ପ୍ରତିଶ୍ରୁତି ଦେଲେ ନବୀନ: ଏନ୍‌ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜେଡି

ଭୁବନେଶ୍ୱର,୧୭।୭: ଉପରାଷ୍ଟ୍ରପତି ନିର୍ବାଚନରେ ମଧ୍ୟ ଏନ୍‌ଡିଏ ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜେଡି। ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନ୍‌ଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନକରଙ୍କୁ ସମର୍ଥନ ଦେବା ନେଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ସହିତ ଫୋନ୍‌ରେ କଥା ହୋଇଥିଲେ। ଜଗଦୀପଙ୍କୁ ସମର୍ଥନ ଦେବା ପାଇଁ ସେ ନବୀନଙ୍କୁ ଅନୁରୋଧ କରିଥିଲେ। ପରେ ଧନକରଙ୍କୁ ସମର୍ଥନ ଦେବା ନେଇ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେବା ସହ ପ୍ରାର୍ଥୀପତ୍ର ଦାଖଲ ବେଳେ ବିଜେଡି ଏମ୍‌ପି ଉପସ୍ଥିତ ରହିବେ ବୋଲି କହିଛନ୍ତି।
ଏହାପୂର୍ବରୁ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବାକୁ ମଧ୍ୟ ଆଗେଇ ଆସିଥିଲେ ନବୀନ। ଜୁଲାଇ ୧୮ରେ ରାଷ୍ଟପତି ଏବଂ ଆସନ୍ତା ଅଗଷ୍ଟ ୬ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri