ବ୍ୟବସାୟୀଙ୍କ ସ୍କୁଟି ଡିକି ଭାଙ୍ଗି ୧୧୦ ଗ୍ରାମ୍‌ ସୁନା ଅଳଙ୍କାର ଲୁଟ୍‌

ରାୟଗଡ଼ା,୧୮ା୩(ଆଶିଷ ରଞ୍ଜନ ପଣ୍ଡା): କିଛି ଦିନର ନୀରବତା ପରେ ପୁଣି ରାୟଗଡ଼ା ସହରରେ ଆରମ୍ଭ ହୋଇଛି ଚୋରି ଓ ଲୁଟ୍‌। ପୋଲିସ୍‌କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ କରିଛନ୍ତି ଲୁଟେରା ଗ୍ୟାଙ୍ଗ୍‌। ରାୟଗଡ଼ା ସହରରେ ଲୁଟେରା…

କଂଗ୍ରେସକୁ ଶକ୍ତ ଝଟ୍‌କା: ଦଳ ଛାଡ଼ି ଭାଜପାରେ ଯୋଗଦେଲେ ବରିଷ୍ଠ ନେତା

ଗୁଆହାଟୀ,୧୮ା୩:ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଶକ୍ତ ଧକ୍କା ଲାଗିଛି। ଦଳୀୟ ନେତା ତଥା ନାଗାଓଁ ଏମ୍‌ପି ପ୍ରଦ୍ୟୁତ୍‌ ବର୍ଦୋଳୋଇ ଭାଜପାରେ ଯୋଗ ଦେଇଛନ୍ତି। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଏବଂ…

ଦିଲୀପଙ୍କ ବିଜୟକୁ ନେଇ ମୁହଁ ଖୋଲିଲେ ସୌମ୍ୟରଞ୍ଜନ: ବିଜେଡି-ଭାଜପା ଭିତିରି ସମ୍ପର୍କକୁ ନେଇ କହିଦେଲେ ଏମିତି

ଭୁବନେଶ୍ୱର,୧୮।୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନରେ ଯେଉଁମାନେ ଦଳ ବିରୋଧରେ ଯାଇ ଭୋଟ ଦେଲେ ଏବଂ ଯେଉଁମାନେ ସେହି ଭୋଟକୁ ପାଇବା ପାଇଁ ଉଦ୍ୟମ କଲେ ସେମାନେ ସମ ପରିମାଣର ଦାୟୀ। ଯଦି ଏତେ…

ଅଫିସ ଭିତରେ ପଶି ଆର୍‌ଆଇଙ୍କୁ ଆଖିବୁଜା ମାଡ଼ ମାରିଲେ ଯୁବକ, ଘୋଷାଡ଼ି ଘୋଷାଡ଼ି…

ଚାନ୍ଦବାଲି,୧୮ା୩(ଅଶୋକ ପଣ୍ଡା): ସରକାରୀ ଅଫିସ୍‌ ଭିତରେ ପଶି ଅଫିସରଙ୍କୁ ଆଖିବୁଜା ମାଡ଼। ତାହା ପୁଣି ଦିନ ଦ୍ୱିପ୍ରହରରେ ସର୍ବ ସମ୍ମୁଖରେ। ଏମିତି କି ଅଫିସ ଗୃହରୁ ଘୋଷାଡ଼ି ଘୋଷାଡ଼ି ମାଡ଼ ମାରି ବାହାରେ ମାଡ଼…

ଭୟଙ୍କର ହେଲା ବିଶ୍ୱଯୁଦ୍ଧ: ଇରାନର ନ୍ୟୁକ୍ଲିୟର ପ୍ଲାଣ୍ଟରେ ମିସାଇଲ ମାଡ଼! ବିଶ୍ୱରେ ଚହଳ

ତେହରାନ,୧୮।୩: ଇରାନର ପରମାଣୁ କେନ୍ଦ୍ରରେ ମିସାଇଲ ମାଡ଼। ବୁଶେହର ନିକଟରେ ଅବସ୍ଥିତ ଇରାନର ଏକମାତ୍ର ସକ୍ରିୟ ପରମାଣୁ ଶକ୍ତି କେନ୍ଦ୍ର ପାଖରେ ମିସାଇଲ ମାଡ଼ ହୋଇଛି। ଯାହା ଫଳରେ ଏହି ଅଞ୍ଚଳରେ ଆତଙ୍କ ସୃଷ୍ଟି…

ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଏଣିକି ୬୦% ସିଟ୍‌ ମାଗଣାରେ ବାଛିପାରିବେ

ନୂଆଦିଲ୍ଲୀ,୧୮ା୩: ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି। ବୁଧବାର ବିମାନଯାତ୍ରୀମାନଙ୍କୁ ଲାଭ ଦେବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏକ ବ୍ୟାପକ ତଥା ନୂଆ ନିୟମ ପ୍ରଚଳନ କରିଛି। ଏଣିକି ବିମାନରେ ୬୦% ସିଟ୍‌…

ଶେଷରେ ପୁଟିନଙ୍କ ସହ ଡିଲ୍‌ କରିବେ ଟ୍ରମ୍ପ! ଆଗକୁ ଯୁଦ୍ଧରେ ନୂଆ ମୋଡ…

ନୂଆଦିଲ୍ଲୀ,୧୮।୩: ମଧ୍ୟପ୍ରାଚ୍ୟରେ ହର୍ମୁଜକୁ ନେଇ ବୃଦ୍ଧି ପାଉଥିବା ଉତ୍ତେଜନା କେବଳ ତୈଳ ବଜାରକୁ ନୁହେଁ ବରଂ ବିଶ୍ୱ ରାଜନୀତିକୁ ମଧ୍ୟ ଦୋହଲାଇ ଦେଇଛି। ଏହି ସମୟରେ, ନାଟୋ ରାଷ୍ଟ୍ରଗୁଡ଼ିକ ପ୍ରତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବଢ଼ୁଥିବା ହତାଶା ଏବେ ସିଧାସଳଖ…

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ କରିଗଲାଣି। ଇରାନ୍‌ ସହିତ ଲାଗି ରହିଥିବା ଯୁଦ୍ଧର ବ୍ୟାପକ ରୂପ ସହିତ ସିଧାସଳଖ…

୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୩(ବନ୍ଦନା ସେଠୀ):ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ ଝଟକା ପବନ ଅନୁଭୂତ ହେବ। ଏନେଇ ମଙ୍ଗଳବାର ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ…

ମଧ୍ୟପ୍ରାଚ୍ୟ ଯୁଦ୍ଧ ଅର୍ଗଳିରୁ ବାହାରିଆସିଲା ‘ନନ୍ଦାଦେବୀ’: ଚର୍ଚ୍ଚାରେ ଓଡ଼ିଆ ପୁଅ କ୍ୟାପ୍‌ଟେନ ଧୀରଜ ଅଗ୍ରୱାଲ

ବଲାଙ୍ଗୀର,୧୮ା୩(ବୀରେନ୍ଦ୍ର କୁମାର ଝାଙ୍କର):ମଧ୍ୟପ୍ରାଚ୍ୟରେ ଏବେ ଯୁଦ୍ଧର ଘନଘଟା। ଇରାନ୍‌-ଇସ୍ରାଏଲ-ଆମେରିକାର ଘମାଘୋଟ ଲଢ଼େଇ ା ଠିକ୍‌ ଏତିକିବେଳେ ଅତ୍ୟନ୍ତ ସମ୍ବେଦନଶୀଳ ମଧ୍ୟପ୍ରାଚ୍ୟର ହର୍ମୁଜ୍‌ ପ୍ରଣାଳୀ (ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌)ରେ ଅଟକି ରହିଥିଲା ଭାରତର ୨ ଏଲ୍‌ପିଜି ବୋଝେଇ ଜାହାଜ ‘ନନ୍ଦାଦେବୀ’ ଓ ‘ଶିବାଲିକ୍‌’।…

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର ତାଙ୍କ ବିରୋଧରେ ଲାଗିଥିବା କଠୋର ଜାତୀୟ ସୁରକ୍ଷା ଆଇନ (NSA) ପ୍ରତ୍ୟାହାର କରିବା…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ କର୍ପୋରେସନ (PNSC)ର ମୁଖପାତ୍ର ଫାରୁକ ନିଜାମି କହିଛନ୍ତି ଯେ ପ୍ରାୟ 109,990 ଟନ…

ଇସ୍ରାଏଲ ଚାପରେ ଇରାନ ସହ ଯୁଦ୍ଧ ଆରମ୍ଭ କରିଛି ଆମେରିକା: ଇସ୍ତଫା ଦେଲେ ଟ୍ରମ୍ପଙ୍କ…

ୱାଶିଂଟନ,୧୭।୩: ଆମେରିକା ପ୍ରଶାସନରେ ଏକ ବଡ଼ ଧରଣର ବିଭ୍ରାଟ ଦେଖାଦେଇଛି। ଇରାନ ସହ ଚାଲିଥିବା ଯୁଦ୍ଧକୁ ବିରୋଧ କରି ଡୋନାଲ୍ଡ ଟ୍ରମ୍ପଙ୍କ ନ୍ୟାସନାଲ କାଉଣ୍ଟର ଟେରରିଜମ ସେଣ୍ଟର (NCTC) ର ନିର୍ଦ୍ଦେଶକ ଜୋ କେଣ୍ଟ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ଇସ୍ରାଏଲ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୪୫ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ବୈଠକରେ ୨୩ଟି…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ କେଣ୍ଟ ମଙ୍ଗଳବାର ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ଇସ୍ତଫା ପ୍ରଦାନ କରି, କେଣ୍ଟ…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି। ସେମାନଙ୍କ ପାଇଁ ଏକ ଚେତାବନୀ ଜାରି କରିଛି। ବ୍ୟାଙ୍କ କହିଛି ଯେ ଏହି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୭ ମାର୍ଚ୍ଚ, ୨୦୨୬ )

View
Odisha: Today’s pics March 16, 2026

View
ଓଡ଼ିଶା: ଆଜିର ଫଟୋ (୧୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri