Posted inଜାତୀୟ

କୁଳଭୂଷଣଙ୍କ ଭଳି ପାକିସ୍ତାନ ଜେଲ୍‌ରେ ଅଛନ୍ତି ୨୭୩ ଭାରତୀୟ

ନୂଆଦିଲ୍ଲୀ,୧୮।୭: କୁଳଭୂଷଣ ଯାଦବଙ୍କ ଭଳି ପାକିସ୍ତାନ ଜେଲ୍‌ରେ ୨୭୩ ଜଣ ଭାରତୀୟ ବନ୍ଦୀ ଭାବେ ରହିଛନ୍ତି। ପାକିସ୍ତାନରେ ବିଭିନ୍ନ ଜେଲ୍‌ରେ ଏହି ଭାରତୀୟମାନେ ରହିଛନ୍ତି। ସେମାନଙ୍କ ମଧ୍ୟରେ ୬୪ ସାଧାରଣ ଲୋକ ଏବଂ ୨୦୯ ଜଣ ଧୀବର ରହିଥିବା କୁହାଯାଉଛି। ୨୦୧୬ରେ ପାକିସ୍ତାନ ୪୧୦ ଭାରତୀୟ ଧୀବର ଏବଂ ୨ ଜଣ ସାଧାରଣ ଲୋକଙ୍କୁ ମୁକ୍ତ କରିଥିଲା। ସେହିପରି ୨୦୧୭ରେ ୫୦୮ ଧୀବର ଏବଂ ୭ ସାଧାରଣ ଲୋକଙ୍କୁ ପାକିସ୍ତାନ ମୁକ୍ତ କରିଥିଲା। ୨୦୧୮ରେ ୫ ସାଧାରଣ ଲୋକ ଏବଂ ୧୭୪ ଧୀବରଙ୍କୁ ପାକିସ୍ତାନ ଜେଲ୍‌ରୁ ମୁକ୍ତ କରାଯାଇଥିଲା। ୨୦୧୯ରେ ୩୫୫ ଭାରତୀୟ ଧୀବର ଏବଂ ୭ ଜଣ ସାଧାରଣ ଲୋକ ପାକିସ୍ତାନ ଜେଲ୍‌ରୁ ମୁକ୍ତ ହୋଇ ସ୍ବଦେଶ ବାହୁଡ଼ିଛନ୍ତି। ୨୦୧୪ଠାରୁ ବର୍ତ୍ତମାନ ସୁଦ୍ଧା ପାକିସ୍ତାନରେ ବନ୍ଦୀ ଥିବା ୨ ହଜାର ଶହେ ୧୦ ଜଣ ଭାରତୀୟ ମୁକ୍ତି ପାଇଥିବା ସରକାରୀ ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri