ଭୁବନେଶ୍ବର,୧୯।୭(ବ୍ୟୁରୋ): ଆଇଏଲ୍ଏସ୍ ନିର୍ଦ୍ଦେଶକ ଡା.ଅଜୟ ପରିଡାଙ୍କ ମଙ୍ଗଳବାର ଦେହାନ୍ତ ହୋଇଛି। ଏ ନେଇ ଆଇଏଲ୍ଏସ୍ ପକ୍ଷରୁ ସୂଚନା ମିଳିଛି। ଗୌହାଟୀରେ ଏକ ପ୍ରେସ କନଫରେନ୍ସରେ ଯୋଗଦେବାକୁ ଯାଇଥିଲେ ଅଜୟ ପରିଡା। ସେଠାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।
ଭୁବନେଶ୍ବର,୧୯।୭(ବ୍ୟୁରୋ): ଆଇଏଲ୍ଏସ୍ ନିର୍ଦ୍ଦେଶକ ଡା.ଅଜୟ ପରିଡାଙ୍କ ମଙ୍ଗଳବାର ଦେହାନ୍ତ ହୋଇଛି। ଏ ନେଇ ଆଇଏଲ୍ଏସ୍ ପକ୍ଷରୁ ସୂଚନା ମିଳିଛି। ଗୌହାଟୀରେ ଏକ ପ୍ରେସ କନଫରେନ୍ସରେ ଯୋଗଦେବାକୁ ଯାଇଥିଲେ ଅଜୟ ପରିଡା। ସେଠାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।
ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...
ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...
ମେକ୍ସିକୋ,୨୯।୧୨: ମେକ୍ସିକୋରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ଦେଶର ଓଆକ୍ସାକା ରାଜ୍ୟରେ ଏକ ଅନ୍ତଃସାଗରୀୟ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଅତି କମରେ ୧୩...
ଓ୍ବାଶିଂଟନ୍,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...
ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...
ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...
ପ୍ୟାରିସ୍,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...
ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...
