋ (Zepto), ବ୍ଲିଙ୍କିଟ୍ (Blinkit), ଆମାଜନ (Amazon), ଫ୍ଲିପକାର୍ଟ (Flipkart) ସମେତ ବିଭିନ୍ନ ଇ-କମର୍ସ ଏବଂ ଫୁଡ୍ ଡେଲିଭରୀ...

ଘରେ ରୋଷେଇ କରୁଥିବାବେଳେ ଯୁବତୀଙ୍କୁ ଏକୁଟିଆ ପାଇ ବଳାତ୍କାର କଲେ ଯୁବକ, ସୁଇସାଇଡ୍‌ ନୋଟ୍‌ ଲେଖି ନେଲେ ଏମିତି ନିଷ୍ପତ୍ତି…

ଚାନ୍ଦବାଲି,୨୬।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲିରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ଚାନ୍ଦବାଲିରେ...

ଶୀତ ମଧ୍ୟରେ ଆସୁଛି ଲଘୁଚାପ: ନୂଆବର୍ଷରେ ହେବ ଘନୀଭୂତ

ଭୁବନେଶ୍ୱର,୨୬।୧୨: ଆସନ୍ତା ଡିସେମ୍ବର ୩୧ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି, ଯାହା ପରବର୍ତ୍ତୀ ସମୟରେ ଲଘୁଚାପରେ ପରିଣତ...

ନାବାଳିକାଙ୍କ ଚାଞ୍ଚଲ୍ୟକର ବୟାନ: ପ୍ରେମିକ ଶାରୀରିକ ସମ୍ପର୍କ ରଖିବା ପରେ ତାଙ୍କୁ…

ଭଦ୍ରକ,୨୬।୧୨(ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିଠାରେ ବୁଧବାର ସନ୍ଧ୍ୟାରେ ଜଣେ ନାବାଳିକା ବୈତରଣୀ ନଦୀକୁ ଡେଇଁବା ଘଟଣା ଗୁରୁବାର ନୂଆ ମୋଡ଼ ନେଇଛି। ଭଦ୍ରକ ଜିଲା...

ଅଧା ରହିଲା ଚିଲିକା ବୁଲା, ସଡ଼କ ଦୁର୍ଘଟଣାରେ ସ୍ବାମୀଙ୍କ ମୃତ୍ୟୁ ୨ ଗୁରୁତର

ପୁରୀ,୨୬।୧୨: ସକାଳୁ ସକାଳୁ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ବଳଙ୍ଗା-ନିମାପଡ଼ା ରାସ୍ତାର ନୂଆହାଟରେ ବାଇକକୁ ଧକ୍କା ଦେଲା ଅଜଣାଗାଡି । ତେବେ ଦୁର୍ଘଟଣାରେ ଜଣଙ୍କର...

ବାଲେଶ୍ୱର ଦେଶର ସବୁଠୁ ପ୍ରଦୂଷିତ ସହର: ଓଡ଼ିଶାର ୩ ସହରର ବାୟୁ ଗୁଣବତ୍ତା ଅତି ଖରାପ

ଭୁବନେଶ୍ୱର,୨୬।୧୨: କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ଦ୍ୱାରା ପ୍ରକାଶିତ ବାୟୁ ଗୁଣବତ୍ତା ସୂଚକାଙ୍କ (AQI) ଅନୁସାରେ ଓଡ଼ିଶାର ତିନୋଟି ସହରାଞ୍ଚଳର ବାୟୁକୁ ‘ଅତି ଖରାପ’...

ଏଇ ଭାରତରେ

ଚାକିରି ଛାଡ଼ି ଛତିଶଗଡ଼ର ଚାଷୀ ସମୀକ୍ଷା ଚନ୍ଦ୍ରକର ଟମାଟୋ ଓ ଅନ୍ୟାନ୍ୟ ପରିବା ଚାଷକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସମୀକ୍ଷା ଏମ୍‌ବିଏ ପାସ୍‌ କରିବା...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri