Posted inଜାତୀୟ

ଚନ୍ଦ୍ରୟାନ-୨ର ପରୀକ୍ଷଣ ପାଇଁ ଧାର୍ଯ୍ୟ ହେଲା ତାରିଖ

ଶ୍ରୀହରିକୋଟା,୧୮।୭: ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସ୍ଥିତ ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଗତ ଜୁଲାଇ ୧୫ରେ ଚନ୍ଦ୍ରୟାନ-୨ର ଉତ୍‌କ୍ଷେପଣ କରାଯିବାକୁ ସମସ୍ତ ପ୍ରସ୍ତୁତି ସରିଥିଲା। ହେଲେ ଶେଷ ମୂହୁର୍ତ୍ତରେ ଯାନ୍ତ୍ରୀକ ତ୍ରୁଟି ଦର୍ଶାଇ ଏହାକୁ ସ୍ଥଗିତ ରଖାଯାଇଥିଲା। ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଦ୍ୱାରା ପ୍ରସ୍ତୁତ ଚନ୍ଦ୍ରୟାନ-୨ର ପରବର୍ତ୍ତି ଉତ୍‌କ୍ଷେପଣ ତାରିଖ ଜୁଲାଇ ୨୨ ତାରିଖ ଧାର୍ଯ୍ୟ କରାଯାଇଥିବା ଇସ୍ରୋ ସୂଚନା ଦେଇଛି। ଅପରାହ୍ନ ୨ଟା ୪୩ରେ ଏହାର ପରୀକ୍ଷଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ: ଜାନୁଆରୀରେ ବଢିଯିବ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ୨୦୨୬ ବର୍ଷ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବାକୁ ଯାଉଛି। ୭ମ ବେତନ କମିଶନର ଅବଧି ୩୧...

କେନାଲ ଭିତରେ ପଡ଼ିଛି ନରକଙ୍କାଳ, ଏଥିରେ ଲାଗିଛି…

ବ୍ରହ୍ମପୁର,୨୩ା୧୨(ସୁବାସ ଚନ୍ଦ୍ର ପାଢ଼hୀ): ଏକ କେନାଲ ଭିତରେ ପଡ଼ିଛି ନରକଙ୍କାଳ। ଏହାକୁ ନେଇ ଏବେ ବ୍ରହ୍ମପୁର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ନିମଖଣ୍ଡି ଥାନା ପୋଲିସ କଙ୍କାଳ...

ସ୍ବାମୀଙ୍କ ୫୦୦ରୁ ଅଧିକ ମହିଳାଙ୍କ ସହ ଥିଲା ସମ୍ପର୍କ: ସ୍ତ୍ରୀ ଜାଣିବା ପରେ ଘଟିଲା…

ନୂଆଦିଲ୍ଲୀ,୨୩।୧୨: ବିଶ୍ୱରେ ଏପରି ଅନେକ ଲୋକ ଅଛନ୍ତି, ଯେଉଁମାନଙ୍କର ବିବାହ ସାଥୀଙ୍କୁ ପ୍ରତାରଣା ଯୋଗୁ ଭାଙ୍ଗିଯାଏ। ବିବାହିତ ହେବା ସତ୍ତ୍ୱେ, ସେମାନଙ୍କର ଅନ୍ୟ ପୁରୁଷ କିମ୍ବା...

ବଡ଼ଦିନ ପାଇଁ ଜି.ଉଦୟଗିରିରେ ଫ୍ଲାଗମାର୍ଚ୍ଚ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଜି.ଉଦୟଗିରି,୨୩/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ପର୍ବ ବଡ଼ଦିନ ଖ୍ରୀଷ୍ଟମାସ୍ ଉତ୍ସବ ପାଳନକୁ ଆଉ ଦୁଇ ଦିନ ବାକି ଥିବା ବେଳେ...

ପାଟିତୁଣ୍ଡରୁ ତୁମୁଳକାଣ୍ଡ..କମ୍ପାନୀ କ୍ୟାମ୍ପସରେ ହତ୍ୟା, ପାଣିଟାଙ୍କିରେ ଫିଙ୍ଗିଦେଲେ ମୃତଦେହ

ନୂଆଦିଲ୍ଲୀ,୨୩।୧୨: ମହାରାଷ୍ଟ୍ରର ପାଲଘର ଜିଲାରୁ ଏକ ଚାଞ୍ଚଲ୍ୟକର ହତ୍ୟା ମାମଲା ସାମ୍ନାକୁ ଆସିଛି। ବ୍ୟକ୍ତିଗତ ବିବାଦ ପରେ ଜଣେ ଯୁବକ ତାଙ୍କ ଅଫିସ ସହକର୍ମୀଙ୍କୁ ହତ୍ୟା...

ଏମିତି ଗାଁ, ଯେଉଁଠି ୧୨ ବର୍ଷ ପରେ ଝିଅ ହୋଇଯାନ୍ତି ପୁଅ, ବୈଜ୍ଞାନିକ ବି ଖୋଜି ପାଉନାହାନ୍ତି କାରଣ

ଝିଅ କିମ୍ବା ପୁଅ ଭାବରେ ଜନ୍ମ ହେବା ପ୍ରକୃତିର ଏକ ଉପହାର। ଜନ୍ମ ପୂର୍ବରୁ ମା’ ପେଟରେ ଲିଙ୍ଗ ନିର୍ଣ୍ଣୟ ହୋଇସାରିଥାଏ। ତଥାପି ମଣିଷ ଏତେ...

କ୍ୟାଡର ମାଓବାଦୀଙ୍କୁ ଧରିବା ପାଇଁ ପୁରସ୍କାର ରାଶି ଘୋଷଣା: ଲାଗିଲା ପୋଷ୍ଟର

ରାଇକିଆ,୨୩।୧୨ (ପ୍ରଦୀପ ବେହେରା): କେନ୍ଦ୍ର ସରକାର ୨୦୨୬ ମାର୍ଚ୍ଚ ସୁଦ୍ଧା ମାଓବାଦୀ ମୁକ୍ତ ପାଇଁ ଲକ୍ଷ୍ୟ ରଖୁଛନ୍ତି। ଏହି ସମୟ ପାଖେଇ ଆସୁଥିବାରୁ ପୋଲିସ ମାଓବାଦୀଙ୍କୁ...

ଭାଜପାର ନୂତନ କମିଟି ଗଠନ: ସୁକାନ୍ତ-ଅଜିତଙ୍କୁ ଗୁରୁଦାୟିତ୍ୱ

ଦାରିଙ୍ଗବାଡି, ୨୩/୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପାର ଜିଲାସ୍ତରୀୟ ନୂତନ କମିଟି ଜିଲା ସଭାପତି ପଣ୍ଡିତ ବିଶି ମାଝୀଙ୍କ ନେତୃତ୍ୱରେ ଚୟନ ହୋଇଯାଇଛି। ଜିଲାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri