ଜୁନିୟର କର୍ମଚାରୀଙ୍କୁ ୧ ଲକ୍ଷ ଲେଖାଏ ବୋନସ୍‌ ଦେଲା ଓ୍ବିପ୍ରୋ

ବେଙ୍ଗାଲୁରୁ,୧୯-୭: ଦେଶର ଅନ୍ୟତମ ପ୍ରମୁଖ ଆଇଟି କମ୍ପାନୀ ଓ୍ବିପ୍ରୋ ଲିମିଟେଡ ଏହାର ଜୁନିୟର କର୍ମଚାରୀଙ୍କୁ ୧ ଲକ୍ଷ ଟଙ୍କା ଲେଖାଏ ବୋନସ୍‌ ପ୍ରଦାନ କରିଛି। ଓ୍ବିପ୍ରୋରେ ନିଜର କ୍ୟାରିୟର ଆରମ୍ଭ କରିଥିବା ଏବଂ ଅତିକମ୍‌ରେ ୩ ବର୍ଷର ଅଭିଜ୍ଞତା ରହିଛି ସେମାନଙ୍କୁ କମ୍ପାନୀ ଏହି ବୋନସ୍‌ ଦେଇଛି। କମ୍ପାନୀ ଗତ କିଛି ବର୍ଷ ହେବ ଏହି ସ୍ବତନ୍ତ୍ର ପୁରସ୍କାର ପ୍ରଦାନ ଯୋଜନା ଆପଣାଇଛି। କମ୍ପାନୀର ହ୍ୟୁମାନ ରିସୋର୍ସେସ ଡିପାର୍ଟମେଣ୍ଟ ଅଧ୍ୟକ୍ଷ ସୌରଭ ଗୋଭିଲ କହିଛନ୍ତି, ଏହା ରିଟେନ୍ସନ ବୋନସ୍‌ କୁହାଯାଉଛି ଏବଂ ଏହା ଏକ ବର୍ଷ ପାଇଁ କାର୍ଯ୍ୟକାରୀ ହୋଇଥାଏ। ସେ କହିଛନ୍ତି ଯେ, ୩ରୁ୪ ବର୍ଷର ଅଭିଜ୍ଞତା ଥିବା କର୍ମଚାରୀଙ୍କୁ ୧୦ ପ୍ରତିଶତ ଏବଂ ଅଧିକ ଦରମା ଏବଂ ଡିଜିଟାଲ ସ୍କିଲ୍‌ ଥିବା କର୍ମଚାରୀଙ୍କୁ ସିଙ୍ଗଲ ଡିଜିଟ୍‌ରୁ ଡବଲ ଡିଜିଟି ପର୍ଯ୍ୟନ୍ତ ଦରମା ବୃଦ୍ଧି କରାଯାଇଛି। ତେବେ ଖରାପ ପ୍ରଦର୍ଶନ କରିଥିବା କର୍ମଚାରୀଙ୍କୁ କିଛି ଦିଆଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ

ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ...

ବିହାର ନିର୍ବାଚନ ହାରିବା ପରେ CWCର ପ୍ରଥମ ବୈଠକ, ଦିଲ୍ଲୀରେ ମନ୍ଥନ

ନୂଆଦିଲ୍ଲୀ,୨୭।୧୨: ଶନିବାର (ଡିସେମ୍ବର ୨୭) ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) ବୈଠକ କରୁଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri