ତୁରନ୍ତ ବୁଷ୍ଟର ଡୋଜ୍‌ ନେବାକୁ ସ୍ବାସ୍ଥ୍ୟ ବିଭାଗର ଅନୁରୋଧ

ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ଟିକାକରଣକୁ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ରାଜ୍ୟର ୮୭ ପ୍ରତିଶତ ଲୋକ ବୁଷ୍ଟର ଡୋଜ୍‌ ନେଇ ନଥିବା ବେଳେ ୪୨ଲକ୍ଷ ୭୦ହଜାର ୪୮୭ ଜଣ ବୁଷ୍ଟର ଡୋଜ୍‌ ନେଇସାରିଛନ୍ତି। ଆହୁରି ମଧ୍ୟ କହିଛନ୍ତି, ରାଜ୍ୟରେ ଦୈନିକ ସଂକ୍ରମଣ ୧୦୦୦ ଉପରେ ରହୁଥିବା ବେଳେ ଏବେ ସଂକ୍ରମଣ କମିଛି। କିନ୍ତୁ କେଉଁ ମୂହୁର୍ତ୍ତରେ ସଂକ୍ରମଣ ବୃଦ୍ଧି ପାଇପାରେ। ହେଲେ ତାକୁ ପ୍ରତିହତ କରିବା ପାଇଁ ଟିକାକରଣ ହିଁ ଗୋଟିଏ ବାଟ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ କହିଛନ୍ତି। ତେଣୁ ଯଥା ସମ୍ଭବ ଟିକାକରଣ କରିବା ପାଇଁ ସେ ଅନୁରୋଧ କରିଛନ୍ତି। ଆହୁରି ୬ ଜିଲାରେ ୯୦ ପ୍ରତିଶତରୁ କମ୍‌ ପ୍ରଥମ ଡୋଜ୍‌ ଟିକାକରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ

ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri