ପୁଣି ଡରାଇଲାଣି କରୋନା: ରାଜ୍ୟରେ ୧୧୭୪ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୭।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି।
ବୁଧବାର ୧୧୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୧୫୫ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୬୮୮ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୮୬ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୯ ହଜାର ୮୫ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୋଳରୁ ୩, ବାଲେଶ୍ୱରରୁ ୧୬ ,ବରଗଡ଼ରୁ ୨୩, ଭଦ୍ରକରୁ ୭, ବଲାଙ୍ଗୀରରୁ ୩୨, ବୌଦ୍ଧରୁ ୪, କଟକରୁ ୬୩, ଦେବଗଡ଼ରୁ ୯, ଢେଙ୍କାନାଳରୁ ୫, ଗଜପତିରୁ ୫, ଗଞ୍ଜାମରୁ ୩, ଜଗତ୍‌ସିଂହପୁରରୁ ୧୧, ଯାଜପୁରରୁ ୧୬, ଝାରସୁଗୁଡ଼ାରୁ ୧୩, କଳାହାଣ୍ଡିରୁ ୧୯, କନ୍ଧମାଳରୁ ୨୮, କେନ୍ଦ୍ରାପଡ଼ାରୁ ୫, କେନ୍ଦୁଝରରୁ ୧୦, ଖୋର୍ଦ୍ଧାରୁ ୩୧୬, କୋରାପୁଟରୁ ୧୬, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୮୭, ନବରଙ୍ଗପୁରରୁ ୧୬, ନୟାଗଡ଼ରୁ ୨୫, ନୂଆପଡ଼ାରୁ ୯, ପୁରୀରୁ ୮, ରାୟଗଡ଼ାରୁ ୧୨, ସମ୍ବଲପୁରରୁ ୮୯, ସୁବର୍ଣ୍ଣପୁରରୁ ୧୪, ସୁନ୍ଦରଗଡ଼ରୁ ୨୬୧ ଓ ଷ୍ଟେଟ୍‌ ପୁଲ୍‌ରୁ ୪୮ ଜଣ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

୨୯ ଡିସେମ୍ୱରରେ ଏହି ୩ରାଶିର ଭଲ ଟାଇମ୍‌, ବର୍ଷଶେଷବେଳକୁ ହୁ ହୁ ହୋଇ ବଢିଯିବ ଧନ

ହିନ୍ଦୁ ଧର୍ମରେ, ଗ୍ରହ ଆଧାରରେ ରାଶି ଗଣନା କରାଯାଏ। ଯେତେବେଳେ କୌଣସି ଗ୍ରହ ତାର ରାଶି ପରିବର୍ତ୍ତନ କରେ, ଏହା ଶୁଭ ଏବଂ ଅଶୁଭ ଉଭୟ...

Top 5 Beaches of Odisha: ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ସମୁଦ୍ର କୂଳ, ପିକନିକ୍‌ ପ୍ଲାନିଂ କରୁଥିଲେ ଜାଣି ନିଅନ୍ତୁ

ପୁରୀ ଓଡ଼ିଶାର ପୂର୍ବ ଉପକୂଳରେ ଅବସ୍ଥିତ ପୁରୀ ବେଳାଭୂମି। ଜଗନ୍ନାଥ ଧାମ ନିକଟରେ ଥିବା ଏହି ବେଳାଭୂମିର ସୌନ୍ଦର୍ଯ୍ୟ ଅବଲୋକନ କରିବାକୁ ଦୈନିକ ଲକ୍ଷଲକ୍ଷ ପର୍ଯ୍ୟଟକଙ୍କ...

ଜାଣିଛନ୍ତି କି ପେଟ୍ରୋଲ-ଡିଜେଲ ବି ହୁଏ ଏକ୍ସପାରୀ, ଏତିକି ଦିନ ଯାଏ ରଖିପାରିବେ…

ଅଧିକାଂଶ ଲୋକ ବିଶ୍ୱାସ କରନ୍ତି ଯେ ଥରେ ଟ୍ୟାଙ୍କରେ ଭର୍ତ୍ତି କରି କିମ୍ୱା କ୍ୟାନରେ ସଂରକ୍ଷଣ କରିଦେଲେ, ଇନ୍ଧନ ସବୁଦିନ ପାଇଁ ରହିଥାଏ। କିନ୍ତୁ ଏହା...

ନିଜ ଜାଲରେ କେମିତି ପଡ଼ିଲା ପାକିସ୍ତାନ? ଆମେରିକା ସହ ବନ୍ଧୁତା ପରେ ଫସିଗଲା ପାକ୍‌!

ଇସଲାମାବାଦ,୨୧।୧୨: ପାକିସ୍ତାନ ବର୍ତ୍ତମାନ ଆମେରିକା ସହିତ ତା’ର ବନ୍ଧୁତାକୁ ମଜବୁତ କରିବାକୁ ଚେଷ୍ଟା କରୁଛି। ଏହି ସମୟରେ, ଆମେରିକା ଗାଜାକୁ ଶାନ୍ତିସେନା ପଠାଇବା ପାଇଁ ପାକିସ୍ତାନ...

ରବିବାର ଭୂଲରେ ବି କାଟନ୍ତୁନି ଚୁଟି କି କରନ୍ତୁନି ଟ୍ରିପ୍‌ ପ୍ଲାନିଂ, ନଚେତ ଜୀବନ ହୋଇଯିବ ନର୍କ!

ହିନ୍ଦୁ ଧର୍ମରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦେବତାଙ୍କୁ ସମର୍ପିତ। ରବିବାର ଭଗବାନ ସୂର୍ଯ୍ୟଙ୍କୁ ସମର୍ପିତ। ଆଜି ରବିବାର। ଏହି ଦିନ ସୂର୍ଯ୍ୟଙ୍କୁ ପ୍ରାର୍ଥନା...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ମକର ସଂକ୍ରାନ୍ତି ପୂର୍ୱରୁ ବଡ଼ ଚାକିରି ପାଇବେ ୩ରାଶି, ଶୁକ୍ରଙ୍କ ଗୋଚରରେ ମକର ରାଶିରେ ବଢିଚାଲିବ ସମ୍ପତ୍ତି!

ଶୁକ୍ରକୁ ପ୍ରେମ, ସୌନ୍ଦର୍ଯ୍ୟ, ଆକର୍ଷଣ, ବିଳାସ, ଟଙ୍କା ଏବଂ ଆନନ୍ଦର ଗ୍ରହ ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ରର ଗୋଚରକୁ ସାଧାରଣତଃ ଶୁଭ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri