ପ୍ରହଲ୍ଲାଦ ମୀନା ହେଲେ ବୌଦ୍ଧ ଏସ୍‌ପି, ପ୍ରମୋଦ ରଥ ଦେବଗଡ଼ ଏସ୍‌ପି

ଭୁବନେଶ୍ୱର,୨ା୮(ବ୍ୟୁରୋ)-ରାଜ୍ୟ ସରକାର ଆଇପିଏସ୍‌ ଏବଂ ବରିଷ୍ଠ ଓପିଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ଗୃହ ବିଭାଗ ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୨୦୧୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ପ୍ରହଲ୍ଲାଦ ସହାଏ ମୀନାଙ୍କୁ ବୌଦ୍ଧ ଏସ୍‌ପି ଭାବେ ବଦଳି କରାଯାଇଥିବା ବେଳେ ବରିଷ୍ଠ ଓପିଏସ୍‌ ପ୍ରମୋଦ କୁମାର ରଥଙ୍କୁ ଦେବଗଡ଼ ଏସ୍‌ପି, ଚିତ୍ତରଞ୍ଜନ ସାମନ୍ତଙ୍କୁ ଏସ୍‌ପି (କମ୍ପ୍ୟୁଟର) ଭୁବନେଶ୍ୱର, ସୁଦାମ ଚରଣ ସାହୁଙ୍କୁ ଦ୍ୱୈତନଗର କ୍ରାଇମ୍‌ ଡିସିପି, ସଏଦ ମୁଜିବୁର ରେହମନଙ୍କୁ କଟକ ସିଗ୍‌ନାଲ ଏସ୍‌ପି, କିଶୋର ପାଣିଗ୍ରାହୀଙ୍କୁ ଭୁବନେଶ୍ୱର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ) ଏସ୍‌ପି, ମାଧୁରୀ ସାମଲଙ୍କୁ ସିଆଇଡି ଏସ୍‌ପି, ସିବି କଟକ, ଜ୍ଞାନ ରଞ୍ଜନ ମହାପାତ୍ରଙ୍କୁ ଏସପି ସ୍ପେଶାଲ ବ୍ରାଞ୍ଚ ଏବଂ ସୁନୀଲ ଆଚାର୍ଯ୍ୟଙ୍କୁ କଟକ ରେଲ୍‌ଓ୍ବେ ଏସ୍‌ପି ଭାବେ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri