ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଜବତ: ହତ୍ୟା ସନ୍ଦେହ

କଣ୍ଟାପଡ଼ା,୨୩।୭(ଡି.ଏନ୍‌.ଏ.): କଟକ ଗୋବିନ୍ଦପୁର ଥାନା ଅନ୍ତର୍ଗତ ନୂଆଗାଁ ଗ୍ରାମ ବଜାର ପଛପଟୁ ଶନିବାର ସକାଳେ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଜବତ କରଯାଇଛି। ମୃତକ ହେଲେ ସେହି ଗ୍ରାମର ଦେବେନ୍ଦ୍ର ବେହେରା(୩୫)। ଖବରପାଇ ଗୋବିନ୍ଦପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛି।
ଖବରରୁ ପ୍ରକାଶ, ରାଜମିସ୍ତ୍ରିଙ୍କ ପାଖରେ ହେଲ୍‌ପର ଭାବେ କାମ କରୁଥିବା ଦେବେନ୍ଦ୍ର ଶୁକ୍ରବାର ରାତିରେ ଘରକୁ ନ ଫେରିବାରୁ ତାଙ୍କ ବଡ଼ଭାଇ ଶ୍ୟାମସୁନ୍ଦର ରାତିରେ ତାଙ୍କୁ ଖୋଜାଖୋଜି କରିଥିଲେ। ରାସ୍ତା ଉପରେ ତାଙ୍କର ସାଇକେଲଟି ଥୁଆ ହୋଇଥିବା ଦେଖିବାକୁ ପାଇଥିଲେ। ସେ ସେଠାରେ ଖୋଜାଖୋଜି କରିଥିଲେ ମଧ୍ୟ ଦେବେନ୍ଦ୍ରଙ୍କୁ ନ ପାଇ ସାଇକେଲ ନେଇ ପଳାଇ ଆସିଥିଲେ। ଶନିବାର ସକାଳୁ ସେ ବଜାରଆଡ଼େ ଯାଇ ଖୋଜାଖୋଜି କରୁଥିବାବେଳେ ବଜାର ପଛପଟେ ଭାଇର କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ପରେ ଘଟଣା ସମ୍ପର୍କରେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri