ଜାଣନ୍ତୁ ‘ଏକ୍‌ ଭିଲେନ୍‌ ରିଟର୍ନସ’ ପାଇଁ କେଉଁ ଷ୍ଟାର୍‌କାଷ୍ଟ କେତେ ଫି ନେଇଛନ୍ତି

ମୁମ୍ବାଇ: ବହୁ ପ୍ରତିକ୍ଷୀତ ଫିଲ୍ମ ‘ଏକ୍‌ ଭିଲେନ୍‌ ରିଟର୍ନସ’ଶୁକ୍ରବାର ରିଲିଜ୍‌ ହେବାକୁ ଯାଉଛି। ତେବେ ଫିଲ୍ମକୁ ଦେଖିବାକୁ ଦର୍ଶକଙ୍କ ମଧ୍ୟରେ ଉତ୍ସାହ ବଢିବାରେ ଲାଗିଛି। ଏଥିରେ ଦିଶା ପଟାନି, ଅର୍ଜୁନ କପୁର୍‌, ଜନ୍‌ ଆବ୍ରହମ୍‌ ଏବଂ ତାର ସୂତାରିଆଙ୍କୁ ଦେଖିବାକୁ ମିଳିବ। ବର୍ତ୍ତମାନ ଷ୍ଟାର୍‌କାଷ୍ଟମାନେ ଫିଲ୍ମକୁ ପ୍ରମୋଶନ କରିବାରେ ଲାଗିଛନ୍ତି। ହେଲେ ଆପଣ ଜାଣିଛନ୍ତି ଫିଲ୍ମ ପାଇଁ କେଉଁ ଷ୍ଟାର୍‌କାଷ୍ଟ କେତେ ଫି ନେଇଛନ୍ତି?

ଏକ ରିର୍ପୋଯ ଅନୁଯାୟୀ, ବଲିଉଡର ହ୍ୟାଣ୍ଡସମ୍‌ ଅଭିନେତା ଜନ୍‌ ଆବ୍ରାହମ୍‌ ଏହି ଫିଲ୍ମ ପାଇଁ
୬ କୋଟି ଟଙ୍କା ଫି ନେଇଛନ୍ତି। ସେ ପ୍ରାୟତଃ ଅଭିନୟ ଏବଂ ଫିଟନେସ୍‌କୁ ନେଇ ଚର୍ଚ୍ଚାରେ ରୁହନ୍ତି। ଏହି ଫିଲ୍ମରେ ମଧ୍ୟ ତାଙ୍କର ଜଲଓ୍ବା ଦେଖିବାକୁ ଦର୍ଶକ ଅପେକ୍ଷା କରିଛନ୍ତି। ଅଭିନେତ୍ରୀ ଦିଶା ପଟାନି ମଧ୍ୟ କେଉଁଥିରେ କମ୍‌ ନୁହନ୍ତି। ଫିଲ୍ମ ‘ଏକ୍‌ ଭିଲେନ୍‌ ରିଟର୍ନସ’ରେ ଦିଶାଙ୍କ ବୋଲ୍ଡ ଷ୍ଟାଇଲ ଦର୍ଶକ ବେଶ୍‌ ପସନ୍ଦ କରିଛନ୍ତି। କୁହାଯାଉଛି ଯେ ଦିଶା ଏହି ଫିଲ୍ମ ପାଇଁ ୪ କୋଟି ଟଙ୍କା ନେଇଛନ୍ତି। ଅଭିନେତ୍ରୀ ତାରା ସୁତାରିଆ ମଧ୍ୟ ଏହି ଫିଲ୍ମ ପାଇଁ ୨ କୋଟି ଟଙ୍କା ଫି ନେଇଛନ୍ତି। ସେହିପରି ଅଭିନେତା ଅର୍ଜୁନ କପୁର୍‌ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରୁହନ୍ତି। ତାଙ୍କର ଅନେକ ଫିଲ୍ମ ସୁପରହିଟ୍‌ ହୋଇଛି। ‘ଏକ୍‌ ଭିଲେନ୍‌ ରିଟର୍ନସ’ରେ ଅର୍ଜୁନଙ୍କୁ ଉଦୟ ଖୁରାନା ଭୂମିକାରେ ଦେଖିବାକୁ ମିଳିବ। ସେ ଏହି ଫିଲ୍ମ ପାଇଁ ୪ କୋଟି ନେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ପୋଲିସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଭାରତୀୟ ଯୁବକ: ମୋଦିଙ୍କୁ କଲେ ଏମିତି ନିବେଦନ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ଏବଂ ୟୁକ୍ରେନ ଦୀର୍ଘ ସମୟ ଧରି ଯୁଦ୍ଧ ଚାଲିଛି। ଦୁଇ ଦେଶ ମଧ୍ୟରେ ଯୁଦ୍ଧବିରାମ ପାଇଁ ମଧ୍ୟସ୍ଥତା ପାଇଁ ପ୍ରୟାସ ଜାରି ରହିଛି।...

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…

ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ...

ବଡ଼ଦିନ ପାଇଁ ସଜେଇ ହେଉଛି ଦାରିଙ୍ଗବାଡ଼ି, ପର୍ଯ୍ୟଟକଙ୍କ ଆଗମନକୁ ଦୃଷ୍ଟିରେ ରଖି…

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଆଉ ମାତ୍ର ୨ ଦିନର ଅପେକ୍ଷା ସାରା ବିଶ୍ୱରେ ଦେଖାଦେବ ଖୁସି ଓ ଆନନ୍ଦ। ପ୍ରଭୁ ଯୀଶୁଖ୍ରୀଷ୍ଟ ଜନ୍ମ ନେବେ ଏଥିପାଇଁ ଚାରିଆଡ଼େ...

ପାର୍କରେ ବସିଥିଲେ ପ୍ରେମୀଯୁଗଳ, ହଠାତ୍‌ ଆସିଲେ ୨ ଯୁବକ: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ଆଇଜି ପାର୍କରେ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ କ୍ୟାପିଟାଲ ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଗୌରୀନଗରର ଆଶିଷ...

ସ୍ଥାନୀୟ ପ୍ରଶାସନକୁ କଥା ଦେଇ କଥା ରଖିଲାନି ଠିକାସଂସ୍ଥା: ମରାମତି ନୋହିଲା ଷ୍ଟ୍ରିଟ୍‌ ଲାଇଟ୍‌, ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଆଉ କିଛି ଦିନ ପରେ ପାଳିବ ଶୀତ ମହୋତ୍ସବ। ଏଥିପାଇଁ ପ୍ରଶାସନ ପକ୍ଷରୁ...

ଏଇ ଭାରତରେ

ମହାରାଷ୍ଟ୍ରର ୨୦୪ଟି ମରୁଡ଼ିପ୍ରବଣ ଗାଁରେ ଜଳ ସଙ୍କଟ ଦୂର କରିବାକୁ ପ୍ରୟାସ ଜାରି ରଖିଛନ୍ତି ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ।...

ପ୍ରେମିକା ମୋବାଇଲ୍‌ ନ ଦେଖାଇବାରୁ ପ୍ରେମିକ ମୁଣ୍ଡକୁ ଚଢ଼ିଗଲା ପିତ୍ତ: ରାସ୍ତା ମଝିରେ କଲେ…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ପ୍ରେମିକା ମୋବାଇଲ୍‌ ନ ଦେଖାଇବାରୁ ପ୍ରେମିକ ମୁଣ୍ଡକୁ ପିତ୍ତ ଚଢ଼ିଗଲା। ରାସ୍ତା ମଝିରେ ପ୍ରେମିକାଙ୍କୁ ଗୋଡ଼ାଇ ପିଟିଲେ। ଏଭଳି ଘଟଣା ଇନ୍‌ଫୋଭ୍ୟାଲି ଥାନା ପିତାପଲ୍ଲୀ...

ଧାନକିଣା: ଟୋକନ ଅପେକ୍ଷାରେ ଚାଷୀ

ପଦ୍ମପୁର,୨୨।୧୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୨୫ ଦିନ ବିତିଯାଇଛି। ମାତ୍ର ଅଧିକାଂଶ ଚାଷୀଙ୍କ ପାଖରେ ଏଯାଏ ଟୋକନ ପହଞ୍ଚି ପାରିନାହିଁ। ଯେଉଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri