Posted inଜାତୀୟ

ଅଗଷ୍ଟ ୧୫ରେ ୭୫୦୦ ଅମୃତ ସରୋବରରେ ଉଡିବ ତ୍ରିରଙ୍ଗା, କାମରେ ଲାଗିବେ ମନରେଗା ଶ୍ରମିକ

ଲକ୍ଷ୍ନୌ,୪ ।୮: ଉତ୍ତର ପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ କହିଛନ୍ତି ସ୍ୱାଧିନତା ଦିବସର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ୧୫ ଅଗଷ୍ଟରେ ରାଜ୍ୟର ୭୫୦୦ ଅମୃତ ସରୋବରେ ତ୍ରିରଙ୍ଗା ଉଡାଯିବ । ଅମୃତ ସରୋବାରର ଦେଖାଶୁଣା କରିବା ଲାଗି ମନରେଗା ଶ୍ରମିକଙ୍କୁ ନିଯୁକ୍ତ କରାଯିବ । ବୁଧବାର ଗ୍ରାମ୍ୟ ବିକାଶ ବିଭାଗ ଅଧିକାରୀଙ୍କ ସହ ହୋଇଥିବା ବୈଠକରେ ଉପ ମୁଖ୍ୟମନ୍ତ୍ରୀ ଅମୃତ ସରୋବର, ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ମନରେଗାର ସମୀକ୍ଷା କରିଥିଲେ । ଉପ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି କି ୧୫ ଅଗଷ୍ଟରେ ଯେଉଁ ୭୫୦୦ ଅମୃତ ସରୋବରରେ ତ୍ରିରଙ୍ଗା ଉଡାଯିବ ସେଠାକାର ଆବଶ୍ୟକ ବ୍ୟବସ୍ଥାକୁ ସୁନିଶ୍ଚିତ କରାଯାଉ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri