ଲାଗିଲା ଲକ୍‌ଡାଉନ୍‌: ଫସିଛନ୍ତି ୮୦ ହଜାର ପର୍ଯ୍ୟଟକ

ବେଜିଂ,୭।୮: ଚାଇନାର ହଓ୍ବାଇରେ ଥିବା ହାଇନାନ୍‌ ଦ୍ୱୀପରେ ୮୦ ହଜାର ପର୍ଯ୍ୟଟକ ଫସି ରହିଛନ୍ତି। ହଓ୍ବାଇର ଡେପୁଟି ମେୟର୍‌ ଏହି ସୂଚନା ଦେଇଛନ୍ତି। କରୋନା ସଂକ୍ରମଣ ବୃଦ୍ଧି ଯୋଗୁ ହଠାତ୍‌ ଲକ୍‌ଡାଉନ୍‌ ଲାଗୁ ହେବା ଫଳରେ ପର୍ଯ୍ୟଟକମାନେ ଫସି ରହିଥିବା ସୂଚନା ମଳିଛି। ପର୍ଯ୍ୟଟକମାନଙ୍କୁ ୭ ଦିନ ରହିବା ପାଇଁ ପ୍ରଶାସନ କୁହାଯାଇଥିବା ବେଳେ ସ୍ଥାନ ଛାଡ଼ିବା ପୂର୍ବରୁ କୋଭିଡ୍‌ ପରୀକ୍ଷା କରିବାକୁ ଏକ ନିର୍ଦ୍ଦେଶ ଜାରି କରାଯାଇଛି।

ସମର ଭାକେଶନ ପାଇଁ ହଓ୍ବାଇ ବିଚ୍‌ ଏବଂ ତତ୍‌ସଂଲଗ୍ନ ଅଞ୍ଚଳରେ ଥିବା ହାଇଏଣ୍ଡ ହୋଟେଲରେ ପର୍ଯ୍ୟଟକଙ୍କ ସମାଗମ ଲାଗି ରହିଥାଏ। ହେଲେ କରୋନା ସଂକ୍ରମଣ ବୃଦ୍ଧି ଯୋଗୁ ବର୍ତ୍ତମାନ ସମସ୍ତ ଫ୍ଲାଇଟ୍‌ ଏବଂ ଟ୍ରେନ୍‌ ବାତିଲ୍‌ କରିଦିଆଯାଇଛି। ତେବେ ପର୍ଯ୍ୟଟକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ହୋଟେଲ ପକ୍ଷରୁ ରହଣିରେ ରିହାତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା...

ଦୁଇ ବର୍ଷ ମଧ୍ୟରେ ପ୍ରଥମଥର ଭାରତ ପାଇଁ ଆସିଲା ବଡ଼ ଖବର: ଶୁଣିଲେ ଆମେରିକା ସହ ଚାଇନା, ପାକିସ୍ତାନର ନିଜ ହଜିବ…

ନୂଆଦିଲ୍ଲୀ,୨୯।୧୨: ଏହି ଖବର ଶିଳ୍ପ କ୍ଷେତ୍ରରେ ଏକ ସ୍ବାଗତଯୋଗ୍ୟ ଆଶ୍ୱସ୍ତି। ଆମେରିକାର ଉଚ୍ଚ ଟାରିଫ୍‌ ସତ୍ତ୍ୱେ, ଗତ ଦୁଇ ବର୍ଷ ମଧ୍ୟରେ ଭାରତୀୟ ଶିଳ୍ପ କ୍ଷେତ୍ର...

ବାଂଲାଦେଶରେ ପୁଣି ହିନ୍ଦୁଙ୍କୁ ଟାର୍ଗେଟ୍‌: ପିରୋଜପୁରରେ ପରିବାରକୁ ଜୀଅନ୍ତା ଜାଳିଦେବାକୁ ଉଦ୍ୟମ

ଢାକା,୨୯ା୧୨: ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁ ସମ୍ପ୍ରଦାୟ ଉପରେ ଆକ୍ରମଣ ଥମିବାର ନାଁ ନେଉନାହିଁ। ରବିବାର ପିରୋଜପୁର ଜିଲା ଦୁମରିତାଲା ଗ୍ରାମରେ ଏକ ଭୟଙ୍କର ଘଟଣା ଘଟିଛି।...

ନର୍ସିଂହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଖବରପାଇ...

ବଡ଼ ଟ୍ରେନ ଦୁର୍ଘଟଣା: ୧୩ ମୃତ୍ୟୁ, ଟ୍ରେନ୍‌ରେ ଥିଲେ ୨୪୧ ଯାତ୍ରୀ

ମେକ୍ସିକୋ,୨୯।୧୨: ମେକ୍ସିକୋରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ଦେଶର ଓଆକ୍ସାକା ରାଜ୍ୟରେ ଏକ ଅନ୍ତଃସାଗରୀୟ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଅତି କମରେ ୧୩...

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri