ଗାଁକୁ ମାଡ଼ି ଆସିଲା କେନାଲ ପାଣି

ଭବାନୀପାଟଣା,୭।୮(ସ୍ବ.ପ୍ର.): ଲଘୁଚାପ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଲାଗି ରହିଛି । ଏନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଅନ୍ୟପକ୍ଷେ ଇନ୍ଦ୍ରାବତୀ ସବ୍‌ ମାଇନର କେନାଲରୁ ଜୟପାଟଣା ବ୍ଲକ ଜୋରଖଣ୍ଡି ପଡାକୁ ପାଣି ମାଡ଼ି ଆସି ରବିବାର ଲୋକଙ୍କ ଘରେ ପଶିଛି। ଫଳରେ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।

ଶନିବାର ରାତିରୁ ଜିଲାରେ ଲଗାଣ ବର୍ଷା ଲାଗି ରହିଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ଜିଲାରେ ୨୦୦ ମିଲିମିଟର ବର୍ଷା ହୋଇଥିବା ବେଳେ ଜୟପାଟଣା ବ୍ଲକରେ ସର୍ବାଧିକ ୧୨୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ପ୍ରବଳ ବର୍ଷା ଯୋଗୁ ଇନ୍ଦ୍ରାବତୀ ସବ୍‌ ମାଇନର କେନାଲରୁ ପାଣି ନିଷ୍କାସିତ ହୋଇ ନ ପାରି କେନାଲ ପାଣି ଖଣ୍ଡିପଡା ଭିତରକୁ ପଶି ଆସିଛି। ଫଳରେ ଗାଁ ଦାଣ୍ଡରେ ଆଣ୍ଠୁଏ ଲେଖାଏଁ ପାଣି ଚାଲୁଥିବା ବେଳେ ଲୋକଙ୍କ ଘର ଭିତରେ ପାଣି ପଶି ଯାଇଥିବା ଦେଖିବାକୁ ମିଳିଛି। ବର୍ଷା ଲାଗି ରହିଥିବାରୁ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି…

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ।...

ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ

ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର...

ଓମ୍‌ସାର ଆନ୍ଦୋଳନ: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri