ମନ୍ଦିରରୁ ବଡ଼ ଧରଣର ଚୋରି: ହୁଣ୍ଡି ଭାଙ୍ଗି ନେଇଗଲେ ଲକ୍ଷାଧିକ ଟଙ୍କା ସହ ଅଳଙ୍କାର

ରାୟଗଡ଼ା,୧୨।୫: ରାୟଗଡ଼ା ସାଇଲେଶ୍ୱର ମନ୍ଦିରରୁ ଏକ ବଡ଼ ଧରଣର ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଇଛନ୍ତି। ମିଳିଥିବର ସୂଚନା ମୁତାବକ, ୩ ବର୍ଷ ହେଲା…

ଶହୀଦ ମାଧୋ ସିଂଙ୍କ ଜୀବନୀରେ ଭୁଲ ତଥ୍ୟକୁ ନେଇ ବିଜେଡିର ପ୍ରତିବାଦ, ସରକାରଙ୍କୁ ଦାବିପତ୍ର

ବରଗଡ଼, ୧୨।୫ (ପ୍ରେମାନନ୍ଦ ଖମାରୀ): ଭାରତର ସ୍ୱାଧୀନତା ସଂଗ୍ରାମରେ ବରଗଡ଼ ମାଟିର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଏହି ପରିପ୍ରେକ୍ଷିତରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ ଦ୍ୱାରା ସପ୍ତମ ଶ୍ରେଣୀ ପାଇଁ ପ୍ରକାଶିତ…

ବିଜୟ ମୁଖ୍ୟମନ୍ତ୍ରୀ ହେବେ ବୋଲି ଭବିଷ୍ୟବାଣୀ କରିଥିଲେ ଜ୍ୟୋତିଷ, TVK ସରକାରରେ ମିଳିଲା ବଡ଼ ପଦବୀ

ଚେନ୍ନାଇ,୧୨।୫: ତାମିଲନାଡୁର ନୂତନ ମୁଖ୍ୟମନ୍ତ୍ରୀ ପ୍ରଥମେ ତିନି ବର୍ଷ ପୂର୍ୱେ ପ୍ରତିଷ୍ଠିତ ତାଙ୍କ ଦଳ ସହିତ ନିର୍ୱାଚନରେ ଏକ ବଡ଼ ବିଜୟ ହାସଲ କରି ହଇଚଇ ସୃଷ୍ଟି କରିଥିଲେ। ଏବେ, ତାଙ୍କର ଆଉ ଏକ…

ଇଟାଲୀ, ୟୁଏଇ, ସ୍ୱିଡେନ…ମୋଦିଙ୍କ ଏହି ୫ଟି ଦେଶ ଗସ୍ତ ସ୍ଥାନରେ ୫୦୦ ଭାରତୀୟ ଟଙ୍କାର ମୂଲ୍ୟ କେତେ?

ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ ୧୫ ରୁ ମେ ୨୦ ମଧ୍ୟରେ ପାଞ୍ଚଟି ଦେଶ ଗସ୍ତରେ ଯିବେ। ଏହି ଗସ୍ତ ସଂଯୁକ୍ତ ଆରବ ଏମିରେଟ୍ସ (UAE) ରୁ ଆରମ୍ଭ ହେବ, ତା’ପରେ ସେ…

ଚାଷଙ୍କ ଇଚ୍ଛା ମୃତ୍ୟୁ ଆବେଦନ: ତଦନ୍ତ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ତାଲମେଣ୍ଡା ଗ୍ରାମର ଯୁବ ଚାଷୀ ରୋହିତ ଭୋଇଙ୍କ ଇଚ୍ଛାମୃତ୍ୟୁ ଆବେଦନ ଏବେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ସମବାୟ ମନ୍ତ୍ରୀ ପ୍ରଦୀପ ବଲ ସାମନ୍ତ ମଙ୍ଗଳବାର ଘଟଣାର ତଦନ୍ତ…

ସୁନା କିଣିବାକୁ ମନାକଲେ ମୋଦି, କିଣିଲେ ମିଳିବ ଦଣ୍ଡ! ଜାଣନ୍ତୁ ନୂଆ ନିୟମ…

ନୂଆଦିଲ୍‌ଲୀ,୧୨।୫: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଭାରତର ବୈଦେଶିକ ମୁଦ୍ରା ଭଣ୍ଡାର ଉପରେ ବଢ଼ୁଥିବା ଚାପ ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ପ୍ରତି ନାଗରିକମାନଙ୍କୁ ଗୋଟିଏ ବର୍ଷ ପାଇଁ ସୁନା କ୍ରୟ କରିବାରୁ ନିବୃତ୍ତ…

NEET- UG ୨୦୨୬ ପରୀକ୍ଷା ବାତିଲ: ବର୍ଷିଲେ ରାହୁଲ, ମୋଦିଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୧୨।୫: NEET-UG ୨୦୨୬ ପରୀକ୍ଷା ବାତିଲକୁ ନେଇ ରାହୁଲ ଗାନ୍ଧୀ କେନ୍ଦ୍ର ସରକାର ଏବଂ ଭାଜପାକୁ କଡ଼ା ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ ଭ୍ରଷ୍ଟ ଭାଜପା ନେତୃତ୍ୱାଧୀନ ବ୍ୟବସ୍ଥା ଦ୍ୱାରା ୨୨ ଲକ୍ଷରୁ ଅଧିକ ଛାତ୍ରୀଛାତ୍ରଙ୍କ କଠିନ ପରିଶ୍ରମ,…

୭ ବିନ୍ଦୁ

ଗତ ରବିବାର ୧୦ ମେ’ ସନ୍ଧ୍ୟାରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାଷଣ ସବୁ ଶ୍ରେଣୀ ପାଇଁ ଥିବା ଭଳି ମନେହେଲା। ସ୍ବୀକାର କରିବାକୁ ହେବ ଯେ, ବିଗତ ଦଶନ୍ଧିବ୍ୟାପୀ ଭାରତର ଅର୍ଥନୀତି ଦୁର୍ବଳରୁ ଦୁର୍ବଳତର ହେବାରେ ଲାଗିଛି। ସେଥିପାଇଁ…

ଇରାନ ଶାନ୍ତି ପ୍ରସ୍ତାବକୁ ଟ୍ରମ୍ପ୍‌ଙ୍କ ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ,୧୨ା୫(ପି.ଟି.): ମଧ୍ୟପ୍ରାଚ୍ୟ ଯୁଦ୍ଧ ବନ୍ଦ ଲାଗି ଆମେରିକା ପ୍ରସ୍ତାବ ଉପରେ ଇରାନ ଦେଇଥିବା ଜବାବକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଆଦୌ ଗ୍ରହଣୀୟ ନୁହେଁ କହି ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ତେବେ ଟ୍ରମ୍ପ୍‌ ଏହା ଉପରେ ଅଧିକ କିଛି କହି ନ ଥିବାବେଳେ ସାମରିକ…

ଟ୍ରମ୍ପଙ୍କ ସହ ବିଶ୍ୱାସଘାତକତା କଲେ ଶେହବାଜ-ମୁନିର! ଶାନ୍ତି ସ୍ଥାପନକାରୀ ଆଳରେ ଆମେରିକାର ପିଠିରେ ଭୁସୁଛନ୍ତି ଛୁରି

ଓ୍‌ବାଶିଂଟନ୍‌,୧୨।୫: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଏକ ଆଶ୍ଚର୍ଯ୍ୟଜନକ ରିପୋର୍ଟ ପ୍ରକାଶ ପାଇଛି, ଯେଉଁଥିରେ ଆମେରିକୀୟ ଅଧିକାରୀଙ୍କ ଉଦ୍ଧୃତି ଦିଆଯାଇଛି ଯେ ପାକିସ୍ତାନ ଇରାନୀ ସାମରିକ ଜେଟକୁ ଏହାର ଏୟାରବେସରେ ଡକିଂ କରିବାକୁ ଅନୁମତି ଦେଇଛି। ଏହା…

ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷ ଗିରଫ: ନିଯୁକ୍ତି ଦୁର୍ନୀତି ମାମଲାରେ ବାନ୍ଧିଲା ED

କୋଲକାତା,୧୧।୫: ପଶ୍ଚିମବଙ୍ଗରେ ପୌରପାଳିକା ନିଯୁକ୍ତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷଙ୍କୁ ଗିରଫ କରିଛି। ଘଣ୍ଟା ଘଣ୍ଟା ଧରି କଠୋର ପଚରାଉଚରା ପରେ ତାଙ୍କୁ ସଲ୍ଟ ଲେକର CGO କମ୍ପ୍ଲେକ୍ସ ମଧ୍ୟରେ ଥିବା ED…

