ଅସ୍ତ୍ରୋପଚାର ପାଇଁ ପଶ୍ଚିମବଙ୍ଗ ଗଲେ ୭ ଶିଶୁ

କେନ୍ଦୁଝର,୮।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଜାତୀୟ ସ୍ବାସ୍ଥ୍ୟ ମିଶନ ଅନ୍ତର୍ଗତ ରାଷ୍ଟ୍ରୀୟ ବାଲ୍‌ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ ମାଧ୍ୟମରେ ହୃଦ୍‌ରୋଗରେ ପୀଡିତ ଥିବା ଶିଶୁଙ୍କ ଚିକିତ୍ସା ପାଇଁ ପଦକ୍ଷେପ ନିଆଯାଇଛି। ରବିବାର ରାତିରେ ଜିଲାର ୭ ଶିଶୁଙ୍କ ମାଗଣା ଅସ୍ତ୍ରୋପଚାର ନିମନ୍ତେ ପଶ୍ଚିମବଙ୍ଗର ହାୱଡା ସ୍ଥିତ ନାରାୟଣ ସୁପର ସ୍ପେସିଆଲିଟି ହସ୍ପିଟାଲ୍‌କୁ ପଠାଯାଇଛି। ହାଟଡିହି, ଘଷିପୁରା, ଚମ୍ପୁଆ, ହରିଚନ୍ଦନପୁର ବ୍ଲକରୁ ଜଣେ ଏବଂ କେନ୍ଦୁଝର ସଦର ବ୍ଲକରୁ ୩ ଜଣଙ୍କୁ ଚିହ୍ନଟ କରାଯାମଇ ଏହି ଚିକିତ୍ସା ପାଇଁ ପଠାଯାଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡା.ସୁଜାତାରାଣୀ ମିଶ୍ର ଏବଂ ଆରବିଏସ୍‌କେ ମ୍ୟାନେଜର ବିଜନ କୁମାର ସାହୁଙ୍କ ତତ୍ତ୍ୱାବଧାନରେ ଶିଶୁଙ୍କୁ ବିନା ମୂଲ୍ୟରେ ଚିକିତ୍ସା ପାଇଁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି…

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri