ସମ୍ବଲପୁର,୨୧ା୭(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ହୀରାକୁଦ ଡ୍ୟାମର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି। ଫଳରେ ଗୁରୁବାର ୩ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୫ଟି ଗେଟ୍ ଖୋଲାଯାଇଥିବା ବେଳେ ଆଜି ଆଉ ୩ଟି ଗେଟ୍ ଖୋଲାଯାଇଛି। ମୋଟ୍ ୮ଟି ଗେଟ୍ ଦେଇ ଏବେ ଜଳ ନିଷ୍କାସନ ହେଉଛି।
ସମ୍ବଲପୁର,୨୧ା୭(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ହୀରାକୁଦ ଡ୍ୟାମର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି। ଫଳରେ ଗୁରୁବାର ୩ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୫ଟି ଗେଟ୍ ଖୋଲାଯାଇଥିବା ବେଳେ ଆଜି ଆଉ ୩ଟି ଗେଟ୍ ଖୋଲାଯାଇଛି। ମୋଟ୍ ୮ଟି ଗେଟ୍ ଦେଇ ଏବେ ଜଳ ନିଷ୍କାସନ ହେଉଛି।
ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଘାଟନୀ...
ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...
ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...
ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...
ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...
ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...
ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...
ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I ମୃତ ବୃଦ୍ଧା...