ଶୁଭେନ୍ଦୁ ସରକାରଙ୍କ ବଡ଼ ନିଷ୍ପତ୍ତି: ମହିଳାଙ୍କୁ ମିଳିବ ୩୦୦୦ ଟଙ୍କା, ମାଗଣା ବସ୍‌ ଯାତ୍ରା

କୋଲକାତା,୧୧।୫: ରାଜ୍ୟ ସରକାରଙ୍କ ଜଣେ ଅଧିକାରୀ ସୋମବାର କହିଛନ୍ତି ଯେ, ବଙ୍ଗଳା ସରକାରଙ୍କ “ଅନ୍ନପୂର୍ଣ୍ଣା ଭଣ୍ଡାର” ଯୋଜନା ଅଧୀନରେ, ଜୁନ ୧ ତାରିଖରୁ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟରେ ୩,୦୦୦ ଟଙ୍କା ଆର୍ଥିକ ସହାୟତା ଜମା ହେବା ଆରମ୍ଭ ହେବ। ବିଧାନସଭା ନିର୍ବାଚନ…

LPG ସବସିଡି ଉପରେ ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ କେବଳ ଏମାନେ ପାଇବେ, ଫୋନରେ ପଠାଯାଉଛି…

ନୂଆଦିଲ୍ଲୀ,୧୧।୫: ଘରୋଇ ଏଲପିଜି ସିଲିଣ୍ଡର ବ୍ୟବହାରକାରୀଙ୍କ ପାଇଁ ଏକ ଖୁସି ଖବର ଅଛି। କେନ୍ଦ୍ର ସରକାର ଏଲପିଜି ଗ୍ରାହକମାନଙ୍କୁ ସବସିଡି ପାଇଁ ଯୋଗ୍ୟତା ସମ୍ପର୍କରେ ଏସଏମଏସ ଆଲର୍ଟ ପଠାଇବା ଆରମ୍ଭ କରିଛନ୍ତି। ଗ୍ୟାସ ସବସିଡି ଏବେ ଟିକସ ରେକର୍ଡ ମାଧ୍ୟମରେ ଦ୍ରୁତ…

ଶପଥ ନେବାର ଗୋଟିଏ ଦିନ ପରେ ହଠାତ୍‌ ଷ୍ଟାଲିନଙ୍କ ଘରେ ପହଞ୍ଚିଲେ ବିଜୟ: ରାନୀତିରେ ହଲଚଲ

ଚେନ୍ନାଇ,୧୧।୫: ତାମିଲନାଡୁରେ ଐତିହାସିକ ନିର୍ବାଚନ ବିଜୟ ପରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଶପଥ ନେବାର ମାତ୍ର ଗୋଟିଏ ଦିନ ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଡିଏମକେ ମୁଖ୍ୟ ଏମ.କେ. ଷ୍ଟାଲିନଙ୍କୁ ତାଙ୍କ ବାସଭବନରେ ଭେଟିଥିଲେ। ଏହି ନିର୍ବାଚନରେ ବିଜୟଙ୍କ ଦଳ…

ବିଜୟ ପରେ ବିଳମ୍ବ

ତାମିଲାଗା ଭେଟ୍ରି କାଜାଗାମ (ଟିଭିକେ) ନେତା ତଥା ଅଭିନେତାରୁ ରାଜନେତା ପାଲଟିଥିବା ଯୋଶେଫ୍‌ ବିଜୟ ଚନ୍ଦ୍ରଶେଖର ତାମିଲନାଡୁର ନୂଆ ମୁଖ୍ୟମନ୍ତ୍ରୀ ଭାବେ ୧୦ ମେ’ରେ ଶପଥ ନେଇଛନ୍ତି। ଡିଏମ୍‌କେ, ଏଆଇଏଡିଏମ୍‌କେକୁ ପଛରେ ପକାଇ ଟିଭିକେ ୨୩୪ ଆସନ ବିଶିଷ୍ଟ ତାମିଲନାଡୁ ବିଧାନସଭାରେ…

ଇରାନ ଉପରେ ପୁଣି ଖପ୍ପା ହେଲେଣି ଡୋନାଲ୍ଡ ଟ୍ରମ୍ପ, କହିଲେ ୪୭ ବର୍ଷ ହେଲା…

ଓ୍ବାଶିଂଟନ,୧୧।୫: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଦେଖାଦେଇଥିବା ଭୟଙ୍କର ସଂଘର୍ଷକୁ ବନ୍ଦ କରିବା ପାଇଁ ପ୍ରୟାସକୁ ଏକ ବଡ଼ ଝଟକା ଲାଗିଛି। ରବିବାର (୧୦ ମଇ) ଦିନ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ଯୁଦ୍ଧ ଶେଷ କରିବା ପାଇଁ ୱାଶିଂଟନର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୮ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୬ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri