ଆଜି ବି ରାଜ୍ୟରେ ହଜାରେ ଡେଇଁଲା କରୋନା

ଭୁବନେଶ୍ୱର,୨୯ା୭(ବ୍ୟୁରୋ): ରାଜ୍ୟରେ ବୁଧବାର ହଜାରେ ଡେଇଁଛି କରୋନା। ଶୁକ୍ରବାର ରାଜ୍ୟରୁ ୧୦୨୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୧,୧୩୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୯୭ ଜଣ ଚିହ୍ନଟ ହୋଇଥିବା ବେଳେ ୪୨୩ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୧୯୫ ଜଣ ଶିଶୁ ବି ଅଛନ୍ତି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୨୫୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୫୮ ଏବଂ ସମ୍ବଲପୁରରୁ ୮୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧, ବାଲେଶ୍ୱର ୨୩, ବରଗଡ଼ ୨୫, ଭଦ୍ରକ ୧୭, ବଲାଙ୍ଗୀର ୨୫, ବୌଦ୍ଧ ୧୧, କଟକ ୫୨, ଦେବଗଡ଼ ୮, ଗଜପତି ୭, ଜଗତସିଂହପୁର ୧୩, ଯାଜପୁର ୧୪, ଝାରସୁଗୁଡ଼ା ୨୧, କଳାହାଣ୍ଡି ୨୮, କନ୍ଧମାଳ ୧୭, କେନ୍ଦ୍ରାପଡ଼ା ୧୨, କେନ୍ଦୁଝର ୧୨, କୋରାପୁଟ ୧୬, ମୟୂରଭଞ୍ଜ ୭୧, ନବରଙ୍ଗପୁର ୧୯, ନୟାଗଡ଼ ୨୭, ନୂଆପଡ଼ା ୧୨, ପୁରୀ ୧୪, ରାୟଗଡ଼ାରୁ ୯ ଏବଂ ସୋନପୁରରୁ ୨୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୩୫।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୧,୧୩୫ରେ ପହଞ୍ଚିଥିବା ବେଳେ ୧୨,୯୫,୧୫୭ ଜଣ ସୁସ୍ଥ ହୋଇଛନ୍ତି। ୬୭୮୭ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୀର ଦାସଙ୍କୁ ନେଇ ଆସିଲା ବଡ଼ ଖବର, ସମର୍ଥକ କହିଲେ ଟିକେଟ ଦିଅ ନ ହେଲେ ଦଳ ଛାଡ଼ିବୁ

ଭୁବନେଶ୍ୱର,୨୭।୪: ବିଧାୟକ ସମୀର ଦାଶଙ୍କ ଟିକେଟ କଟିବା ପରେ ସରଗରମ ନିମାପଡା ରାଜନୀତି । ସମର୍ଥକଙ୍କୁ ନେଇ ମେଳି ବାନ୍ଧୁଛନ୍ତି ସମୀର । ୩୦ ତାରିଖ...

ରେକର୍ଡ ଭାଙ୍ଗିଲା ରାଜଧାନୀ ତାତି, ୪୪ ଟପିଲା

ଭୁବନେଶ୍ୱର,୨୭।୪: ସାରା ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ରାଜଧାନୀ ତତଲା କଡେଇରେ  ଭାଜି ହେବା ସହ ରାଜଧାନୀବାସୀ ଶନିବାର ପ୍ରବଳ ତାତିରେ ଆକ୍ତାମାକ୍ତା ହୋଇଛନ୍ତି।...

ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକଙ୍କ ପଦଯାତ୍ରା

କେସିଙ୍ଗା,୨୭।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ବାଲସି ଗ୍ରାମ ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଜେଡି ଦଳର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକ ଶନିବାର...

କଟକ-ଭୁବନେଶ୍ୱରକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୭।୪: ତାତିରୁ ନିସ୍ତାର ନାହିଁ। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଶନିବାର ଲାଗି କଟକ-ଭୁବନେଶ୍ୱର(ଟୁଇନ୍‌ ସିଟି)କୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏଠାରେ...

ବିଜେଡି ଛାଡ଼ିବା ସଙ୍କେତ ଦେଲେ ସମୀର !

ନିମାପଡ଼ା,୨୭।୪: ନିମାପଡ଼ା ବିଧାନସଭା ଆସନ ଲାଗି ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ହେଲେ ଏଯାଏ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀ ଦିଲୀପ ନାୟକ ପ୍ରଚାର...

‘ଓଡ଼ିଶାରେ କେବଳ ନବୀନ ଇଞ୍ଜିନ ଚାଲିବ’

ନୂଆପଡା,୨୭।୪: ଓଡିଶାରେ ଚାଲିବ କେବଳ ନବୀନ ଇଞ୍ଜିନ । ୨୪ ବର୍ଷ ଧରି ରାଜ୍ୟରେ ନବୀନ ଇଞ୍ଜିନ ଚାଲିଛି, ଆହୁରି ଚାଲିବ। ପଡୋଶୀ ଛତିଶଗଡରେ ଡବଲ...

ଲୁଣା ନଦୀରେ ଗୋଡ଼ ଖସି ଛାତ୍ରୀ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ମହାକାଳପଡ଼ା,୨୭।୪( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମରେ ଏକ ଅଘଟଣ ଘଟିଛି। ଦୁଇ ସାଙ୍ଗ ନିକଟ...

ଏଯାଏ ଛିଣ୍ଡୁନି ଅଙ୍କ, ଚିନ୍ତାରେ ଆଶାୟୀ; ଆଉ ୬-୧୫-୯ ଆସନ ବାକି

ଭୁବନେଶ୍ୱର,୨୭।୪: ନିର୍ବାଚନ ତାରିଖ ପାଖେଇ ଆସିଲେ ହେଁ ରାଜ୍ୟର ୩ ପ୍ରମୁଖ ଦଳ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିନାହାନ୍ତି। ଏଯାବତ ବିଜେଡି ୬, ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri