Posted inଫୁରସତ

ଚାହିଁ ରହିଥିଲା ମୃତ୍ୟୁ: ଭୟଙ୍କର ଦୃଶ୍ୟ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ଦକ୍ଷ ଗାଡ଼ି ଚାଳକଙ୍କୁ ଦେଖିବାକୁ ମିଳୁଛି । ସେ ପାହାଡ଼ର ଏକ ସଙ୍କୀର୍ଣ୍ଣ ରାସ୍ତାରେ ଗାଡ଼ି ବୁଲାଉଛନ୍ତି। ରସ୍ତାଟି ଏତେ ଅଣଓସାରିଆ ହୋଇଛି ଯେ, ଟିକେ ଅସାବଧାନତା ହେଲେ ଗାଡ଼ିଟି ତଳେ ପଡ଼ିଯିବାର ବହୁତ ସମ୍ଭାବାନା ଅଛି। ମାତ୍ର ସେ ସାବଧାନତା ସହ ଏହା ଅତିକ୍ରମ କରୁଛନ୍ତି। ଯେପରି ସେ ମୃତ୍ୟୁ ମୁହଁରୁ ନିଜକୁ ଫେରାଇ ଆଣୁଛନ୍ତି ସେହି ଭଳି ଅନୁଭବ ହେବ। ଭିଡିଓ ଆରମ୍ଭରୁ ମନରେ ଭୟ ପଶିଯିବ। ଶେଷରେ ଏହି ଭୟ ଦୂର ହେଉଛି। ଭିଡିଓକୁ ଫିଗେନ୍‌ ଟୁଇଟର ହ୍ୟାଣ୍ଡେଲରେ ଶେୟାର କରାଯାଇଛି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଟ୍‌ ଆଟେଣ୍ଡାଣ୍ଟରୁ ଏୟାରଲାଇନ୍ସ ସିଇଓ

ଟୋକିଓ: ଜାପାନରେ ଏକ ବୈପ୍ଳବିକ ଘଟଣା ସାମ୍‌ନାକୁ ଆସିଛି, ଯାହା ସମଗ୍ର ବିଶ୍ୱରେ ମହିଳାମାନଙ୍କ ପ୍ରେରଣାଦାୟୀ ହୋଇପାରିଛି। ଜାପାନ ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)...

ରାକ୍ଷସଙ୍କ ବଗିଚା, ଏହା ପଛରେ ରହିଛି ଏମିତି କାହାଣୀ

ଯେତେବେଳେ ଆପଣ ଏକ ବଗିଚା କିମ୍ବା ପାର୍କ ବୁଲିବାକୁ ଯାଆନ୍ତି, ସେତେବେଳେ ଆପଣ ପ୍ରାକୃତିକ ସୌନ୍ଦର୍ଯ୍ୟ ଆଶା କରନ୍ତି। କିନ୍ତୁ ଏକ ଅନନ୍ୟ ଉଦ୍ୟାନ ଅଛି,...

ଈଶ୍ୱରଙ୍କ ଉପରେ ବିଶ୍ୱାସ ଅଛି କିନ୍ତୁ ଭରସା ନାହିଁ !

ଆଚ୍ଛା, ଇୟେ କେମିତିକା କଥା! ଈଶ୍ୱରଙ୍କ ଉପରେ ଜଣକର ବିଶ୍ୱାସ ଥିବ ଅଥଚ ଭରସା ନ ଥିବ, ଏ କଥା ଆଦୌ ହୋଇ ନ ପାରେ...

କ୍ଲାଉଡ ସିଡିଂ ପ୍ରକୃତରେ କ’ଣ? ଯାହା କୃତ୍ରିମ ବର୍ଷା କରାଏ…

ନିକଟରେ ଦୁବାଇରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଥିଲା। ଦୁଇ ବର୍ଷରେ ଯେତିକି ବର୍ଷା ହେବା କଥା ଗୋଟିଏ ଦିନରେ ସେଠି ସେତିକି ବର୍ଷା...

ପ୍ରଥମ ରୋଜଗାର ଟଙ୍କାରେ ମା’ଙ୍କ ପାଇଁ ସମ୍ବଲପୁରୀ ଶାଢି କିଣିଥିଲି: ଡ. ଆଲୋକ ସାହୁ

ଜନ୍ମ ମୋର ଯାଜପୁରରେ ହୋଇଥିଲେ ହେଁ ବାପା ଯେହେତୁ କେନ୍ଦୁଝରରେ ଚାକିରି କରୁଥିଲେ ତେଣୁ ମୋ ସ୍କୁଲ ପାଠପଢା ସେଇଠି ହିଁ ହୋଇଥିଲା। ସ୍ଥାନୀୟ ଆନନ୍ଦପୁରସ୍ଥିତ...

ଭାମା-କାମାଚିଙ୍କ ନିବିଡ଼ ବନ୍ଧୁତ୍ୱର ହୃଦୟସ୍ପର୍ଶୀ କାହାଣୀ, ୫୫ ବର୍ଷ ଧରି…

ଚେନ୍ନାଇ: ତାମିଲନାଡୁ ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସୁପ୍ରିୟା ସାହୁ ନିଜ ଏକ୍ସ’ ଆକାଉଣ୍ଟରେ ୨ ହାତୀଙ୍କ...

ନିଜ ଛୁଆଙ୍କୁ ନିଜେ ମାରି ଖାଇଯାଏ ଠେକୁଆ? କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ଠେକୁଆ ଦେଖିବାକୁ ବେଶ ସୁନ୍ଦର। ଅନେକ ଏହାକୁ ଘରେ ପାଳିବାକୁ ପସନ୍ଦ କରନ୍ତି। ହେଲେ ଏହି ପଶୁ ସହିତ ଜଡ଼ିତ ଏକ ଚକିତ କଲାଭଳି କଥା...

ଶୀତଦିନେ ବି ଟକଟକ ହୋଇ ଫୁଟେ ଏହି ନଦୀର ପାଣି, ବୈଜ୍ଞାନିକ ବି ଚକିତ

ସାଧାରଣତଃ ନଦୀର ପାଣି ଥଣ୍ଡା ଥାଏ। ହେଲେ ଦୁନିଆର ଏଭଳି ଏକ ନିଆରା ନଦୀ ରହିଛି ଯାହାର ପାଣି ସର୍ବଦା ଟକଟକ୍‌ ହୋଇ ଫୁଟୁଥାଏ। କେବଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri