ସୋସିଆଲ ମିଡିଆରେ ଭାଇରାଲ ହେଉଛି ଏହି ଅଭିନେତାଙ୍କ ପିଲାଦିନର ଫଟୋ, ଚିହ୍ନିଲେ ଦେଖି…

ମୁମ୍ବାଇ: ପ୍ରଶଂସକମାନେ ସେମାନଙ୍କର ପ୍ରିୟ ଷ୍ଟାର୍‌ଙ୍କ ଜୀବନ ବିଷୟରେ ମଧ୍ୟ ଜାଣିବାକୁ ବହୁ ଆଗ୍ରହୀ ଅଟନ୍ତି। ଷ୍ଟାରମାନେ ମଧ୍ୟ ସେମାନଙ୍କର ପିଲାଦିନର ଫଟୋ ପ୍ରଶଂସକଙ୍କ ପାଇଁ ସୋସିଆଲ ମିଡିଆରେ ଶେୟାର କରିଥାନ୍ତି। ଏବେ ଜଣେ ଅଭିନେତାଙ୍କ ପିଲାଦିନର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହାକୁ ପ୍ରଶଂସକମାନେ ପସନ୍ଦ କରିଛନ୍ତି।

ଭାଇରାଲ ହୋଇଥିବା ଫଟୋରେ ଆପଣ ସ୍ପଷ୍ଟ ଭାବରେ ଦେଖିପାରିବେ ଟି-ଶର୍ଟ ପିନ୍ଧି ଭଉଣୀଙ୍କ ପାଖରେ ଶୋଇଛନ୍ତି। ଫଟୋରେ ଦୁଷ୍ଟାମୀ ବି ବାରି ହୋଇପଡୁଛି। ଏହି ପିଲା ଜଣକ ହେଉଛନ୍ତି ବଲିଉଡ୍‌ ଅଭିନେତା ରଣବୀର ସିଂ।

ରଣବୀର ନିଜେ ଏହି ଫଟୋଟି ତାଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର କରିଛନ୍ତି। ତାଙ୍କର ଏହି ପୁରୁଣା ଫଟୋ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି। ଏହି ଫଟୋ ଶେୟାର କରି ରଣବୀର କ୍ୟାପଶନ ଲେଖିଛନ୍ତି, ‘ଚିଲ୍‌ ଆଟ୍‌ ହୋମ୍‌’। ଏହି ଫଟୋ ଦେଖିବା ପରେ ପ୍ରଶଂସକମାନେ ତାଙ୍କୁ ବିଭିନ୍ନ ପ୍ରଶ୍ନ ପଚାରିଥିଲେ। ଜଣେ ୟୁଜର ଲେଖିଛନ୍ତି, ‘ରଣବୀର ସାର୍‌ ତୁମେ କେବେ ସନ୍ତାନ ପାଇବ’। ଅନ୍ୟ ଜଣେ ୟୁଜର ଲେଖିଛନ୍ତି, ‘ଏତେ ଶୀଘ୍ର ପିଲା ଜନ୍ମ ଦେଇଛନ୍ତି’। ଅନ୍ୟ ଜଣେ ଲେଖିଛନ୍ତି, ‘ତୁମେ ପିଲାଦିନରୁ ବହୁତ ସୁନ୍ଦର’।

ଆଜିକାଲି ସୋସିଆଲ ମିଡିଆରେ ରବଭୀର ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ନିକଟରେ ସେ ଇନ୍‌ଷ୍ଟାଗ୍ରାମରେ ନିଜର ନଗ୍ନ ଫଟୋ ଶେୟାର କରିଥିଲେ। ଏହା ଦେଖିବା ପରେ ଲୋକମାନେ ତାଙ୍କୁ ଟ୍ରୋଲ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri