ଶହୀଦ ସ୍ମୃତିପୀଠରେ କାରଗିଲ ବିଜୟ ଦିବସ

ବୁଗୁଡ଼ା,୨୬।୭(ଡି.ଏନ୍‌.ଏ.): ବୁଗୁଡା କାରଗିଲ ଶହୀଦ ସ୍ମୃତିପୀଠରେ ସେନା କର୍ମଚାରୀ ସଂଘ ପକ୍ଷରୁ ୨୩ ତମ କାରଗିଲ ବିଜୟ ଦିବସ ପାଳିତ ହୋଇଯାଇଛି । ଏ ଅବସରରେ ୧୯୯୯ କାରଗିଲ ଯୁଦ୍ଧରେ ଶହୀଦ ହୋଇ ଦେଶମାତୃକା ପାଇଁ ବିଜୟ ଆଣିଥିବା ବୀର ଯବାନଙ୍କ ଆତ୍ମାର ସଦ୍‌ଗତି ପାଇଁ ନୀରବ ପ୍ରାର୍ଥନା ସହ ଶ୍ରଦ୍ଧାସୁମନ ଅର୍ପଣ ପୂର୍ବକ ସ୍ମୃତିଚାରଣ କରାଯାଇଥିଲା ।

ସଂଘ ସଭାପତି ସୂର୍ଯ୍ୟନାରାୟଣ ଦାଶଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ସମ୍ପାଦକ ବିପ୍ରଚରଣ ପାଣିଗ୍ରାହୀ ପରିଚାଳନା କରିଥିଲେ। ଅତିଥି ଭାବେ ବରିଷ୍ଠ ନାଗରିକ ଟ୍ରଷ୍ଟର ସଭାପତି ଗଙ୍ଗାଧର ବିଷୋୟୀ ଯୋଗ ଦେଇଥିବା ବେଳେ ପ୍ରମୋଦ ପଟ୍ଟନାୟକ, ବିଜୟ କୁମାର ମହାନ୍ତି, ଚରଣ ପ୍ରଧାନ, ଦୁଃଖୀଶ୍ୟମ ଜେନା, ଗଙ୍ଗାଧର ନନ୍ଦ, କାଶୀନାଥ ବେହେରା, ରାଧାଶ୍ୟାମ ପଣ୍ଡା, ପ୍ରଭାସ କୁମାର ମହାନ୍ତି, ସୁବାସ ଚନ୍ଦ୍ର ଦୋରା, ଭଗବାନ ସାହୁ, ଅର୍ଜୁନ ପାତ୍ର ପ୍ରମୁଖ ଅବସରପ୍ରାପ୍ତ ସେନା କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ରହି ମତଦାନ ସାବ୍ୟସ୍ତ କଲେ ୩୧ ଭୋଟର୍‌

ପଟ୍ଟାଙ୍ଗି,୪ା୫(ଶରତ ଧଳ)-ଲୋକ ସଭା ଏବଂ ବିଧାନସଭା ନିର୍ବାଚନକୁ ଆଉ ଅଳ୍ପ କିଛି ଦିନ ବାକି ରହିଛି। ଏହା ପୂର୍ବରୁ ଯେଉଁ ଭୋଟର୍‌ମାନେ ମତଦାନ କେନ୍ଦ୍ରରେ ପହଞ୍ଚି...

ରାଜ୍ୟ ସରକାରଙ୍କ ସଫଳତା ବିରୋଧୀ ଗ୍ରହଣ କରିପାରୁନାହାନ୍ତି: ନବୀନ

କୋରାପୁଟ,୪ା୫(ଅମିତାଭ ବେହେରା)-କୋରାପୁଟରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରାଥାନ ନିର୍ବାଚନ ପ୍ରଚାର କରିଛନ୍ତି। ରାଜ୍ୟ ସରକାରଙ୍କ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ବିରୋଧୀମାନେ ଗ୍ରହଣ କରି ନପାରି...

ସମୀର ଦାଶଙ୍କୁ ପ୍ରାର୍ଥୀ କରିବା ପାଇଁ ସମର୍ଥକଙ୍କ ଶେଷ ପ୍ରୟାସ, ସମୂହ ଇସ୍ତଫା ଦେଲେ ସମର୍ଥକ!

ପୁରୀ,୪ା୫: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀମାନଙ୍କ ଶେଷ ପର୍ଯ୍ୟାୟ ତାଲିକା ଘୋଷଣା କରି ସାରିଥିଲେ ମଧ୍ୟ ଆଶା...

ତର୍କରା ଡ୍ୟାମ୍‌ରେ ଗାଧୋଇଲା ବେଳେ ଅଘଟଣ: ୨ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ରାଉରକେଲା,୪ା୫(ସଙ୍ଗୀତା ଜେନା): ରଘୁନାଥପାଲୀ ଥାନା ଜଲଦା ଫାଣ୍ଡି ଅନ୍ତର୍ଗତ ତର୍କରା ଡ୍ୟାମ୍‌ ଶନିବାର ଅପରାହ୍ନରେ ଗାଧୋଇବାକୁ ଯାଇ ୨ ଜଣ ଯୁବକଙ୍କ ସଲୀଲ ସମାଧୀ ଘଟିଥିବା...

ଗଜପତିରୁ ଚିକିଟି ଦେଇ ବ୍ରହ୍ମପୁରକୁ କରୁଥିଲେ ଗଞ୍ଜେଇ ଚାଲାଣ,ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ୍‌ (ଏଡିଜେ-୧)ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ନାମାଙ୍କନ ପତ୍ର ଦାଖଲ କଲେ କଂଗ୍ରେସ ସାଂସଦ ପ୍ରାର୍ଥୀ ଇଂ ବିନୋଦ ନାୟକ

କେନ୍ଦୁଝର, ୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଲୋକ ସଭା ପ୍ରାର୍ଥି ଭାବେ କଂଗ୍ରେସ ଦଳରୁ ଇଂ ବିନୋଦ ନାୟକ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ଶନିବାର...

ନବରଙ୍ଗପୁରରେ ନବୀନଙ୍କ ହାଇଭୋଲଟେଜ ପ୍ରଚାର

ନବରଙ୍ଗପୁର,୪।୫: ନବରଙ୍ଗପୁର ମାଝୀଗୁଡ଼ାରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାଇଭୋଲଟେଜ ପ୍ରଚାର। ଦକ୍ଷିଣ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ଦଳୀୟ ପ୍ରାର୍ଥୀଙ୍କ ଲାଗି ବ୍ୟାକ୍‌ ଟୁ...

ନବରଙ୍ଗପୁରରେ ମାରାଥନ ପ୍ରଚାର: ସଭାରେ ଲୋକଙ୍କୁ ପ୍ରଶ୍ନ ପଚାରିଲେ ପାଣ୍ଡିଆନ

ନବରଙ୍ଗପୁର,୪।୫: ଜୟପୁର ପରେ ନବରଙ୍ଗପୁରରେ ଜୋରଦାର ପ୍ରଚାର କରିଛନ୍ତି ଉଭୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନ । ଏଠାରେ ଆୟୋଜିତ ବିଶାଳ ଜନସଭାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri