ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ କାର୍ଯ୍ୟକାରିତାରେ ସମଗ୍ର ଦେଶରେ ଓଡ଼ିଶା ପ୍ରଥମ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ ଧାନ, ଅଣଧାନ(ପରିବା) ଫସଲ ଏଥିରେ ଉଜୁଡ଼ି…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ ସମସ୍ତ ସାମରିକ ଗୋଷ୍ଠୀଙ୍କୁ ସର୍ବୋଚ୍ଚ…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ ସପ୍ତାହ ପାଇଁ ସ୍ଥଗିତ ରଖିବା ଏବଂ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର ଘାଟି ରାସ୍ତା ଆରମ୍ଭରେ ଥିବା ଗଙ୍ଗେଇସୁଣି…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର ଲୋକଙ୍କ ଉପରେ ପଡ଼ିଥିବା ବେଳେ, ସେମାନଙ୍କୁ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ ତାହା ସେମାନେ ଜାଣନ୍ତି, କିନ୍ତୁ ତାହାକୁ କାର୍ଯ୍ୟକାରୀ କରିବା କଷ୍ଟ ହୋଇଥାଏ। ସଚେତନତା…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ ଟ୍ରପ୍‌ଲାଇନ ମଧ୍ୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ…

ଯୁଦ୍ଧବିରତି ଘୋଷଣା କଲେ ଟ୍ରମ୍ପ: ହର୍ମୁଜ ପ୍ରଣାଳୀ ଖୋଲିବାକୁ ରାଜି ହେଲା ଇରାନ, ବିଶ୍ୱବାସୀଙ୍କ ପାଇଁ ଖୁସିଖବର

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଟ୍ରମ୍ପ ଘୋଷଣା କରିଛନ୍ତି ଯେ ଆମେରିକା ଇରାନ ସହିତ ଦୁଇ ସପ୍ତାହର ଯୁଦ୍ଧବିରତି ପାଇଁ ରାଜି ହୋଇଛି। ଇରାନ ଉପରେ ଏକ ବଡ଼ ଆକ୍ରମଣ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ ବୟାନ ଦେଇ କହିଛନ୍ତି ଯେ, ଆଜି ରାତିରେ ଏକ ସମ୍ପୂର୍ଣ୍ଣ ସଭ୍ୟତାର ବିନାଶ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର ବ୍ଲକର ଶାଗବାରୀ ଗ୍ରାମରେ ପୋଲିସ ଉପରେ ଆକ୍ରମଣ କରିଛନ୍ତି ଗ୍ରାମବାସୀ। ପୋଲିସ ଓ…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା ବଳ (ବିଏସଏଫ) ଅବୈଧ ଅନୁପ୍ରବେଶ ଏବଂ ସୀମାପାର ଅପରାଧ ଉପରେ ଲଗାମ ଲଗାଇବା…

ମାଷ୍ଟର ନାହାନ୍ତି

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍‌ଇ) ପକ୍ଷରୁ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ନୂଆ ପାଠ୍ୟକ୍ରମ ଅଣାଯାଇଛି। ଛାତ୍ରୀଛାତ୍ରମାନେ ୩ଟି ଭାଷା ପଢ଼ିବାର ବ୍ୟବସ୍ଥା ହୋଇଥିବା ବେଳେ ସେଥିମଧ୍ୟରୁ ୨ଟି ଭାରତୀୟ ଭାଷାକୁ ବାଧ୍ୟତାମୂଳକ କରାଯାଇଛି। ଜାତୀୟ ଶିକ୍ଷାନୀତି(ଏନ୍‌ଇପି)-୨୦୨୦ରେ ତିନି ଭାଷା ଫର୍ମୁଲାକୁ…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ, କହିଲା ପରାଜୟ ଭୟରେ ଡରିଗଲେଣି ଟ୍ରମ୍ପ

ତେହରାନ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ତୀବ୍ରତର ହେଉଛି। ସୋମବାର (ଏପ୍ରିଲ ୬) ରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଏକ ଧମକ ଦେଇ କହିଛନ୍ତି ଯେ ଯଦି ଏହା ମଙ୍ଗଳବାର ରାତି (ଏପ୍ରିଲ ୭) ସୁଦ୍ଧା ଏକ ଚୁକ୍ତିରେ ପହଞ୍ଚି…

କୋଲକାତାକୁ ନେଇ ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫଙ୍କ ଧମକ ପରେ ତାତିଲେ ଅଭିଷେକ ବାନାର୍ଜୀ, କହିଲେ…

କୋଲକାତା,୭।୪: ତ୍ରୁଣମୂଳ କଂଗ୍ରେସ (ଟିଏମସି) ଏମପି ଅଭିଷେକ ବାନାର୍ଜୀ ସୋମବାର (୬ ଏପ୍ରିଲ, ୨୦୨୬) ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫଙ୍କ ଦ୍ୱାରା ଦିଆଯାଇଥିବା କୋଲକାତା ଆକ୍ରମଣ ଧମକର ଜବାବ ଦେଇଛନ୍ତି। ସେ କହିଛନ୍ତି ଯେ ମମତା ବାନାର୍ଜୀ ଏବଂ ଇଣ୍ଡିଆ…

ଆମେରିକା ଉପରେ ବଡ଼ ଅଭିଯୋଗ ଆଣିଲା ଇରାନ, ଚୋରମାନେ! ଆମର ୟୁରାନିୟମ ଚୋରି କରିବାକୁ…

ତେହେରାନ,୭।୪: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ନିରନ୍ତର ଜାରି ରହିଛି, ଏବଂ ଇରାନ ଏହି ଆକ୍ରମଣର କଠୋର ପ୍ରତିଶୋଧ ସହିତ ଜବାବ ଦେଉଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଧମକ ଦେଇଛନ୍ତି ଯେ ଆମେରିକା ଇରାନ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri