Posted inଜାତୀୟ

ଉପରାଷ୍ଟ୍ରପତି ନିର୍ବାଚନ: ମତ ସାବ୍ୟସ୍ତ କଲେ ଅମିତ ଶାହା

ନୂଆଦିଲ୍ଲୀ, ୬।୮: ସଂସଦ ଗୃହରେ ଚାଲିଛି ଭୋଟ ଗ୍ରହଣ। ପୂର୍ବାହ୍ନ ୧୦ଟାରୁ ମତଦାନ ଆରମ୍ଭ ହୋଇ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲିବ। ଏହାପରେ ଭୋଟ ଗଣତି ଆରମ୍ଭ ହେବ। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦ ଭବନକୁ ଆସି ଭୋଟ ଦେଇସାରିଥିବା ବେଳେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ନିଜର ମତ ସାବ୍ୟସ୍ତ କରିଛନ୍ତି। ଏପରିକି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ଭୋଟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ପରିମଳ କର୍ମଚାରୀଙ୍କ ଅନର୍ଦ୍ଦିିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ

କବିସୂର୍ଯ୍ୟନଗର,୨୨ା୧୨(କୃପାସିନ୍ଧୁ ସ୍ୱାଇଁ): ୧୦ ମାସର ବକେୟା ଦରମା ପ୍ରଦାନ ଓ ଛଟେଇ ନିଷ୍ପତ୍ତି ପ୍ରତ୍ୟାହାର ଦାବିନେଇ କବିସୂର୍ଯନଗର ଏନ୍‌ଏସିର ପରିମଳ କର୍ମଚାରୀମାନେ ଅନର୍ଦ୍ଦିିଷ୍ଟ କାଳ ପାଇଁ...

Asia Cup ବିଜୟୀ ଦଳକୁ ସ୍ୱତନ୍ତ୍ର ପୁରସ୍କାର ଘୋଷଣା କଲେ ଶାହବାଜ

କରାଚୀ,୨୨ା୧୨: ଦୁବାଇରେ ୧୯ବର୍ଷରୁ କମ୍‌ Asia Cup ବିଜୟୀ ପାକିସ୍ତାନ ଦଳର ସଦସ୍ୟମାନଙ୍କ ଲାଗି ଦେଶର ପ୍ରଧାନମନ୍ତ୍ରୀ ଶାହବାଜ ଶରିଫ ୧୦ ନିୟୁତ ପାକିସ୍ତାନୀ ଟଙ୍କା...

ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri