Posted inଖେଳ

୧-୧ରେ ସିରିଜ୍‌ ବରାବର

ଗାଲେ,୨୮ା୭: ଗାଲେରେ ଖେଳାଯାଇଥିବା ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଟେଷ୍ଟ ଜିତି ସିରିଜ୍‌ ୧-୧ରେ ବରାବର କରିଛି ଶ୍ରୀଲଙ୍କା। ୫୦୯ ରନ୍‌ ଲକ୍ଷ୍ୟର ପିଛା କରୁଥିବା ପାକିସ୍ତାନ ୨୬୧ ରନ୍‌ରେ ସମସ୍ତ ଉଇକେଟ ହରାଇଛି। ଫଳରେ ୨୪୬ ରନ୍‌ରେ ପାକିସ୍ତାନ ପରାସ୍ତ ହୋଇଛି। ଶ୍ରୀଲଙ୍କା ପକ୍ଷରୁ ପ୍ରଭାତ ଜୟସୂରିୟା ୫ ଉଇକେଟ ନେଇ ପାକିସ୍ତାନର ବ୍ୟାଟିଂ ବିପର୍ଯ୍ୟୟ ଘଟାଇଥିଲେ। ହେଲେ ଦଳ ପକ୍ଷରୁ ବାବର ଆଜମ ସର୍ବାଧିକ ୮୧ ରନ୍‌ କରିବାର ସଫଳ ହୋଇଥିଲେ।

ଚତୁର୍ଥ ଦିନର ଅସମାପ୍ତ ସ୍କୋର ୮୯/୧ରୁ ଆରମ୍ଭ କରି ୯୭ରେ ଦ୍ୱିତୀୟ ଉଇକେଟ ହରାଇଥିଲା ପାକିସ୍ତାନ। ମହମ୍ମଦ ରିଜଓ୍ବାନ(୩୭)ଙ୍କ ସହିତ ୭୯ ରନ୍‌ ଯୋଗ କରିଥିଲେ ବାବର। ତେବେ ରିଜଓ୍ବାନଙ୍କ ଉଇକେଟ ପତନ ପରେ ପାକିସ୍ତାନ ଇନିଂସ ଭୁଶୁଡି ପଡିଥିଲା। ୧୭୬ ରନରେ ଦୁଇଟି ଉଇକେଟ ହରାଇଥିବା ପାକିସ୍ତାନ ୨୦୫ ରନ୍‌ ସୁଦ୍ଧା ୬ଟି ଉଇକେଟ ହରାଇଥିଲା । ବାବରଙ୍କ ଉଇକେଟ ପତନ ପରେ ପାକିସ୍ତାନ ଏକ ପ୍ରକାର ପରାଜୟ ହେବା ନିଶ୍ଚିତ ହୋଇଯାଇଥିଲା। ଏହି ସିରିଜରେ ସ୍ପିନର ଜୟସୂରିୟା ତାଙ୍କୁ ତୃତୀୟ ଥର ପାଇଁ ଆଉଟ କରିଥିଲେ। ରମେଶ ମେଣ୍ଡିସ୍‌ ୪ ଉଇକେଟ ନେଇଥିଲେ। ଷ୍ଟାଣ୍ଡଇନ୍‌ କ୍ୟାପଟେନ୍‌ ଧନଞ୍ଜୟ ଡି ସିଲଭାଙ୍କୁ ପ୍ଲେୟର ଅଫ୍‌ ଦ ମ୍ୟାଚ୍‌ ଏବଂ ପ୍ରଭାତ ଜୟ ସୂରିୟାଙ୍କୁ ପ୍ଲେୟର ଅଫ୍‌ ଦ ସିରିଜ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri