ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ ଅଫିସ,୬।୮: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶନିବାର ଅନୁଷ୍ଠିତ ହେବ। ପ୍ରଥମେ ମେ ୨୧ ଓ ଜୁନ୍‌ ୭ ତାରିଖର ପରିଚାଳନା କମିଟି ବୈଠକର ବିବରଣୀ ଦୃଢ଼ୀକରଣ ହେବ। ପୂର୍ବ ପରିଚାଳନା କମିଟିର ବିବରଣୀକୁ ଅନୁପାଳନ କରିବା ଦିଗରେ ଆଲୋଚନା କରାଯିବ। ସ୍ନାନଯାତ୍ରା ଓ ରଥଯାତ୍ରା ପରିଚାଳନାର ସମୀକ୍ଷା କରାଯିବ। ଆଦର୍ଶ ଗୁରୁକୁଳ ସୋସାଇଟି ଗଠନ ପାଇଁ ପୂର୍ବ ବୈଠକରେ ନିଷ୍ପତ୍ତି ନିଆଯାଇଥିଲା। ସୋସାଇଟି ଗଠନ କାର୍ଯ୍ୟ କେତେ ବାଟ ଆଗେଇଛି ସେ ନେଇ ବିସ୍ତୃତ ଭାବେ ଆଲୋଚନା ହେବ। ଅନ୍ୟପକ୍ଷରେ ସେବାୟତ ଆବାସ ଯୋଜନା ପାଇଁ ହରଚଣ୍ଡୀ ସାହି ଓ ମାଟିମଣ୍ଡପ ସାହିରେ ସ୍ଥାନ ଚିହ୍ନଟ ହୋଇଥିଲା। ନିକଟ ଅତୀତରେ ଏନେଇ ପରିଚାଳନା କମିଟି ସଦସ୍ୟ ସ୍ଥିତି ସମୀକ୍ଷା କରିଛନ୍ତି। ୬ଶହ ବର୍ଗ ଫୁଟ୍‌ର ଗୋଟିଏ ଗୋଟିଏ ଫ୍ଲାଟ୍‌ କରି ଗରିବ ସେବାୟତଙ୍କୁ ଯୋଗାଇ ଦିଆଯିବାକୁ ନିଷ୍ପତ୍ତି ହୋଇଛି। ଏନେଇ ବୈଠକରେ ଚୂଡ଼ାନ୍ତ ମୋହର ବାଜିବ। ସେହିପରି ଅନ୍ୟ କେତେକ ପ୍ରସଙ୍ଗରେ ମଧ୍ୟ ନିଷ୍ପତ୍ତି ହେବ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କଲେ ନବୀନ

ଭୁବନେଶ୍ୱର,୨ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଣ୍ଟାବାଞ୍ଜିରୁ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଟିଟିଲାଗଡ଼ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ନବୀନ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଦ୍ୱିତୀୟ...

ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

କଟକ,୨।୫(କାର୍ତ୍ତିକ ସାହୁ): ଚାଉଳିଆଗଞ୍ଜ ଦୁର୍ଗାମଣ୍ଡପ ନିକଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି,...

ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ଅଳ୍ପକେ ବର୍ତ୍ତିଲେ ୬୦ରୁ ଉଦ୍ଧର୍‌ବ ଯାତ୍ରୀ

ଜଳେଶ୍ୱର,୨।୫: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥର କୁଣ୍ଡାପୁର ଛକ ନିକଟରେ ହୋଇଛି ଏକ ବଡ଼ ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ...

ତାଣ୍ଡବ ରଚିଲା କାଳ ବୈଶାଖୀ: ଉପୁଡିଲା ଗଛ, ଘର କାନ୍ଥ ପଡି ୩ ଗୁରୁତର

ପାଟଣା,୨।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଏବଂ ଏହାର ଆଖପାଖ ଅଞ୍ଚଳରେ କାଳ ବୈଶାଖୀ ତାଣ୍ଡବ ରଚିଛି। କାଳ ବୈଶାଖୀ ପ୍ରଭାବରେ ପ୍ରବଳ...

ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ, ଅନେକେ ଆହତ

ଜଳେଶ୍ୱର,୨।୫: ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଗୁରୁବାର ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି।...

ଲିଙ୍ଗରାଜରୁ ଖୋର୍ଦ୍ଧା ଯାଏ ଦୌଡିଲେ ମନ୍ମଥ

ଭୁବନେଶ୍ୱର,୨।୫: ଭୁବନେଶ୍ୱର ଲୋକ ସଭା ଆସନରୁ ବିଜୁ ଜନତା ଦଳ(ବିଜେଡି)ର ପ୍ରାର୍ଥୀ ମନ୍ମଥ ରାଉତରାୟ ଗୁରୁବାର ପ୍ରାର୍ଥିପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହା...

ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ ଧର୍ମେନ୍ଦ୍ର, ଅପରାଜିତା,ମନ୍ମଥ, ଅରୁପ

ଭୁବନେଶ୍ୱର,୨।୫: ଲୋକ ସଭା ନିର୍ବାଚନ ପାଇଁ ଗୁରୁବାର ୪ ହେଭିଓ୍ବେଟ ନେତା ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରେ ଅଛନ୍ତି ଭୁବନେଶ୍ୱର ଲୋକ...

ଦ୍ୱିତୀୟ ନିର୍ବାଚନ କ୍ଷେତ୍ର କଣ୍ଟାବାଞ୍ଜିରୁ ପ୍ରାର୍ଥିପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟାକ ଗୁରୁବାର କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ପ୍ରାଥିପତ୍ର ଦାଖଲ କରିବେ ବୋଲି ଖବର ରହିଛି। ଏହା ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri