ଝିଅରୁ ବୋହୂ ହେବା ପୂର୍ବରୁ ଜାଣି ନିଅନ୍ତୁ ଏହି ୪ କଥା

ବିବାହକୁ ନେଇ ପ୍ରାୟତଃ ସମସ୍ତଙ୍କ ମନରେ ଉତ୍ସାହ ଥାଏ । ମନର ମଣିଷ ବିଷୟରେ ଜାଣିବାକୁ ସମସ୍ତେ ଚେଷ୍ଟା କରନ୍ତି। ବର୍ତ୍ତମାନ ବିବାହ ପୂର୍ବରୁ ଦୁହେଁ ଦୁହିଁଙ୍କୁ ବୁଝିବା ପାଇଁ ଅନେକ ସମୟ ଦେଉଛନ୍ତି। ବିବାହ ପୂର୍ବରୁ ଦୁହେଁ ଦୁହିଁଙ୍କୁ ବୁଝିନେଲେ ବୈବାହିକ ଜୀବନ ସୁଖମୟ ହୋଇଯାଏ। ତେବେ ଜଣେ ଝିଅ ବିବାହ କରିବା ପୂର୍ବରୁ ଏସବୁ କଥା ଜାଣିବା ନିହାତି ଆବଶ୍ୟକ ।

-ବିବାହ ପୂର୍ବରୁ ଝିଅଟିଏ ତାଙ୍କ ଭାବି ସ୍ବାମୀଙ୍କ ସହ କଥା ହୋଇ ତାଙ୍କ ବିଷୟରେ ସବୁ କିଛି ଜାଣିବା ଆବଶ୍ୟକ। ଏପରି କଲେ ବିବାହ ପୂର୍ବର ଥିବା ଅନେକ ସମସ୍ୟା ଦୂର ହୋଇ ଥାଏ।

-ବିବାହ ପରେ ସ୍ବାମୀ-ସ୍ତ୍ରୀ ମଧ୍ୟରେ ଝଗଡ଼ା ହୋଇଥାଏ। ମାତ୍ର ଏସବୁ ମଧ୍ୟକୁ ହାର ଜିତ୍‌ ଆଣିଲେ ସମ୍ପର୍କରେ ତିକ୍ତତା ବେଶୀ ବଢ଼ିଯାଏ। ତେଣୁ ସମ୍ପର୍କ ମଧ୍ୟକୁ ହାର ଜିତ୍‌କୁ ପ୍ରବେଶ ନ କରାଇବା ଭଲ।

-ବିବାହ ପରେ ଦୁହେଁ ଦୁହିଁଙ୍କୁ ସମୟ ନ ଦେବାରୁ ଅନେକ ସମୟରେ ବିବାହରେ ଫାଟ
ସୃଷ୍ଟି ହୋଇ ଥାଏ। ତେଣୁ ଦୁହେଁ ଦୁହିଁଙ୍କୁ ସମୟ ଦେବା ନିତ୍ୟାନ୍ତ ଆବଶ୍ୟକ। ଡେଟ୍‌ରେ ଯିବା ଫଳରେ ଅନେକ ସମୟରେ ମନ ଭିତରେଥିବା ରାଗ କମ୍‌ ହୋଇଯାଏ।

-ସମ୍ପର୍କ ଯାହା ବି ହେଉ ଜଣେ ଅନ୍ୟ ଜଣଙ୍କୁ ତା ହିସାବରେ ଛାଡିବା ଆବଶ୍ୟକ । ଦୁହିଁଙ୍କ ସାଙ୍ଗସାଥୀ ରହିଛନ୍ତି। ତେଣୁ ଜଣଙ୍କୁ ଅନ୍ୟ ଜଣଙ୍କ ଜୀବନରେ ହସ୍ତକ୍ଷେପ ନ କରିବା ଉଚିିତ ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି 

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରଠାରୁ ଆରମ୍ଭ ହେବ। ସା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ଅନୁଷ୍ଠିତ ହୋଇଥିଲା।...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri