କୋଟି କୋଟି ଟଙ୍କାର ମାଲିକାଣୀ ସୁସ୍ମିତା,ସମ୍ପତ୍ତି ଜାଣିଲେ…

ମିସ୍‌ ୟୁନିଭର୍ସ ତଥା ବଲିଉଡ୍‌ ଅଭିନେତ୍ରୀ ସୁସ୍ମିତା ସେନ୍‌ ପ୍ରତିଷ୍ଠିତ ବ୍ୟବସାୟୀ ତଥା ଆଇପିଏଲ୍‌ର ପୂର୍ବତନ ପ୍ରତିଷ୍ଠାତା ଲଲିତ ମୋଦିଙ୍କୁ ବିବାହ କରିବେ। ଦୁହିଁଙ୍କ ବିବାହକୁ ନେଇ ଲଳିତ ମୋଦି ଏନେଇ ସୂଚନା ଦେଇଛନ୍ତି । ଯାହାକୁ ନେଇ ଏବେ ସବୁଆଡେ ଚର୍ଚ୍ଚା ଜୋର ଧରିଛି। ସୁସ୍ମିତା ମଧ୍ୟ ଜଣେ ଉଦ୍ୟୋଗୀ ଏବଂ କୋଟି କୋଟି ସମ୍ପତ୍ତିର ମାଲିକାଣୀ। ହେଲେ ଆପଣ ଜାଣଛନ୍ତି କି ତାଙ୍କର ମୋଟ ସମ୍ପତ୍ତି କେତେ?
ସୁସ୍ମିତାଙ୍କର ଦୁବାଇରେ ଏକ ଜୁଏଲାରୀ ରିଟେଲ ଷ୍ଟୋର ଅଛି। ଏହା ବ୍ୟତୀତ ତାଙ୍କର ଏକ ପ୍ରଡକ୍ସନ କମ୍ପାନୀ ଅଛି। ସେହିପରି ବିଳାସପୂର୍ଣ୍ଣ କାର୍‌ ଦେଖିବାକୁ ଗଲେ ସୁସ୍ମିତାଙ୍କ ପାଖରେ ୧.୫ କୋଟି ଟଙ୍କାର ବିଏମ୍‌ଡବ୍ଲ୍ୟ କାର୍‌, ୭୫ଲକ୍ଷର ଅଡି , ଏହା ବ୍ୟତୀତ ତାଙ୍କର ଆହୁରି ଅନେକ କାର୍‌ ଅଛି । ଅଭିନେତ୍ରୀଙ୍କ ମୋଟ ସମ୍ପତ୍ତି ବିଷୟରେ କହିବାକୁ ଗଲେ, ମୁମ୍ବାଇରେ ତାଙ୍କର ଏକ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ଅଛି । ବ୍ୟବସାୟ, ବ୍ରାଣ୍ଡ ପ୍ରୋତ୍ସାହନ ଇତ୍ୟାଦିରୁ ତାଙ୍କର ମାସିକ ଆୟ ପ୍ରାୟ ୬୦ ଲକ୍ଷ ଟଙ୍କା। ତେବେ ସେ ବାର୍ଷିକ ୭ ରୁ ୮କୋଟି ଟଙ୍କା ରୋଜଗାର କରନ୍ତି। ତାଙ୍କର ସମସ୍ତ ସମ୍ପତ୍ତିକୁ ମିଶାଇଲେ ମୋଟ ସମ୍ପତ୍ତି ପ୍ରାୟ ୭୪ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ଜାଣନ୍ତି କି ସରକାରୀ ଅନୁମୋଦନ ପାଇଥିବା ୨ ବିମାନ କମ୍ପାନୀର ମାଲିକ କିଏ?

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ଇଚ୍ଛା ପ୍ରକାଶ କରୁଥିବା ଏୟାରଲାଇନ୍ସ ସହିତ ଅନେକ ବୈଠକ କରିବା ପରେ ଭାରତରେ ନୂଆ ଏୟାରଲାଇନ୍ସକୁ କାର୍ଯ୍ୟ କରିବାକୁ ଅନୁମତି ଦେଇଛନ୍ତି।...

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...

ଭାରତକୁ ନେଇ ଏମିତି କହିଦେଲା ଚାଇନା: ବିଶ୍ୱରେ ଖେଳିଗଲା ଚାଞ୍ଚଲ୍ୟ, ଆମେରିକା….

ନୂଆଦିଲ୍ଲୀ,୨୫।୧୨: ଭାରତ-ଚାଇନା ସମ୍ପର୍କକୁ ନେଇ ଆମେରିକାର ପ୍ରତିରକ୍ଷା ବିଭାଗ (ପେଣ୍ଟାଗନ)ର ଏକ ସାମ୍ପ୍ରତିକ ରିପୋର୍ଟକୁ ଦେଖି ଚାଇନା ରାଗିଯାଇଛି। ରିପୋର୍ଟରେ କୁହାଯାଇଛି, ଚାଇନା ଦ୍ୱିପାକ୍ଷିକ ସମ୍ପର୍କକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri